ଜେଏମ୍ଏମ୍ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର
ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ ଟାଉନ ହଲ୍ ପରିସରରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ମିଶିଥିବାର ସୂଚନା ଦେଇଛନ୍ତ। ଆଗାମୀ…
ନିର୍ବାଚନୀ ପ୍ରଚାର ମଇଦାନରେ ସୁଦାମ ମାର୍ଣ୍ଡି, ପ୍ରୀତିନନ୍ଦା କାନୁନ୍ଗୋ
ମୋରଡ଼ା,୧୦ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୟୂରଭଞ୍ଜ ଲୋକ ସଭା ଆସନ ପାଇଁ ସୁଦାମ ମାର୍ଣ୍ଡି ଓ ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଧାୟିକା ପ୍ରାର୍ଥୀ ଭାବେ ପ୍ରୀତିନନ୍ଦା କାନୁନ୍ଗୋଙ୍କୁ ଟିକେଟ୍ ଦେଇଥିବା ବେଳେ ବୁଧବାର ରାସଗୋବିନ୍ଦପୁର…
ଘାଟିରେ ପିଟିହେଲା ବସ୍, ୨୦ ଆହତ
ବାରିପଦା,୮ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୪୯ ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ଏକ ବସ୍ ସୋମବାର ପିଟି ହେବାରୁ ୨୦ରୁ ଅଧିକ ଆହତ ହୋଇଛନ୍ତି। ବସ୍ଟି ରାଉରକେଲାରୁ ମୁର୍ସିଦାବାଦ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏକ ବଡ଼ ପଥରରେ ବସ୍ଟି…
ଆସୁଛି ନିର୍ବାଚନ: ଥାନା ଅଞ୍ଚଳକୁ ନଜରରେ ରଖିବ ପୋଲିସ ଫୋର୍ସ
ମୋରଡା,୭।୪(ସ୍ମାରକ ମାଜୀ): ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଶାନ୍ତି ଶୃଙ୍ଖଳାର ସହିତ ପରିଚାଳନା କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛି ମୟୂରଭଞ୍ଜ ଜିଲା ମୋରଡ଼ା ପୋଲିସ ପ୍ରଶାସନ l ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ମୋରଡ଼ା ପୋଲିସ ପକ୍ଷରୁ ରବିବାର…
ମୋରଡ଼ା ବିଜେଡିରେ ବିଦ୍ରୋହ, ଇସ୍ତଫା ଦେଲେ ରାଜ୍ୟ ସମ୍ପାଦକ
ମୋରଡ଼ା,୭ା୪(ସ୍ମାରକ ମାଜୀ): ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ରାଜନୀତି ତାତି ସେତେ ଜୋର୍ ଧରୁଛି। ବିଜୁ ଜନତା ଦଳ ମୋରଡ଼ା ପାଇଁ ନିର୍ବାଚନ ମଇଦାନକୁ ପ୍ରୀତିନନ୍ଦା କାନୁନ୍ଗୋ ଓହ୍ଲାଇଥିବା ବେଳେ ଏବେଠୁ ବିଦ୍ରୋହର ସୁଅ ଛୁଟୁଥିବାର…
ଚମକାଇଦେଲେ ନବୀନ, ରାଇରାଙ୍ଗପୁରରୁ IPS ପ୍ରାର୍ଥୀ
ରାଇରଙ୍ଗପୁର,୫।୪: ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହି ଆସିଛି । କାରଣ ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢି ବିଧାୟିକା ହୋଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବର୍ତ୍ତମାନ ପୁଣି ଚର୍ଚ୍ଚାରେ ଏହି ନିର୍ବାଚନ ମଣ୍ଡଳୀ । କାରଣ ଏହି…
ଭାଜପା ଛାଡିଲେ ବରିଷ୍ଠ କୁଡୁମୀ ନେତା ଛଟେଲାଲ ମହାନ୍ତ
ଭୁବନେଶ୍ୱର,୫।୪; ଭାଜପା ଛାଡିଲେ ବରିଷ୍ଠ ନେତା ଛଟେଲାଲ ମହାନ୍ତି। ସେ ଆଜି ଭାଜପାର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ସେ ଭାଜପା ରାଜ୍ୟ ସଭାପତିଙ୍କ ପାଖକୁ ପଠାଇ ଦେଇଛନ୍ତି। ଛଟେଲାଲ ମହାନ୍ତ ହେଉଛନ୍ତି ମୟୂରଭଞ୍ଜ ଜିଲାର…
ରୋଚକ ହେବ ଲଢେଇ, ସାମ୍ନାସାମ୍ନି ହେବେ ଦୁଇବନ୍ଧୁ
ମୟୂରଭଞ୍ଜ,୩।୪: ମୁଣ୍ଡ ଉପରେ ନିର୍ବାଚନ। ଏନେଇ ଜୋରଦାର ପ୍ରସ୍ତୁତ ଆରମ୍ଭ କଲେଣି ବିଜେଡି, ଭାଜପା ଓ କଂଗ୍ରେସ। ବିଜେଡି ଓ ଭାଜପାର ପ୍ରାର୍ଥୀ ଘୋଷଣା ସରିଥିବାବେଳେ ଗତକାଲି ୪୭ ବିଧାନସଭା ଓ ୮ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।…
ମଧ୍ୟାହ୍ନଭୋଜନ ସମୟରେ ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
ମୋରଡ଼ା,୩ା୪(ସ୍ମାରକ ମାଜୀ): ମଧ୍ୟାହ୍ନଭୋଜନ ଖାଉଥିବା ସମୟରେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସି ପଡ଼ିବାରୁ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ସାନମୁଣ୍ଢାବଣି ପଞ୍ଚାୟତର ସରାଶୋଳ ଗ୍ରାମର ଗାଲୁସାହି ସରକାରୀ…
ପୁରୁଣାଙ୍କୁ ଭରସା କଲା ଭାଜପା
ବାରିପଦା,୩ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଥିବା ୯ ବିଧାନସଭା ଆସନ ମଧ୍ୟରୁ ମଙ୍ଗଳବାର ୫ଟିରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ପୁରୁଣା ପ୍ରାର୍ଥୀଙ୍କ ଉପରେ ଭରସା କରି ଦଳ ପୁନର୍ବାର ସେମାନଙ୍କୁ ଟିକେଟ ଦେଇଛି। ବଡ଼ସାହି ନିର୍ବାଚନ ମଣ୍ଡଳୀରୁ ସନାତନ ବିଜୁଳି,…
ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ପିଆଜ ବୋଝେଇ ଟ୍ରକ୍
ବାରିପଦ,୧ା୪: ମୟୂରଭଞ୍ଜ ଜିଲା ୪୯ ନମ୍ବର ଜାତୀୟ ରାଜପଥର ବାଙ୍ଗିରିପୋଷି ଘାଟିରେ ସୋମବାର ଏକ ପିଆଜ ବୋଝେଇ ଟ୍ରକ୍ରେ ନିଆଁ ଲାଗି ରାସ୍ତା ଉପରେ ହୁତୁହୁତୁ ହୋଇ ଜଳିଯାଇଛି। ଟ୍ରକ୍ଟି ନାସିକ୍ରୁ ପିଆଜ ବୋଝେଇ କରି କୋଲକାତା ଅଭିମୁଖେ ଯାଉଥିଲା। ବାଙ୍ଗିରିପୋଷି…
୮ଜଣଙ୍କୁ ହୋଇଥିଲା ନିର୍ଦ୍ଦେଶ: ୭ ବନ୍ଧୁକ ଦେଲେ ଜିମା
ବୈଶିଙ୍ଗା,୩୧ା୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସ ସାଧାରଣ ନିର୍ବାଚନରେ ଆଇନ ଶୃଙ୍ଖଳା କଡ଼ାକଡ଼ି କରିବା ଲକ୍ଷ୍ୟରେ ତନାଘନା ଆରମ୍ଭ କରିଦେଇଛି। ଥାନା ଅଞ୍ଚଳରେ ଲାଇସେନ୍ସ ପ୍ରାପ୍ତ ୮ ଜଣ ବନ୍ଧୁକଧାରୀଙ୍କୁ ନିର୍ବାଚନ ପ୍ରକ୍ରିୟା ଶେଷହେବା ପର୍ଯ୍ୟନ୍ତ ପୋଲିସ ନିକଟରେ ବନ୍ଧୁକ…
Archives


