ମୟୂରଭଞ୍ଜ

ପ୍ରାଣ ତ୍ୟାଗ କଲା ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ‘ଯଶୋଦା’

ବାରିପଦା,୪ା୧୧: ଚନ୍ଦକା ସ୍ଥାନାନ୍ତର ହେବା ପରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ତାଲିମପ୍ରାପ୍ତ ହାତୀ ‘ଯଶୋଦା’ ସୋମବାର ସକାଳେ ଓଡ଼ିଶାର ମୟୂରଭଞ୍ଜ ଜିଲାର ଶିମିଳିପାଳ ଜଙ୍ଗଲରେ ପ୍ରାଣତ୍ୟାଗ କରିଛି। ଜେନାବିଲ ଜଙ୍ଗଲ ପରିସରରେ ଚିକିତ୍ସିତ ଅବସ୍ଥାରେ ପ୍ରାୟ ୬୦ ବର୍ଷ…

ବାର୍‌ହା ଶିକାରକଲା ‘ଯମୁନା’

ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଶିକାର କରିବା ଆରମ୍ଭ କରିଛି ା ଏକ ବାର୍‌ହାକୁ ଶିକାର କରିବା ପରେ ଖାଇବା ଦେଖି ବନ ବିଭାଗର କର୍ମଚାରୀମାନେ ଖୁସି ପ୍ରକଟ କରିଛନ୍ତି।…

୮୪୩ ଜିଓ ଟ୍ୟାଗ୍‌ଡ ଅଧିକାରୀଙ୍କ ଦରମା ବନ୍ଦ

ବାରିପଦା,୩୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ଗ୍ରାମୀଣ ଗୃହ ନିର୍ମାଣ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୮୪୩ ଜିଓ ଟ୍ୟାଗ୍‌ଡ ଅଫିସରଙ୍କ ଦରମା ବନ୍ଦ କରାଯାଇଛି ା ଏ ନେଇ ଜିଲାପାଳ ହେମକାନ୍ତ ସୟ ବିଭାଗୀୟ ଚିଠି ନଂ. ୮୪୫୯/୨୮ ଅକ୍ଟୋବର ୨୦୨୪…

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…

ଆଉ ୩ ଦିନ ବନ୍ଦ ରହିବ ଶିମିଳିପାଳ

ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଦାନା’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ ରହିବ। ପୂର୍ବରୁ ବର୍ଷା ଆଶଙ୍କାରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିଥିବା…

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ ୮ରୁ ୧୨ ବର୍ଷ ମଧ୍ୟରେ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ସୁବର୍ଣ୍ଣରେଖା କେନାଲ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ଟର୍ଚ୍ଚ ମାରିଲେ ମାଉସୀ, ବାରିପଦା ସଭାରେ ରୋଚକ ଦୃଶ୍ୟ

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ…

ପୋଖରୀରୁ କୁନି ହାତୀ ଛୁଆର ମୃତଦେହ ଉଦ୍ଧାର କଲା ବନବିଭାଗ

ବାରିପଦା,୮।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ରେଂଜ ଅଞ୍ଚଳର ଏକ ପୋଖରୀ ଭିତରୁ ହାତୀ ଛୁଆର ମୃତଦେହକୁ ବନବିଭାଗ ଉଦ୍ଧାର କରିଛି। ତିନି-ଚାରି ଦିନ ପୁର୍ବରୁ ହାତୀ ଶାବକର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶିମିଳିପାଳ ଅଭୟାରଣ୍ୟର ପାଦଦେଶର ନାଫ୍ରି…

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବାକୁ ଯାଉଛି ଶିମିଳିପାଳ ଜାତୀୟ ଅଭ୍ୟାୟାରଣ୍ୟ। ବାରିପଦା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ସଂରକ୍ଷକ ତଥା…

ପରିବର୍ତ୍ତନ ଧାରାରେ ଅଫିମ ଚାଷୀ

ବାରିପଦା, ୪ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦିନ ଥିଲା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଲୋକେ ଅଫିମ ଚାଷ କରୁଥିଲେ। ପୋଲିସ ହାତରେ ଧରାପଡ଼ିଯିବା ଆଶଙ୍କାରେ ଭୟାତୁର ଜୀବନ ଅତିବାହିତ କରୁଥିଲେ। ଏବେ କିନ୍ତୁ ସମୟ ବଦଳିଛି। ଚାଷ ସମ୍ପର୍କରେ ଅଜ୍ଞ…

ସ୍କୁଲ ଛୁଟି କଲା ହାତୀ

ଉଦଳା,୨ା୧୦(ସନ୍ତୋଷ କୁମାର ବାଚ୍ଛିନୀ):ହାତୀ ଭୟରେ ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ କାଠୁଆବେଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ମଙ୍ଗଳବାର ଛୁଟି କରିଦିଆଯାଇଥିଲା। ବିଦ୍ୟାଳୟଠାରୁ ୫୦ ମିଟର ଦୂରରେ ୨ବଣୁଆ ହାତୀ ବୁଲୁଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ)ଙ୍କ…

ଛେଳି ଗୁହାଳରେ ପିଲାଙ୍କ ଭବିଷ୍ୟତ

ଉଦଳା,୧ା୧୦(ସନ୍ତୋଷ କୁମାର ବାଚ୍ଛିନୀ): କାନ୍ଥରେ ଲେଖା ହୋଇଛି ବିଦ୍ୟାଳୟ ନାଁ । କାନ୍ଥ ସାଜିଛି କଳାପଟା ଆଉ ଚାଲିଛି ପାଠପଢ଼ା। ହେଲେ ଏହା ବିଦ୍ୟାଳୟ ନୁହେଁ, ଏକ ଛେଳି ଗୁହାଳର କାନ୍ଥ। ଯେଉଁଠି ଲେଖାହେଉଛି ଅ, ଆ। ଗଢ଼ାହେଉଛି ପିଲାଙ୍କ ଭବିଷ୍ୟତ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?