୧୮୬ରୁ ଅଧିକ ମୃତଦେହ ଦାହ ସଂସ୍କାର କଲେଣି ସାନଦାଦା
ମୋରଡ଼ା,୩୧ା୩(ସ୍ମାରକ ମାଜୀ)ସଂସାରରେ ଜୀବନ ଯାତ୍ରା ସରିବା ପରେ ମୁକ୍ତି ଯାତ୍ରା ଅନିବାର୍ଯ୍ୟ। ତେବେ ଏହି ମୁକ୍ତି ଯାତ୍ରାର ବାହକ ହୁଅନ୍ତି ନିଜ ରକ୍ତ ସମ୍ପର୍କୀୟ ଓ଼ ଆତ୍ମୀୟ ସ୍ବଜନ। ତେବେ ଏମିତି ଜଣେ ବ୍ୟକ୍ତି ଅଛନ୍ତି ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ…
ଶିମିଳିପାଳରେ କରୁଥିଲେ ଶିକାର, ଧରିଲା ବନବିଭାଗ, ୯ ଗିରଫ
ବାରିପଦା,୩୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଜେନାବିଲ ରେଞ୍ଜରୁ ୯ ଶିକାରୀକୁ ବନକର୍ମଚାରୀ ଗିରଫ କରିଛନ୍ତି । ତାଙ୍କଠାରୁ ୯ଟି ଦେଶୀ ବନ୍ଧୁକ ସହ ୩୦ କେଜି ସମ୍ବର ମାଂସ ଜବତ କରାଯାଇଛି। ଏ…
ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ିଗଲା ଅଟୋ
ବୈଶିଙ୍ଗା,୩୦ା୩(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ରୁପ୍ସା-ବୈଶିଙ୍ଗା ରାସ୍ତାର ବଙ୍ଗାଳିଡାହି ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଅଟୋ ଭାରସାମ୍ୟ ହରାଇ ବିଦ୍ୟୁତ୍ ଖୁଣ୍ଟ ଉପରେ ଚଢ଼ିଯାଇଛି। ପିଞ୍ଛାବଣିଆ ହୋଲି ମେଳାରୁ ୪ ଜଣ ଯାତ୍ରୀଙ୍କୁ ନେଇ ଦୃତ…
ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ
ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍ରୁ ନିର୍ବାଚନ ଲଢିବେ। ଅଞ୍ଜନି…
ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ
ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି। ସୂଚନାନୁଯାୟୀ, ପୂର୍ତ୍ତବିଭାଗ ଅଧୀନରେ ହାଣ୍ଡିଭଙ୍ଗାଠାରୁ କୁଜିଡ଼ିହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ସହିତ…
ସୁଦାମ-ନବଚରଣ ଲଢ଼େଇ
ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ…
ଅଫିମ ବେପାରୀଙ୍କ ପାଇଁ ଅକଳରେ ଆଦିବାସୀ
ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷର ପସରା ମେଲିଛି। ଏକର ଏକର ଜମିରେ ଅଫିମ ଚାଷ କରି ମାଲେମାଲେ ହେଉଥିବା ଚାଷୀ ଓ ନିଶା ବେପାରୀଙ୍କ ଟେର୍ ପାଉନି ପୋଲିସ କିମ୍ବା ଅବକାରୀ ବିଭାଗ। ଅନ୍ୟପକ୍ଷରେ…
ମାଂସ ପାଇଁ ୩ଦିନ ପଡ଼ିରହିଲା ମୃତଦେହ
ବାରିପଦା,୧୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଗାଁର ସମସ୍ତଙ୍କ ଭୋଜି ଭାତରେ ସାମିଲ ହେଉଥିଲେ। ହେଲେ ଜାତିଭାଇଙ୍କୁ ନିଜ ବାହାଘର ଭୋଜି ଦେଲେନି। ଏନେଇ ଗାଁ ଲୋକଙ୍କ ସହ ଲାଗି ରହିଥିଲା ତିକ୍ତତା। ଜାତିପ୍ରଥା ଓ ପରମ୍ପରା ଉଲ୍ଲଂଘନ କରିଥିବା ସମ୍ପୃକ୍ତ ଯୁବକଙ୍କ ମା’ଙ୍କ ମୃତ୍ୟୁ…
ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ
ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଜରକ ପଞ୍ଚାୟତ ଅନ୍ତର୍ଗତ ମାଣିକ ସାହିର ବାଇଧର ସାମାଡ଼। ତାଙ୍କ ସ୍ତ୍ରୀ ବୁଧୁନି…
ଗୋରୁ ବୋଝେଇ ପିକ୍ଅପ୍ ଜବତ କଲେ ଗ୍ରାମବାସୀ
ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି। ସୂଚନାନୁଯାୟୀ, ଶୁକ୍ରବାର ଭୋର୍ ସମୟରେ ବୈଶିଙ୍ଗା-ଝିଙ୍କିରିଆ ରାସ୍ତା ଦେଇ ଏକ ବେଆଇନ ଗୋରୁ ବୋଝେଇ ପିକ୍ଅପ୍(ଓଡି-୦୧ଏଡି-୪୬୭୨) ପଶ୍ଚିମବଙ୍ଗକୁ…
ସଙ୍ଘ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ସରପଞ୍ଚ ନିଲମ୍ବିତ
ମୋରଡା,୧୨।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ସରପଞ୍ଚ ସଙ୍ଘରୁ ଦୁଇଜଣ ସରପଞ୍ଚ ନିଲମ୍ବିତ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ବିଭିନ୍ନ ଦାବିକୁ ନେଇ ସୋମବାର ନବୀନ ନିବାସ ଘେରାଉ ପାଇଁ ରାଜ୍ୟ ସରପଞ୍ଚ ମହାସଂଘ ଡାକରା…
ଦୁଆରଶୁଣୀ ଘାଟିରେ ୨ ବସ୍ ମଝିରେ ପଶିଲା ପିକ୍ଅପ୍
ବାରିପଦା,୧୦ା୩(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଦୁଆରଶୁଣୀ ଘାଟିରେ ଦୁଇ ଯାତ୍ରୀବାହୀ ବସ୍ ଓ ପିକଅପ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ଆହତ ହୋଇ ନ ଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ଦୁଆରଶୁଣୀ…
Archives


