ମୟୂରଭଞ୍ଜ

କପିଳାସ ଗଲା ନରହନ୍ତା ହାତୀ

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ ଉତ୍ପାତ ଚଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ଚିକିତ୍ସା ନିମନ୍ତେ ଢେଙ୍କାନାଳ ଜିଲାର କପିଳାସକୁ ପଠାଯାଇଛି। ସେଠାରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ସହ ୨୪ ଘଣ୍ଟିଆ ଡାକ୍ତରୀଦଳ ନିରୀକ୍ଷଣ କରିବେ…

ରକ୍ତମୁଖା ହେଲା ଦନ୍ତା: ଶୋଇଥିବାବେଳେ ଘରୁ ଘୋଷାଡି ଆଣି ମହିଳାଙ୍କୁ ଦଳିଦେଲା

ବାରିପଦା,୨୬।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ବାରିପଦା ରେଞ୍ଜ ଅଧୀନ ରାଧିକାଶୋଳ ଗ୍ରାମରେ ଦନ୍ତା ଆକ୍ରମଣରେ ପୁଣି ଜଣକଙ୍କ ଜୀବନ ନେଇଛି। ରାତିରେ ଘରେ ପଶି ଶୋଇଥିବା ଜଣେ ମହିଳାଙ୍କୁ ଘୋଷାଡି ଆଣି ଘର ବାହାରେ କଚାଡି ମାରିଛି। ମୃତା ମହିଳା…

ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର ବିଡିଓ ଅଫିସ ଆଗରେ ବସିଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ,…

ମୟୂରଭଞ୍ଜରେ ହାତୀ ଆତଙ୍କ: ଆକ୍ରମଣରେ ଦୁଇ ମୃତ, ତିନି ଗୁରୁତର

ମୋରଡ଼ା,୨୪।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ର ଜାରି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ଉଲିଡ଼ିହି…

ମୋରଡ଼ା ଅଞ୍ଚଳରେ ବଢୁଛି ଚୋରି-ରାହାଜାନି, ମାମଲା ରୁଜୁ କରି ହାତବାନ୍ଧି ବସୁଛି ପୋଲିସ

ମୋରଡ଼ା,୨୩ା୯(ସ୍ମାରକ ମାଜୀ): ଲୁଟେରାଙ୍କ ଉପଦ୍ରବରେ ତ୍ରାହିତ୍ରାହି ଡାକିଲେଣି ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳବାସୀ। ପୋଲିସ କାଁ ଭାଁ ମାମଲା ରୁଜୁ କରି ଚୁପ୍‌ ହୋଇ ବସି ପଡୁଛି। ଫଳରେ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନା ମୁତାବକ, ଗତ ୨୧…

ସ୍ବଧର୍ମକୁ ଫେରିଲେ ଗୋଟିଏ ପରିବାରର ୩ ସଦସ୍ୟ

ଠାକୁରମୁଣ୍ଡା,୨୧।୯(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକର ସାତକୋଶିଆ ପଞ୍ଚାୟତ ଅଧୀନ ଜାମୁନଣ୍ଡା ଗ୍ରାମରେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିବା ଗୋଟିଏ ପରିବାରର ୩ ସଦସ୍ୟ ଶନିବାର ସ୍ବଧର୍ମକୁ ଫେରିଛନ୍ତି। ସେମାନେ ପ୍ରାୟ ୪ବର୍ଷ ପୂର୍ବେ ହିନ୍ଦୁ ଧର୍ମ ପରିତ୍ୟାଗ କରି କିଛି…

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହାବ୍ୟତୀତ ୩୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ବାରିପଦାସ୍ଥିିତ ପିଆର୍‌ଏମ୍‌ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି…

ପୁଣି ମିଳିଲା ହାତୀର ମୃତ ଦେହ : ଶିମିଳିପାଳରେ…

ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଲିଆଢିପା ଜଙ୍ଗଲରେ ଏକ ହାତୀର ମୃତ ଦେହକୁ ବନବିଭାଗ ଶୁକ୍ରବାର ସକାଳୁ ଉଦ୍ଧାର କରିଛି। ହାତୀର ମୃତ୍ୟୁକୁ ନେଇ କୌଣସି ସ୍ପଷ୍ଟ…

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ ଦଶାହ ଭୋଜି ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ। ୩୦ରୁ…

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ ଦେଲେ। ହେଲେ ସେଠାରେ ଅଧଘଣ୍ଟା ପର୍ଯ୍ୟନ୍ତ ନର୍ସ କିମ୍ବା କାହାରି ଦେଖା ମିଳିଲାନି। ମା’ବାପା…

ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏକ ଘରୋଇ ବିଜ୍ଞାନ କଲେଜର ଏହି ଛାତ୍ର ଦ୍ବୟ ସାଙ୍ଗମାନଙ୍କ ସହିତ…

ସବୁ ସାରିଦେଲା ଲଘୁଚାପ ବର୍ଷା, ଜଣଙ୍କ କାନ୍ଥ ଭାଙ୍ଗି ଆଉ ଜଣଙ୍କ ଘରେ…

ମୋରଡ଼ା,୧୫ା୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ଦୁଇଦିନ ହେବ ବର୍ଷା ଲାଗି ରହିଛି। ସେହିପରି ମୋରଡ଼ା ବ୍ଲକରେ ମଧ୍ୟ ବର୍ଷା ଜାରି ରହିଛି l ତେବେ ଲଗାଣ ବର୍ଷା ହେବା ଫଳରେ ଦୁଇଜଣଙ୍କ ଘର ଭାଙ୍ଗିଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?