ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ
ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ ସୂଚନା ମିଳିଛି। ମୟୂରଭଞ୍ଜର କାଞ୍ଜିଆ ସୁନା ଖଣିରେ ପ୍ରାୟ ଦେଢ଼ ଟନ୍ ସୁନା…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ କରଞ୍ଜିଆ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ ଚାଲାଣ କରିବାର ମାତ୍ର ଚବିଶ ଘଣ୍ଟା ଭିତରେ ପୁଣି ୮ ଜଣ କୁଖ୍ୟାତ…
ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍ ରଖି…
ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ ତାଙ୍କ ପରିବାର ଲୋକଙ୍କ ସହିତ ଶନିବାର ପୂର୍ବାହ୍ନରେ ଡ୍ରେସ କିଣିବା ପାଇଁ ମାର୍କେଟକୁ…
ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ
ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ ଯାନବାହନ, ଦୋକାନ ବଜାର ବନ୍ଦ ରହିଥିବା ଦେଖାଦେଇଛି। ତେବେ ମୟୂରଭଞ୍ଜ ଜିଲାର ମୋରଡ଼ା…
ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…
ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି ଉଦଳା ଥାନା ଜିରିଡା ନଦୀ ପୋଲରେ । ଖବର ଅନୁସାରେ, ବୁଧବାର ଉଦଳା…
ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର
ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ ଭାଇଙ୍କ ଭଲ ପାଇବା ଦେଖି ସହିପାରିଲାନି ନିଷ୍ଠୁର ବିଧାତା। ଶେଷରେ ସାନ ଭାଇର…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ ଘରେ ପଶି ସୁନାଗହଣା ଲୁଟି ନେଇ ପଳାଇଥିଲେ। ସ୍ତ୍ରୀଙ୍କ ଅନୁପସ୍ଥିତିରେ ସେ ଏକୁଟିଆ…
ସ୍କୁଟିକୁ ପିଟିଲା କାର: ୭ ଗୁରୁତର
ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ ଏକ ଦ୍ରୁତଗାମି କାର ସ୍କୁଟିକୁ ଧକ୍କାଦେଇ ପାଖାପାଖି ୧୫ଫୁଟ ତଳକୁ ପାଣି ନାଳ…
ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ
ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ…
ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା
ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି। ଏହା ବିରୋଧରେ ଗ୍ରାମର ମହିଳାମାନେ ଶନିବାର ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି।…
ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…
ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍ଏନ୍ଏଲ୍ର ୪-ଜି ଟାୱାର ଲୋକାର୍ପଣ କରିବା ପରେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଏଣିକି…
Archives


