ମୟୂରଭଞ୍ଜ

ହତ୍ୟାକାରୀ ପୁତୁରା ଗିରଫ

ବାରିପଦା ଅଫିସ/ବାଙ୍ଗିରିପୋଷି,୨ା୨(ଡ଼ି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଉପର ଉଚ୍ଚଡିହା ଗ୍ରାମରେ ଗତ ୨୭ ତାରିଖ ରାତିରେ ବନ୍ଦ କୋଠରିରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଗୁରା ସିଂ (୫୮) ଙ୍କୁ ତାଙ୍କ ପୁତୁରା ଉକ୍ତ...

ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ଉତ୍ତେଜନା

ରାଇରଙ୍ଗପୁର,୨ା୨(ଡି.ଏନ୍‌.ଏ.): ରାଇରଙ୍ଗପୁର କଲେଜ ଛାତ୍ରୀନିବାସ ପଛପଟ ପାଚେରୀ ଏବଂ ଖେଳପଡ଼ିଆ ପାର୍ଶ୍ୱରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ ନିର୍ମାଣସ୍ଥଳକୁ ନେଇ ବିବାଦ ଦେଖାଦେଇଛି। ରାଇରଙ୍ଗପୁର ବ୍ଲକ ଅଧୀନ ଭାଲୁବସା ପଞ୍ଚାୟତବାସୀ ଏହି ପ୍ରକଳ୍ପ ନିର୍ମାଣ ସପକ୍ଷରେ ଥିବା ବେଳେ ସ୍ଥାନୀୟ ପୁରୁଣାଘାଟୀ...

ଡାକ୍ତରଙ୍କ ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ବାରିପଦା ମେଡିକାଲ କଲେଜରେ ଉତ୍ତେଜନା, ଥାନାରେ ଅଭିଯୋଗ କଲେ ମହିଳାଙ୍କ ସ୍ବାମୀ

ବାରିପଦା ଅଫିସ,୧।୨- ଡାକ୍ତରଙ୍କ ଅବହେଳାରୁ ମୃତଶିଶୁ ଜନ୍ମ। ପ୍ରସବ ସ୍ବାଭାବିକ ହେବ କହି ଶେଷରେ ମୃତଶିଶୁ ଜନ୍ମ ଦେଇଥିଲେ ଗର୍ଭବତୀ। ଏଥିସହ ପ୍ରସବ କରାଇବାକୁ ସମ୍ପୃକ୍ତ ଚିକିତ୍ସକ ଓ କର୍ମଚାରୀ ଲାଞ୍ଚ ମାଗିଥିଲେ। ଏଭଳି ଏକ ସଙ୍ଗିନ୍‌ ଅଭିଯୋଗ ମୟୂରଭଞ୍ଜ...

ଭାରତବାସୀ ସଂଗଠନର ଧାରଣା

ବାରିପଦା ଅଫିସ,୧ା୨- କେନ୍ଦ୍ର ସରକାରଙ୍କ ଲକ୍ଷ୍ୟହୀନ ଶାସନ ବ୍ୟବସ୍ଥା ଯୋଗୁ ଦେଶରେ ସୃଷ୍ଟି ହୋଇଥିବା ଆର୍ଥିକ ସଙ୍କଟ, ମାନ୍ଦାବାସ୍ଥା, ବେରୋଜଗାରି ସମେତ ଅନ୍ୟାନ୍ୟ ବିଭାଜନକାରୀ ନୀତି ବିରୋଧରେ ଭାରତବାସୀ ସଂଗଠନ ପକ୍ଷରୁ ବାରିପଦା ଗାନ୍ଧୀ ପାର୍କ ସ୍ଥିତ ମହାତ୍ମା ମାନ୍ଧୀଙ୍କ...

ପ୍ରସ୍ତାବିତ ଓଭରବ୍ରିଜ ପାଇଁ ଉଚ୍ଛେଦକୁ ବିରୋଧ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ପାଳବଣି ଗୋଲେଇଠାରୁ କୃଷ୍ଣଚନ୍ଦ୍ର ଗୋଲେଇ ମଧ୍ୟରେ ରେଳ ଓ ପୂର୍ତ୍ତ ବିଭାଗ ପକ୍ଷରୁ ମିଳିତ ଭାବେ ଓଭରବ୍ରିଜ ନିର୍ମାଣ କରାଯିବ। ଏଥିପାଇଁ ମାଟି ପରୀକ୍ଷା ସରିଥିବା ବେଳେ ଟେଣ୍ଡର ପ୍ରକ୍ରିୟା ଆରମ୍ଭ...

ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ

ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ...

୨ ଫିଲ୍ମର ଶୁଭ ମହୁରତ

ବାରିପଦା ଅଫିସ,୩୧ା୧- ବାରିପଦା ସହର ସ୍ଥିତ ଅମ୍ବିକା ମନ୍ଦିରରେ ଗୁରୁବାର ଓଡ଼ିଆ ଚଳଚ୍ଚିତ୍ର ‘କକୁକୁଲା’ ଓ ଇଂଲିଶ ଫିଲ୍ମ ‘ଦି ଲାଷ୍ଟ ହେଲପ୍‌’ର ଶୁଭ ମହୁରତ ହୋଇଛି। ଏହି କାର୍ଯ୍ୟକ୍ରମକୁ ସିନେ ପ୍ରଯୋଜକ ତଥା ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା ଆନୁଷ୍ଠାନିକ...

ହରିପୁର ଘାଟରୁ ବେଆଇନ ବାଲି ଚାଲାଣ

ବାରିପଦା ଅଫିସ,୩୧ା୧- ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଧୀନ ପ୍ରତାପପୁର ପଞ୍ଚାୟତର ବୁଢ଼ାବଳଙ୍ଗ ନଦୀର ହରିପୁର ବାଲିଘାଟରୁ ବେଆଇନ ଭାବେ ବାଲି ଚାଲାଣ ହେଉଛି। ସ୍ଥାନୀୟ ଲୋକେ ତହସିଲ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଖଡି ଛୁଇଁ ବିଦ୍ୟା ଆରମ୍ଭ କଲେ ଶିଶୁ

ଉଦଳା,୩୧ା୧(ଡ଼ି.ଏନ୍‌.ଏ.)- ଉଦଳାଠାରେ ଥିବା ମା’ ସରସ୍ବତୀଙ୍କ ମନ୍ଦିରରେ ଗୁରୁବାର ବାଗଦେବୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଶ୍ରଦ୍ଧାଳୁମାନେ ଲମ୍ବାଧାଡିରେ ଆସି ମା’ଙ୍କ ପୂଜା କରିଥିଲେ। ଭୋର ୫ଟାରେ ମନ୍ଦିର ଦ୍ୱାର ଫିିଟା ଯିବା ପରେ ସାଢେ ୫ ଟାରେ ମନ୍ଦିର ମାର୍ଜନା,...

ବାପା ମାଡ଼ରେ ୮ ବର୍ଷର ଝିଅ ଗୁରୁତର

ଉଦଳା ,୩୧ା୧(ଡ଼ି.ଏନ୍‌.ଏ.)- ନିଶା ଯେ ମଣିଷକୁ କେଉଁ ସ୍ତରକୁ ନେଇଯାଇପାରେ ତାହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ପାଟଶାଣୀପୁର ପଞ୍ଚାୟତର ଖଲାଡି ଗ୍ରାମରେ। ଏହି ଗ୍ରାମର ଜଣେ ନିଶାସକ୍ତ ବ୍ୟକ୍ତି ତାଙ୍କ ୮...

ବହୁଜନ କ୍ରାନ୍ତି ମୋର୍ଚ୍ଚା ରାଷ୍ଟ୍ରୀୟ ସଂଯୋଜକଙ୍କ ନାଁରେ ଏତଲା

ବାରିପଦା ଅଫିସ,୩୦ା୧- ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରଚାରପତ୍ର ବଣ୍ଟା ଯାଇଥିଲା। ତେବେ ଏହି ପ୍ରଚାରପତ୍ରରେ ବ୍ରାହ୍ମଣମାନଙ୍କୁ ଅପମାନିତ କରାଯାଇଥିବା ବାରିପଦା ବ୍ରାହ୍ମଣ ସମାଜ...

ଭାଜପାର ସଭାସ୍ଥଳ ସଫେଇ କଲେ ବିଜେଡି ନେତା

ବାରିପଦା ଅଫିସ,୩୦ା୧- ମୟୂରଭଞ୍ଜ ଜିଲା ବାରିପଦା ସହରର ଐତିହାସିକ ଛଉ ପଡ଼ିଆରେ ମଙ୍ଗଳବାର ଜିଲା ଭାଜପା ପକ୍ଷରୁ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା। ଏଥିରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଯୋଗ ଦେଇଥିଲେ। ରାଜ୍ୟ ତଥା ଜିଲାର...

ବିଶୋଇରେ ଭାରତବନ୍ଦ ବେଳେ ବହୁଜନ କ୍ରାନ୍ତି ମୋର୍ଚ୍ଚା କର୍ମୀ ଗିରଫ

ବିଶୋଇ,୨୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବିଶୋଇ ବ୍ଲକରେ  ବୁଧବାର ସକାଳ ୬ଟାରୁ ବ୍ଲକସ୍ତରୀୟ ବହୁଜନ କ୍ରାନ୍ତି ମୋର୍ଚ୍ଚାର ବହୁସଂଖ୍ୟକ କର୍ମୀ ୪୯ ନଂ. ଜାତୀୟ ରାଜପଥ ବ୍ଲକ ଛକଠାରେ ଅବରୋଧ କରିଥିଲେ। ଏ ନେଇ ଶତାଧିକ ଟ୍ରକ୍‌, ଯାତ୍ରୀବାହୀ ବସ୍‌...

୫ରୁ ସରସ୍ବତୀ ମେଳା

ଉଦଳା,୨୯ା୧(ଡ଼ି.ଏନ୍‌.ଏ.)- ଆସନ୍ତା ଫେବୃୟାରୀ ୫ ତାରିଖରୁ ଉଦଳାଠାରେ ଐତିହାସିକ ସରସ୍ବତୀ ମେଳା ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ମଙ୍ଗଳବାର ଆୟୋଜିତ ଏହି ଖବରଦାତା ସମ୍ମିଳନୀରେ ମନ୍ଦିର ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ବେହେରା,...

ସରିଲା ସୀମାନ୍ତ ଯୁବ ମହୋତ୍ସବ

ଝାରପୋଖରିଆ,୨୯ା୧(ଡି.ଏନ୍‌.ଏ.)- ସାରସକଣା ବ୍ଲକ୍‌ ଅନ୍ତର୍ଗତ ଝାରପୋଖରିଆଠାରେ ସୀମାନ୍ତ ଯୁବ ସମିତି ଓ ଜାତୀୟ ଯୁବ ପ୍ରକଳ୍ପ ଦ୍ୱାରା ଆୟୋଜିତ ୫ମ ବାର୍ଷିକ ସୀମାନ୍ତ ଯୁବ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ୫୬ନଂ. ଜୋନ୍‌ ଜିଲା ପରିଷଦ ସଦସ୍ୟ ଭୁବନେଶ୍ୱର ମହାନ୍ତ ମହୋତ୍ସବକୁ...

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ,୨୮ା୧- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ବେହେରାଙ୍କ ମୟୂରଭଞ୍ଜ ଜିଲା ବାରିପଦାର ସୁନଗଡିଆସ୍ଥିତ ବାସଭବନରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ବାଲେଶ୍ୱର...

ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ବାରିପଦା ଅଫିସ,୨୮ା୧- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ଷ୍ଟେଶନ ବଜାର ଅଞ୍ଚଳରେ ସୋମବାର ରାତିରେ ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇ ପଡ଼ିଛନ୍ତି। ଭୋଜି ଖାଇବା ପରେ ବାନ୍ତି ହେବାରୁ ବିଳମ୍ବିତ ରାତିରେ ସେମାନଙ୍କୁ...

କୁଳିଅଣା ବ୍ଲକ ଆଗରେ ଧାରଣା

କୁଳିଅଣା,୨୮ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମୁଖ୍ୟ ଦପ୍ତର ଚାନ୍ଦୁଆ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ୧୭ଟି ପଞ୍ଚାୟତର ନିର୍ବାଚିତ ପ୍ରତିନିଧିମାନେ ସହକାରୀ ଯନ୍ତ୍ରୀଙ୍କ ବଦଳି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବ୍ଲକ ଘେରାଉ କରି ଧାରଣାରେ ବସିଥିଲେ। ଗତ ୨ମାସ...