ହୃଦଘାତରେ ଚାଲିଗଲା ପିଇଓଙ୍କ ଜୀବନ: ଆଖି ଦାନ କଲେ ପରିବାର
ମୋରଡ଼ା,୭।୩(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଚିତ୍ରଡା ଫାଣ୍ଡି ଅଧୀନ ହଳଦୀପାଳ ଗ୍ରାମରେ ଜଣେ ପିଇଓଙ୍କ ଅକାଳ ବିୟୋଗ ଘଟିଛି। ଏନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ମୃତକ ଜଣକ ହେଲେ ହଳଦୀପାଳ ଗ୍ରାମର ଅଜୟ କୁମାର…
ଦୁଆରଶୁଣୀ ଘାଟିରେ ବସ୍-ଟ୍ରକ୍ ଦୁର୍ଘଟଣା
ବାରିପଦା,୭।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ବାଙ୍ଗରିପୋଷି ଦୁଆରଶୁଣୀ ଘାଟିରେ ଯାତ୍ରୀବାହି ବସ ଓ ଟ୍ରକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କେହି ଆହତ ହୋଇ ନ ଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି । ସୂଚନାଯୋଗ୍ୟ, ରାଧାମାଧବ…
ଗାଁକୁ ରାସ୍ତା ନାହିଁ ତ ନେତାଙ୍କୁୁ ଭୋଟ ନାହିଁ
ବାରିପଦା,୭ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଦେଶ ସ୍ବାଧୀନତାର ୭୭ବର୍ଷ ପରେ ମଧ୍ୟ ଗଁାକୁ ଭଲ ରାସ୍ତା ନାହିଁ ା ମାଳ ମାଳ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉଥିବା ବେଳେ ମୌଳିକ ସୁବିଧା ମିଳି ପାରୁନାହିଁ। ଜିଲାରେ ଜଣେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ୩ ମନ୍ତ୍ରୀ ଥାଇ…
୧୪ ପ୍ରକଳ୍ପ ପାଇଁ ସୋରଡ଼ା ବ୍ଲକକୁ ପ୍ରଥମଥର ଆସିଲା ୪୧ ଲକ୍ଷ ୬୦ ହଜାର ଟଙ୍କା
ସୋରଡ଼ା,୬ା୩(ଲମ୍ବୋଦର ପାଣିଗ୍ରାହୀ): ଆଦିବାସୀ ବହୁଳ ସୋରଡ଼ା ବ୍ଲକ୍କୁ ୨୦୨୩ /୨୪ ଆର୍ଥିକ ବର୍ଷରେ ୧୪ଟି ପ୍ରକଳ୍ପ ପାଇଁ ୪୧ ଲକ୍ଷ ୬୦ ହଜାର ଓ ପାତ୍ରପୁର ବ୍ଲକକୁ ୧୪ଟି ପ୍ରକଳ୍ପ ପାଇଁ ୪୮ ଲକ୍ଷ ଟଙ୍କା ପରିଷଦ ଗଠନ ହେବା ପରେ…
ମୋରଡ଼ା ପଞ୍ଚାୟତ ସମିତି ଅଧିବେଶନରେ ତୁମ୍ବିତୋଫାନ
ମୋରଡ଼ା,୬ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ପଞ୍ଚାୟତ ସମିତିର ଅଷ୍ଟମ ସାଧାରଣ ଅଧିବେଶନ ଚିତ୍ରଡ଼ାସ୍ଥିତ ବ୍ଲକ କାର୍ଯ୍ୟାଳୟର କନ୍ଫରେନ୍ସ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ ବ୍ଲକ ଅଧ୍ୟକ୍ଷ ପୀତନାଥ ସୋରେନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ମୋରଡା…
ଅଧା କର୍ମଚାରୀଙ୍କ ଉପରେ ସବୁ ଦାୟିତ୍ୱ
ଖୁଣ୍ଟା,୬।୩(ଦେବରଞ୍ଜନ ବେହେରା): ଲୋକଙ୍କୁ ତ୍ୱରିତ ସେବା ଯୋଗାଇ ଦେବାକୁ ନେଇ ସରକାର ବିଭିନ୍ନ ପଦ ପଦବୀ ସୃଷ୍ଟି କରିବା ସହିତ ଅଧିକାରୀ ନିଯୁକ୍ତି କରୁଛନ୍ତି। ମାତ୍ର ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଏବେ ଏହାର ଓଲଟା ପ୍ରତିଫଳନ ଦେଖିବାକୁ ମିଳୁଛି।…
ହକ୍ ପାଇଁ ଆଦିବାସୀଙ୍କ ମେଳି
ମୋରଡ଼ା,୩ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ମାକୁନ୍ଦ ଗ୍ରାମର ଜାହିରା ପୀଠ ନିକଟରେ ଶତାଧିକ ଆଦିବାସୀ ସମ୍ପ୍ରଦାୟର ଲୋକେ ମେଳି ବାନ୍ଧିଥିବାର ଦେଖିବାକୁ ମିଳିଛି। ଉକ୍ତ ମେଳିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ କଂଗ୍ରେସ ନେତା…
ପିଆର୍ଏମ୍ ମେଡିକାଲରେ ଯୋଡ଼ି ହେଲା ୬୫୦ ଶଯ୍ୟା
ବାରିପଦା,୩।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ରଙ୍ଗାମାଟିଆ ପରିସରରେ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଂ ହସ୍ପିଟାଲର ଶୁଭ ଉଦ୍ଘାଟନ କରାଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍ଘାଟନ କରି…
ରାତିରେ ବୁଲୁଛି ଭାଲୁ
ଖୁଣ୍ଟା,୩।୩ (ଦେବରଞ୍ଜନ ବେହେରା): ମୟୂରଭଞ୍ଜ ଜିଲା ଉଦଳା ରେଞ୍ଜ୍ ଖୁଣ୍ଟା ଅଞ୍ଚଳରେ ଗତ କିଛିଦିନ ଧରି ଭାଲୁ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ସାନଖୁଣ୍ଟା ପଞ୍ଚାୟତବାସୀ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଏକ ସପ୍ତାହ ପୂର୍ବେ ରାତି ପ୍ରାୟ ୯ଟା ବେଳେ…
ଚେକ୍ ବାଉନ୍ସ ହେଲାରୁ ୧୪ ଲକ୍ଷ ଜରିମାନା, ବର୍ଷେ ଜେଲ
ବୈଶିଙ୍ଗା, ୩।୩(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ଜେଏମ୍ଏଫସିରେ ଏକ ଚେକ ବାଉନ୍ସ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ୧୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ବର୍ଷେ କାରାଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି। ତେବେ ଜରିମାନା ଅନାଦେୟ…
ଗଛ କଟାକୁ କେନ୍ଦ୍ରକରି ଫରେଷ୍ଟ ଗାର୍ଡଙ୍କୁ ଆକ୍ରମଣ: ଭିଡିଓ ଭାଇରାଲ୍
ବାରିପଦା,୨ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସଂରକ୍ଷିତ ଜଙ୍ଗଲରୁ ଗଛ କାଟିବାକୁ ବାରଣ କରିବାରୁ ଜଣେ ଫରେଷ୍ଟ ଗାର୍ଡଙ୍କୁ କେତେକ ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅନ୍ତର୍ଗତ ବାଙ୍ଗିରିପୋଷି ବନାଞ୍ଚଳର ଯୋକା ବିଟ୍ ଅଞ୍ଚଳରେ ଏହି ଘଟଣା…
ମାର୍ଣ୍ଡିଙ୍କ ପାଇଁ ଚ୍ୟାଲେଞ୍ଜ ମକରଧ୍ୱଜ
ବାଙ୍ଗିରିପୋଷି,୨ା୩(ସଞ୍ଜୟ କୁମାର ଅଗ୍ରୱାଲା): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତିଙ୍କ ପାଇଁ ସଂରକ୍ଷିତ। ଏଠାକାର ବିଧାୟକ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପୁଣି ବିଜେଡି ଟିକେଟରେ ନିର୍ବାଚନ ଲଢ଼ିବା ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ତାଙ୍କୁ…
Archives


