ଗଛରେ ପିଟି ହୋଇଗଲା ବୋଲେରୋ, ଭିତରେ ଥିଲେ ୧୩ଜଣ..
ବାରିପଦା,୧୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶନିବାର ବିଳମ୍ବିତ ରାତିରେ ବାରିପଦା ସହର ଉପକଣ୍ଠ ପୃଥକ ଦୁର୍ଘଟଣାରେ ୪ ଯୁବକଙ୍କ ମୃତ୍ୟୁ ଘଟିଛି । ପାଲବଣି ସ୍ଥିତ ୧୮ନଂ ଜାତୀୟ ରାଜପଥରେ ବୁଲେଟ ଦୁର୍ଘଟଣାରେ ଦୁଇ ଓ ବାରିପଦା-ଲୁଲୁଂଗ ରାସ୍ତାର ରଙ୍ଗାମାଟିଆ ସ୍ଥିତ ଖସାଡିହା…
ଜେଲ୍ ଭିତରକୁ ନେଇଥିଲେ ମୋବାଇଲ, ପରେ…
ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏ ନେଇ…
ଅଜଗରକୁ ମାରି ଘୋଷାଡ଼ି ଘୋଷାଡ଼ି ନେଲେ ଲୋକେ, ଆଉ ତା’ ପରେ…
ବାରିପଦା,୧୪ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କୁଳିଅଣା ବ୍ଲକ ଅଞ୍ଚଳରେ ଏକ ଅଜଗର ସାପକୁ ଲୋକେ ମାରିଦେଇଛନ୍ତି । ବିଲୁପ୍ତପ୍ରାୟ ପ୍ରାଣୀ-୧ (ସିଡ୍ୟୁଲ୍ଡ-୧) ପ୍ରଜାତିର ଅଜଗରକୁ ମାରି କିଛି ଲୋକ ରାସ୍ତାରେ ଘୋଷାଡ଼ି ଘୋଷାଡ଼ି ନେଉଥିବାର ଦୃଶ୍ୟ…
କାର୍ଯ୍ୟରେ ଅବହେଳା ଅଭିଯୋଗ: ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଂଜ ଜିଲା ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ୪ ଶିକ୍ଷୟିତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦରମା ବନ୍ଦ କରିଛନ୍ତି ବାରିପଦା ଗୋଷ୍ଠୀ…
ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ପ୍ରବଳରୁ ଅତି ପ୍ରବଳ ବର୍ଷ ସମ୍ଭାବନା
ଭୁବନେଶ୍ୱର,୧୩।୯: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ…
କରୋନା ବେଳେ ଓମ୍ବାଡସି ଅର୍ଥ ହେରଫେର: ପୁଣି ବନ୍ଧାହେଲେ ୨ ଅଭିଯୁକ୍ତ
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକରେ କୋଭିଡ ପରିଚାଳନା ସମୟରେ ଓମ୍ବାଡସି ପାଣ୍ଠି ହଡପ ମାମଲାରେ ଫେରାର ଥିବା ଆଉ ୨ଜଣ ଅଭିଯୁକ୍ତଙ୍କୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଉଛନ୍ତି କୋଷ୍ଠା ଅଞ୍ଚଳର ଦିବ୍ୟଲୋଚନ…
କାଳ ହେଲା ଭସାଣି: ଗଣେଶ ବିସର୍ଜନ କରିବାକୁ ଆସି ଭାସିଗଲେ ୪ ଛାତ୍ର, ୨ ଉଦ୍ଧାର, ୨ ନିଖୋଜ
ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀପୋଷି ନିକଟସ୍ଥ ସୁବର୍ଣ୍ଣରେଖା କେନାଲରେ ଗଣେଶ ମୂର୍ତ୍ତି ଭସାଇବା ସମୟରେ ୪ଛାତ୍ର ପାଣି ସୁଅରେ ଭାସି ଯାଇଛନ୍ତି। ଖବରପାଇ ତୁରନ୍ତ ଅଗ୍ନିଶମ ବିଭାଗ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର…
ପରକୀୟା ପ୍ରୀତି ସନ୍ଦେହ: ଶ୍ବଶୁର ଘରେ ସ୍ତ୍ରୀ ତଣ୍ଟି କାଟିଲା ସ୍ବାମୀ
ଉଦଳା,୧୨।୯(ସନ୍ତୋଷ କୁମାର ବାଛିନି): ପରକୀୟା ପ୍ରୀତି ସନ୍ଦେହର କରୁଣ ପରିଣତି । ଶ୍ୱଶୁର ଘରେ ଜ୍ୱାଇଁ ଭିଆଇଲା ନାରକୀୟ କାଣ୍ଡ । ସ୍ତ୍ରୀ ବେକକୁ ଏକ ଧାରୁଆ ଛୁରିରେ କାଟି ଫେରାର ହୋଇଯାଇଛନ୍ତି ସ୍ବାମୀ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ…
ବିଦ୍ୟୁତ ତାର ବିଛାଇ ହାତୀକୁ ମାରିଦେଲେ! ବନବିଭାଗ ତଦନ୍ତ ଜାରି
ବାରିପଦା,୧୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଜାମଶୂଳି ଗାଁରେ ଗୁରୁବାର ଭୋର ବିଦ୍ୟୁତ ଆଘାତରେ ଏକ ମାଈହାତୀର ମୃତ୍ୟୁ ଘଟିଛି । ଖବରପାଇ ବନବିଭାଗର କର୍ମଚାରୀମାନେ ପହଂଚି ଘଟଣାର ତଦନ୍ତ କରିବା ସହିତ ଡାକ୍ତରୀ ଦଳ ଶବ ବ୍ୟବଚ୍ଛେଦ…
ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଦେଢ଼ ମାସ ବିତିଯାଇଥିଲେ ବି କାର୍ଯ୍ୟାନୁଷ୍ଠାନ ଶୂନ
ମୋରଡ଼ା,୧୧ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଥିବା ବେଳେ ଘଟଣା ଘଟିବାର ଦେଢ଼ ମାସ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଅଭିଯୋଗରେ ନାବାଳିକାଙ୍କ ମାତାପିତାଙ୍କ…
ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ: ହୋମଗାର୍ଡ ମୃତ, ଆଇଆଇସି ଗୁରୁତର
ଉଦଳା, ୩।୯(ସନ୍ତୋଷ କୁମାର ବାଛିନି): ଛାତିଥରା ଦୁର୍ଘଟଣା। ପୋଲିସ ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଧକ୍କା ପରେ ୩ ରାଉଣ୍ଡ ଓଲଟିଲା ପୋଲିସ ଗାଡି। ଗାଡି ତଳେ ଚାପି ହୋଇ ଚାଲିଗଲା ହୋମଗାର୍ଡଙ୍କ ଜୀବନ, ଆଇଆଇସି ଓ ପୋଲିସ ଡ୍ରାଇଭରଙ୍କ…
ଗାଁର ୯୦ ପ୍ରତିଶତ ଲୋକ କିଡ୍ନୀଜନିତ ରୋଗରେ ଆକ୍ରାନ୍ତ କ’ଣ ରହିଛି….
ଉଦଳା,୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଜଣା ପଡ଼ୁନାହିଁ କାରଣ, ହେଲେ କାୟା ବିସ୍ତାର କରିଚାଲିିଛି କିଡ୍ନୀଜନିତ ରୋଗ। ଏହି ରୋଗର ଭୟାବହତା ଭିତରେ ପୂରା ଗ୍ରାମ ଶଙ୍କାଗ୍ରସ୍ତ। କିଏ ଖଟିଆ ଉପରେ ଶୋଇ ରହିଛି ତ ଆଉ କିଏ ହାତରେ ଆଶାବାଡ଼ି ଧରି…

