ମୟୂରଭଞ୍ଜ

ଶିମିଳିପାଳରେ ତୁଷାରପାତ

ବାରିପଦା ଅଫିସ, ୮।୧: ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବାବେଳେ ମୟୂରଭଞ୍ଜ ଜିଲାରେ ଏହାର ପ୍ରକୋପ ଅଧିକ ଅନୁଭୂତ ହେଉଛି। ଜୈବମଣ୍ଡଳ ଶିମିଳିପାଳରେ ପାରଦ ଖସୁଛି। ଜିଲାରେ ସର୍ବନିମ୍ନ ୮ଡିଗ୍ରୀ ତାପମାତ୍ରା ଥିବାବେଳେ ଶିମିଳିପାଳରେ ୫ ଡିଗ୍ରୀ ସେଲସିୟସ...

ଜମାକାରୀଙ୍କ ଅର୍ଥ ହଡ଼ପ

ବାରିପଦା ଅଫିସ,୭ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନୀରବତାକୁ ନେଇ...

ଶିକ୍ଷକଙ୍କ ବଦଳିକୁ ବିରୋଧ

ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ଅନୁଯାୟୀ,ଉକ୍ତ...

ନିଆଁରେ ସେକି ହେଉଥିଲେ ପୋଡ଼ିଗଲେ…

ବଡ଼ସାହି,୬ା୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତର ଟିକାୟତ ପୁର ଗ୍ରାମରେ ନିଆଁରେ ପୋଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପାର୍ବତୀ ସାହୁ (୭୦)। ଥଣ୍ଡାରୁ ରକ୍ଷା ପାଇବା ଲାଗି ଗୁରୁବାର ସକାଳେ...

ଶିକ୍ଷକଙ୍କ ବଦଳିକୁ ବିରୋଧ: ଧାରଣାରେ ବସିଲେ ଛାତ୍ରୀଛାତ୍ର

ମୋରଡ଼ା,୬ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ସୂଚନା...

ଜମାକାରୀଙ୍କ ଅର୍ଥ ହଡ଼ପ: ପୋଲିସର ନିରବତାକୁ ନେଇ ଅସନ୍ତୋଷ

ବାରିପଦା ଅଫିସ,୬ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏ ନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନିରବତାକୁ...

ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା

ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା କାର୍ଯ୍ୟରେ ମୋଟ୍‌ ୧୨ଟି ଟିମ୍‌ ନିୟୋଜିତ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲା...

ଦୋଷୀଙ୍କୁ ସୁରକ୍ଷା ଦେଉଛି ଦିଗହରା ତଦନ୍ତ

ବାରିପଦା ଅଫିସ,୫ା୧: ଶିମିଳିପାଳ ଅଭୟାରଣ୍ୟରେ ବହୁ ଚର୍ଚ୍ଚିତ ଦନ୍ତା ହାତୀ ପୋଡ଼ି ଓ ପ୍ରମାଣ ନଷ୍ଟ ଘଟଣାର ତଦନ୍ତ ଦିଗହରା ସାଜିଛି। ଅଭିଯୁକ୍ତମାନେ ଉଚ୍ଚ ନ୍ୟାୟାଳୟରୁ ଆଗୁଆ ଜାମିନ ପାଇଁ ପ୍ରୟାସ କରୁଥିବା ବେଳେ ଅଧିକାରୀମାନେ ସେମାନଙ୍କୁ ସୁରକ୍ଷା ଯୋଗାଉଛନ୍ତି।...

ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ

ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ ରୋଗୀ ଛଟପଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତଦନ୍ତ...

ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା

ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର...

ବସ୍‌ ପୋଡ଼ି ଘଟଣା: ୫ ଅଭିଯୁକ୍ତ କୋର୍ଟଚାଲାଣ

ବାରିପଦା ଅଫିସ,୩।୧: ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ. ଜାତୀୟ ରାଜପଥର ଜୁବୁଲି ପେଟ୍ରୋଲ ପମ୍ପ ନିକଟରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତକ ହେଲେ ଚାନ୍ଦୁଆ ଥାନା ଅଧୀନ...

ଗୋଡଭଙ୍ଗା ଘାଟିରେ କାର୍‌କୁ ଧକ୍କା ଦେଲା ବସ୍‌

ଠାକୁରମୁଣ୍ଡା, ୨।୧ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥ ଗୋଡ଼ଭଙ୍ଗା ଘାଟି ବାଙ୍କ ରାସ୍ତାରେ ସୋମବାର ସକାଳେ ଏକ ବସ୍‌-କାର୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣା ପରେ ବସ୍‌ଟି ଘଟଣାସ୍ଥଳରୁ ଖସି ପଳାଇଥିବା ବେଳେ କାର୍‌ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri