ମୟୂରଭଞ୍ଜ

ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର

ବାରିପଦା,୨୩।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ତଥା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ବାଲିଯୋଡା ଗ୍ରାମର ଜନୈକ ସ୍ବାମୀ ଜଣକ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ ହେଲେ ବାଲିଯୋଡା…

ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାରିପଦା,୨୨।୭: ବାପା ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପଡ଼ୋଶୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ନୁଦୁଡିହା ଗାଁରେ। ବିଲରେ କାମ କରୁଥିବା ବେଳେ ଏଭଳି ଘଟଣା ଘଟିଛି। ସମ୍ପର୍କୀୟ ବଡ଼ ଭାଇ ଓ ପୁତୁରା ଆକ୍ରମଣ କରିଥିବା…

ଦୀର୍ଘବର୍ଷ ଧରି ବନ୍ଦ ହୋଇପଡ଼ିଛି ପ୍ରାଣୀ ଚିକିତ୍ସା ସହାୟକ କେନ୍ଦ୍ର

ମୋରଡ଼ା,୨୧ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଜନସାଧାରଣ ପ୍ରାୟତଃ ପଶୁ ସମ୍ପଦ ଓ ଚାଷକାର୍ଯ୍ୟ ଉପରେ ନିର୍ଭର କରି ଜୀବନଯାପନ କରନ୍ତି। ଅଧିକାଂଶ ଲୋକ ଗୋରୁ, ଛେଳି, ମେଣ୍ଢା ଇତ୍ୟାଦି ପାଳନ କରନ୍ତି। ସେହିପରି ଗୋରୁଙ୍କୁ ଚାଷକାର୍ଯ୍ୟରେ ନିୟୋଜିତ କରିବା…

ମୟୂରଭଞ୍ଜରେ କାର୍ଯ୍ୟକ୍ଷମ ହେବ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବିମାନବନ୍ଦର

ଭୁବନେଶ୍ୱର,୧୭ା୭: ମୟୂରଭଞ୍ଜ ଜିଲାସ୍ଥିତ ଅମର୍ଦା ରୋଡ୍‍ ରାସଗୋବିନ୍ଦପୁର ବିମାନବନ୍ଦରକୁ ଖୁବ୍‍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବ । ଏ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୃହନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡକ୍ଟର…

ସାଙ୍ଗପିଲା ଖାଦ୍ୟ ଖାଇ ଦେବାରୁ ରାଗିଯାଇ ହଷ୍ଟେଲ ଛାଡ଼ି ଚାଲିଆସିଲେ ଛାତ୍ରୀ, ଆଉ ତା’ ପରେ…

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ଜଣେ ନାବାଳିକା ଛାତ୍ରୀ ବିଦ୍ୟାଳୟ ହଷ୍ଟେଲରୁ ରାଗି କି ଚାଲି ଆସିଥିଲେ। ତେବେ ପ୍ରାୟ ୪୦ କିଲୋମିଟରରୁ ଅଧିକ ଚାଲି ଚାଲି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଦାନ୍ତିଆମୁଁହାରୁ ଉଦ୍ଧାର ହେବା ଘଟଣା…

ସୁନାବେଶରେ ଚମକିଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୧୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ପ୍ରସିଦ୍ଧ ଚିତ୍ରଡ଼ା ରଥଯାତ୍ରାର ବାହୁଡ଼ା ପର୍ବ ମଙ୍ଗଳବାର ଶେଷ ହୋଇଥିବା ବେଳେ ଚତୁର୍ଦ୍ଧାମୂର୍ତ୍ତି ଆଜି ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେଇଛନ୍ତି। ମଧ୍ୟାହ୍ନ ଧୂପ ପରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟରେ ବଡ଼ଠାକୁର ବଳଭଦ୍ର, ଜଗନ୍ନାଥ…

ଏକା ସାଙ୍ଗରେ ଡକାଡକି ହୋଇ ଚାଲିଗଲେ ଦାଦା-ପୁତୁରା

ବାରିପଦା,୧୭।୭: (ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ଉପକଣ୍ଠ ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥର ପାଲବଣିଠାରେ ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଟ୍ରକ୍‌ ସମ୍ପର୍କୀୟ କକା ଓ ପୁତୁରାଙ୍କ ଉପରେ ମାଡ଼ିଯିବାରୁ ଦୁହିଁଙ୍କ ମୃତ୍ୟୁ…

ହାତୀ ପାଇଁ ଖଞ୍ଜିଥିଲେ ବିଦ୍ୟୁତ୍‌ ତାର: ନିଜେ ଫସିଲେ…

ମୟୁରଭଞ୍ଜ,୧୫।୭:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ନାକିଚୁଆଁ ଗାଁରୁ ଏକ ହାତୀର ମୃତଦେହ ମିଳିଥିଲା। ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ପରେ ବନବିଭାଗ ସୋମବାର ହାତୀ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ…

ବାରିପଦାର ଏକ ଘରୋଇ ହସ୍ପିଟାଲରେ ଲାଗିଲା ନିଆଁ

ବାରିପଦା,୧୫ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଶଟ୍‌ସର୍କିଟ୍‌ରୁ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବାରିପଦା ଟାଉନ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲର ଦ୍ବିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମ୍‌ରେ ନିଆଁ ଲାଗିଥିଲା। ଘଟଣାସ୍ଥଳରେ…

୪ ବର୍ଷର ନାବାଳିକାଙ୍କୁ ୧୩ ବର୍ଷର ନାବାଳକଙ୍କ ବଳାତ୍କାର ଅଭିଯୋଗ

ମୋରଡ଼ା,୧୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ହୋଇଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଉକ୍ତ ଥାନା ଅଧୀନ ଜଣେ ୧୩ ବର୍ଷର ଆଦିବାସୀ ନାବାଳକ ତାଙ୍କ ଗାଁ ପାଖ ଜଣେ ୪ ବର୍ଷର…

ମିଳିଲା ହାତୀର ମୃତଦେହ: ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ସନ୍ଦେହ

ମୋରଡା,୧୩।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ଏକ ହାତୀର ମୃତଦେହ ମିଳିଛି। ଖବର ପାଇ ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ରେଞ୍ଜ ତଥା…

ବସ୍‌-ଟ୍ରକ ଧକ୍କା: ଚାଲିଗଲା ୩ ଜୀବନ, ୨୦ ଆହତ

ବାରିପଦା,୧୩।୭: ମୟୁରଭଞ୍ଜ ଜିଲା ୧୮ ନମ୍ବର ଜାତୀୟ ରାଜପଥ ବେତନଟି ଥାନା ଅଧୀନ ବୁଢ଼ିଖମାର ଛକ ନିକଟରେ ଶନିବାର ଏକ ବସ୍‌-ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ଜଣ ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?