ମୟୂରଭଞ୍ଜ

ଦୁଆରଶୁଣୀ ଘାଟିରେ ଓଲଟିଲା ଟ୍ରକ୍‌ : ୬ ମୃତ, ୧୦ ଗୁରୁତର 

ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ଦୁଆରଶୁଣୀଘାଟିରେ  ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରାନୁଷ୍ଠାନର ଲାଇଟ ଓ ସାଉଣ୍ଡ ବକ୍ସ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି । ଏଥିରେ  ୬ ଜଣଙ୍କ…

ପୋଲିସ କାର୍ଯ୍ୟକଳାପକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ବାରିପଦା,୨୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପୋଲିସର କାର୍ଯ୍ୟକଳାପକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ଥାନା ଅଞ୍ଚଳରୁ ଚଢ଼ାଉ କରି ଅନ୍ୟ ଥାନା ଅଞ୍ଚଳରେ ଦର୍ଶାଇବା ଘଟଣାକୁ ନେଇ ସ୍ଥାନୀୟ ଲୋକେ ସୋସିଆଲ ମିଡିଆରେ ପୋଷ୍ଟ କରି…

ଶିମିଳିପାଳ ଅଭୟାରଣ୍ୟରେ କମିଲା କୁମ୍ଭୀର ସଂଖ୍ୟା

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ୪ଟି କୁମ୍ଭୀର କମ୍‌ ଥିବା ଗଣନା ରିପୋର୍ଟରୁ ଜଣାପଡ଼ିଛି । ଶିମିଳିପାଳ ଅଭୟାରଣ୍ୟ ଓ ଏହାର ପାଦଦେଶରେ ଥିବା ବିଭିନ୍ନ…

୨୩ ଦେଶୀ ବନ୍ଧୁକ ଜବତ

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଅଞ୍ଚଳରୁ ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ତୃତୀୟ ପର୍ଯ୍ୟାୟରେ ଜିଲା ପୋଲିସ ନଭେମ୍ବର ଓ ଡିସେମ୍ବରରେ ସର୍ଚ୍ଚ ଅପରେଶନ କରି ଉକ୍ତ ବନ୍ଧୁକ ଜବତ କରିଛି। ଏନେଇ ବାରିପଦାସ୍ଥିତ…

ଡାହାଣୀ ସନ୍ଦେହରେ ଭାଉଜଙ୍କୁ ହାଣି ହତ୍ୟା କଲେ ଦିଅର

ବାରିପଦା,୧୮ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଲହଣ୍ଡାକଚା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଡାହାଣୀ ସନ୍ଦେହରେ ମହିଳାଙ୍କୁ ଅତି ନୃଶଂସ ଭାବେ ହାଣି ହତ୍ୟା କରାଯାଇଥିବା ନେଇ ମୃତକାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଜଣକ…

ସହରରେ ପଶିଲା ହାତୀ, ଲୋକେ ଆତଙ୍କିତ

ବାରିପଦା,୧୮ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ହାତୀ ପ୍ରବେଶକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି। ଗୁରୁବାର ଭୋର୍‌ ସମୟରେ ଏକ ହାତୀ ଏମ୍‌କେସି ହାଇସ୍କୁଲ ପାଚେରି ଭାଙ୍ଗି ସ୍କୁଲ ପରିସରରେ ପ୍ରବେଶ କରିଥିଲା। ସ୍କୁଲ ମଧ୍ୟରେ ବୁଲିବାରୁ ହଷ୍ଟେଲ…

ଶିମିଳିପାଳରେ ତାପମାତ୍ରା ଶୂନ ଡିଗ୍ରୀ

ବାରିପଦା,୧୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାସକ ପରେ ପୁଣି ଫେରିଛି ହାଡ଼ଭଙ୍ଗା ଶୀତ। ଦିନ ତମାମ କୁହୁଡିଆ ପାଗ ସାଙ୍ଗକୁ ସୁଲୁସୁଲିଆ ପବନରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଶିମିଳିପାଳରେ ସର୍ବନିମ୍ନ ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସ ହୋଇଛି। ଫଳରେ ପ୍ରବଳ ଥଣ୍ଡା ଅନୁଭୂତ…

ଭୀମ,ଭୈରବ କୁଣ୍ଡରେ ଜମିଲା ଭିଡ଼

ଠାକୁରମୁଣ୍ଡା,୧୫ା୧(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଭୀମକୁଣ୍ଡ ଓ ଭୈରବ କୁଣ୍ଡରେ ମକର ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ଚଳିତ ବର୍ଷ ପ୍ରବଳ ଜନସମାଗମ ହୋଇଥିଲା। ଭୀମକୁଣ୍ଡରେ ପ୍ରାୟ ୩୦ ହଜାରରୁ ଊର୍ଦ୍ଧ୍ବ ଶ୍ରଦ୍ଧାଳୁ ସମବେତ ହୋଇଥିଲେ। ଏହି ଅବସରରେ ଭୀମକୁଣ୍ଡ…

ପଡ଼ିଆରେ ଚାଲିଗଲା ଯୁବ କ୍ରିକେଟ ଖେଳାଳିଙ୍କ ଜୀବନ

ବାରିପଦା,୧୪ା୧(ନୀଳାଦ୍ରି): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ମିନି ଷ୍ଟାଡିୟମ୍‌ରେ କ୍ରିକେଟ ଖେଳୁ ଥିବା ଜଣେ ଖେଳାଳିଙ୍କ ଅବିଶ୍ବସନୀୟ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ଖେଳାଳି ଜଣକ ହେଲେ ମାଣତ୍ରୀର ବୈଦନାଥ କରଙ୍କ ଏକ…

ବାଇକ୍‌-ସ୍କୁଟି ମୁହାଁମୁହିଁ: ୩ ଜଣଙ୍କ ଜୀବନ ଗଲା

ବାରିପଦା,୧୩ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଘାଘରବେଡ଼ା ଥାନା ଅଧୀନ ଶଙ୍କରପୁର ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ମାନେ ହେଲେ ବୁଡାମରା ଅଞ୍ଚଳର ରାଜ କିଶୋର…

ବିଦ୍ୟାଳୟ ପରିସରରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ

ବାରିପଦା,୧୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶ୍ୟାମସୁନ୍ଦର ପଞ୍ଚାୟତ ଅଁଳାଗୁଞ୍ଜା ଗ୍ରାମରେ ଥିବା ସରସ୍ବତୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଶୁକ୍ରବାର ଜବତ କରିଛି। ଛାତ୍ର ଜଣକ ହେଉଛନ୍ତି ବିଶୋଇ ଥାନା…

ଶିମିଳିପାଳ ଅଭୟାରଣ୍ୟରୁ ଦୁଇ ଶିକାରୀ ଗିରଫ

ବାରିପଦା,୧୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ଡିଭିଜନରୁ ଦୁଇ ଶିକାରୀଙ୍କୁ ସ୍ପେଶାଲ ଟାଇଗର ପ୍ରୋଟେକ୍ସନ ଫୋର୍ସ (ଏସ୍‌ଟିପିଏଫ୍‌) ଗିରଫ କରିଛନ୍ତି। ଗିରଫ ଦୁଇଜଣ ହେଲେ କପ୍ତିପଦା ଥାନା ଅଧୀନ ପଥରଖଣି ଗ୍ରାମର ଅନ୍ତର୍ଯ୍ୟାମୀ ନାୟକ(୩୭) ଓ ଉଦଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri