ଭାଜପାରୁ ଇସ୍ତଫା ଦେଲେ ପ୍ରାକ୍ତନ ବିଧାୟକ
ବାରିପଦା,୨୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଭାଜପା ଦଳରୁ ଇସ୍ତଫା ଦେଇଛନ୍ତି ମୟୂରଭଞ୍ଜ ଜିଲା ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ସେ ପତ୍ରରେ ଉଲ୍ଲେଖ…
ବିପଦସଂକୁଳ ଶିଳଦା ପୋଲ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ମୋରଡ଼ା,୨୧ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଚିତ୍ରଡ଼ା-ମୋରଡ଼ାକୁ ସଂଯୋଗ କରୁଥିବା ଜମ୍ଭୀରା ନଦୀର ଶିଳଦା ପୋଲ ଏବେ ବିପଦସଂକୁଳ ଅବସ୍ଥାରେ ପଡ଼ି ରହିଥିବା ବେଳେ ଯାତାୟାତ ବ୍ୟବସ୍ଥା ଠପ୍ ହୋଇପଡ଼ିଛି। ଉକ୍ତ ବିପଦସଂକୁଳ ପୋଲ ଦବି ଯାଇଥିବାରୁ ଉକ୍ତ ପୋଲ…
ଏସ୍ଏଚ୍ଜି ମହିଳାଙ୍କଠାରୁ ସବାଇ ଘାସରେ ତିଆରି ସୋଫା କିଣିଲେ ରାଜ୍ୟପାଳ
ମୋରଡା,୨୦।୨(ସ୍ମାରକ ମାଜୀ): ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଶୁଳିଆପଦା ବ୍ଲକର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ରାଜ୍ୟପାଳ ପ୍ରଥମେ କୁଜିଡ଼ିହି ମଡେଲ ଅଙ୍ଗନବାଡି କେନ୍ଦ୍ରକୁ ପରିଦର୍ଶନ କରି କର୍ମଚାରୀଙ୍କ ସହିତ…
ଘର ଭିତରୁ ଣୁଣ୍ଢରେ ଟାଣିଆଣି କଚାଡ଼ି ଦେଲା ହାତୀ
ମୋରଡ଼ା,୧୬।୨: ମମତା ଗୃହରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଘର ଭିତରେ ଶୁଣ୍ଢ ପୂରାଇ ଟାଣିଆଣି କଚାଡ଼ି ଦେଲା ହାତୀ। ଏପରି ହୃଦୟ ବିଦାରକ ଘଟଣା ଘଟଛିି ମୟୂରଭଞ୍ଜ ଜିଲା ମୋର ବ୍ଲକ ଅଞ୍ଚଳରେ। ମୋରୋଡା ବ୍ଲକ ଜୁଆଳିଭଙ୍ଗା ପଞ୍ଚାୟତ କାଳିଆନାଳ…
ଘରେ ଶୋଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ
ମୋରଡ଼ା,୧୬ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଉକ୍ତ ଗ୍ରାମର ପୁଇନ ଦେହୁରୀ। ସୂଚନାନୁଯାୟୀ, ପୁଇନ ତାଙ୍କ…
ଶିଶୁପୁତ୍ରଙ୍କୁ ବଳି ଉଦ୍ୟମ ଚର୍ଚ୍ଚା
ଉଦଳା,୧୫ା୨(ସନ୍ତୋଷ କୁମାର ବାଚ୍ଛିନୀ)୭ବର୍ଷର ଶିଶୁପୁତ୍ରଙ୍କୁ ମା’ ବାପା ବଳି ଦେବା ପାଇଁ ଆଣିଥିଲେ। ହେଲେ ବଳି ପୂର୍ବରୁ ଶିଶୁପୁତ୍ର ଜଣକ କୌଶଳକ୍ରମେ ସେଠାରୁ ଖସିଯାଇଥିଲେ। ପରେ ଲୋକଙ୍କ ଆକ୍ରୋଶରୁ ବର୍ତ୍ତିବା ପାଇଁ ମା’ ବାପା ରାତି ସାରା ଜଙ୍ଗଲରେ ଲୁଚି ରହିଥିଲେ।…
ବାଟ ଓଗାଳିଲା ବାଘ
ବାରିପଦା,୧୩ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଲରାପତରିଆ ବାଘ ପର୍ଯ୍ୟଟକଙ୍କ ବାଟ ଓଗାଳିବା ଚର୍ଚ୍ଚାର ବିଷୟ ହୋଇଛି। ପର୍ଯ୍ୟଟକଙ୍କ ଗାଡ଼ି ଆଗରେ ବାଘଟି ଅଧ ଘଣ୍ଟା ଘୂରି ବୁଲିବା ଓ ପରେ ବାର୍ହା ଶିକାର ପାଇଁ ଦୌଡିବା ବେଳର…
୩୦ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ୩ ବେପାରୀ ଫେରାର
ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଦେଇ ପଶ୍ଚିମବଙ୍ଗକୁ ଚାଲାଣ ବେଳେ ଯଶିପୁର ପୋଲିସ ୩୦ଲକ୍ଷ ଟଙ୍କା ମୂଲ୍ୟର ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇଭର୍ତ୍ତି ଏକ କାର୍ ଜବତ କରଛି। ସୂଚନାଯୋଗ୍ୟ, ଟଙ୍ଗାବିଲା ନିକଟରେ ଯଶିପୁର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ…
ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…
ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…
ମାମୁ ଘରେ ରହି ପଢୁଥିବା ବେଳେ ଗଢ଼ି ଉଠିଲା ପ୍ରେମ ସମ୍ପର୍କ: ପରେ ଗର୍ଭବତୀ ହୋଇ…
ବେତନଟୀ,୧୦ା୨(ଧରଣୀଧର ମହାନ୍ତି): ବେତନଟୀ ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ସରୋଜ ମହାନ୍ତ (୨୨)। ପୋଲିସ ସୂଚନା ଅନୁଯାୟୀ, ନାବାଳିକା…
ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ
ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ କର୍ମଚାରୀମାନେ…
ଭିନ୍ନମୋଡ଼ରେ ମୋରଡ଼ା ରାଜନୀତି, ବିଧାୟକ ଛାନିଆ
ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ହୋଇଥିବାରୁ ଜିଲା ତଥା ରାଜ୍ୟ ରାଜନୀତିରେ ଏହା ଗୁରୁତ୍ୱ ବହନ କରେ। ନିର୍ବାଚନମଣ୍ଡଳୀ ଗଠନ ହେବାଠାରୁ ଏହା ବିଜେଡିର ଗଡ଼ ହୋଇ ରହିଆସିଥିବା ବେଳେ ୨୦୧୯ରେ ବିଜେଡି…
Archives


