ମୟୂରଭଞ୍ଜ

ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓଙ୍କ…

ଧରିତ୍ରୀ ପ୍ରଭାବ: ବଦଳିଲେ କନିଷ୍ଠ ଯନ୍ତ୍ରୀ

ମୋରଡ଼ା,୪ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କ ବାରିପଦା ବ୍ଲକକୁ ବଦଳି ହୋଇଛି। ଜିଲାପାଳଙ୍କ ଚିଠି ସଂଖ୍ୟା ୧୨୯୮୪/୨ା୪ା୨୩ରୁ ଏହି ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ, କନିଷ୍ଠ ଯନ୍ତ୍ରୀ ଦାସ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାର…

ସୁଡ଼ଙ୍ଗ ଭିତର ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ: କହିଲେ ‘ମୁଢ଼ି ବଞ୍ଚାଇଥିଲା ୧୦ ଦିନ’

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଙ୍ଗିରିପୋଷି(ସଞ୍ଜୟ ଅଗ୍ରଓ୍ବାଲ),୩୦ା୧୧: ଓଡ଼ିଆ ଶ୍ରମିକ ଧୀରେନ ନାଏକ ଓ ଅନ୍ୟ ୪ ଓଡ଼ିଆଙ୍କ ସମେତ ମୋଟ ୪୧ ଶ୍ରମିକ ସୁଡ଼ଙ୍ଗ ଭିତରୁ ବାହାରକୁ ବାହାରିବା ପରେ ପୁନର୍ଜନ୍ମ ପାଇଥିବା ଅନୁଭବ କରିଛନ୍ତି। ବାହାରର ଆଲୋକ ଦେଖିବା ପରେ…

ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ…

ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା: ଅଭିଯୁକ୍ତ ବାପ-ପୁଅ ଧରାପଡ଼ିଲେ

ରାଇରଙ୍ଗପୁର,୨୬।୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରମା ପାହାଡି ଗ୍ରାମର ତପୋଇ ନାମ୍ନୀ ମହିଳାଙ୍କ ହତ୍ୟା ଘଟଣାର ତଦନ୍ତ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଯାମଦା…

ମାଲିକାନା ପରିବର୍ତ୍ତନକୁ ନେଇ ବ୍ୟବସାୟୀଙ୍କ ଗଳା କାଟିଦେଲେ ଅଭିଯୁକ୍ତ

ଉଦଳା,୨୫ା୧୧(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ସମୀବୃକ୍ଷ ପର୍ଯ୍ୟଟନସ୍ଥଳୀ ନିକଟରେ ବ୍ୟବସାୟୀ ଚିତ୍ତରଞ୍ଜନ ବେହେରାଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଗାଡ଼ି ମାଲିକାନା ସତ୍ତ୍ୱ ପରିବର୍ତ୍ତନକୁ ନେଇ ଅଭିଯୁକ୍ତମାନେ ତାଙ୍କ ଗଳା କାଟି ହତ୍ୟା କରିବା…

୩ ନୂତନ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ରାଇରଙ୍ଗପୁର (ମାନସ ମହାନ୍ତି),୨୨।୧୧:ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ରାଇରଙ୍ଗପୁର ଉପଖଣ୍ଡ ଅଧୀନ ଜନ୍ମ ଓ କର୍ମଭୂମିରେ ୩ ନୂତନ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ ସାଙ୍ଗକୁ ଦକ୍ଷତା…

ଦନ୍ତାକୁ ମାରି ଦାନ୍ତ କାଢ଼ିନେଲେ

ବାରିପଦା, ୨୨।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ କୋର୍‌ ଅଞ୍ଚଳରେ ଶିକାରୀମାନେ ବିଷବୋଳା ତୀର ବିଦ୍ଧ କରି ଏକ ଦନ୍ତାହାତୀକୁ ମାରିବା ପରେ ଏସିଡ୍‌ ଢାଳି ତା’ର ଦାନ୍ତ କାଢ଼ି ନେଇଛନ୍ତି। ବନବିଭାଗ ଏହି ଘଟଣା ଲୁଚାଇ ରଖି…

ସ୍ତ୍ରୀକୁ କଟୁରିରେ ହାଣିଲେ ସ୍ବାମୀ, ଖସି ପଳାଇଲା ବେଳେ ଧରିପକାଇଲେ ଗ୍ରାମବାସୀ

ମୋରଡା,୨୧।୧୨(ସ୍ମାରକ ମାଜୀ): ସ୍ତ୍ରୀକୁ କଟୁରିରେ ହାଣି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ରସଗୋବିନ୍ଦପୁର ଥାନା ଅଧୀନ ନାଳଗଜା ଗ୍ରାମରେ । ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଜିତୁ ଟୁଡୁ ଏବଂ ତାଙ୍କ ସ୍ତ୍ରୀ ପାର୍ବତୀ…

ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି

ବାରିପଦା,୨୧ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ ଛାତ୍ରୀଛାତ୍ର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ଗାଡ଼ିକୁ…

ପ୍ରୋଟକଲ ଭାଙ୍ଗି ପିଲାଙ୍କୁ ଭେଟିଲେ ରାଷ୍ଟ୍ରପତି

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଶହୀଦ ସ୍ମୃତି ଭବନରୁ ସର୍କିଟ ହାଉସ ଯିବା ସମୟରେ ଭଞ୍ଜପୁରଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଟରେ ଅଟକି ରହିଥିଲେ। ତାଙ୍କ ଅତିପ୍ରିୟ ଛାତ୍ରୀଛାତ୍ର ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିଲେ। ଏହା ଦେଖି ସଙ୍ଗେ ସଙ୍ଗେ ଗାଡ଼ିକୁ…

ମୋ ଝିଅକୁ ଜ୍ୱାଇଁ, ଶାଶୁ , ଶ୍ୱଶୁର ଜୀବନ୍ତ ପୋଡ଼ି ମାରିଦେଲେ

ବଡ଼ସାହି,୨୦ା୧୧(ଦୀପକ ବୁଗୁଡ଼େଇ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତ ଚାଉଳିଆ ଷୋଳ ଗ୍ରାମସ୍ଥିତ ଏକ ଘର ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପୋଲିସ ଜବତ କରିଛି। ମୃତା ମହିଳା ଜଣକ ହେଲେ ସରୋଜ ସାହୁଙ୍କ ସ୍ତ୍ରୀ ସଂଯୁକ୍ତା (୪୦)।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri