ମୟୂରଭଞ୍ଜ

ରଥଯାତ୍ରାରେ ଅଘଟଣ, ଖେଳୁଥିବା ବେଳେ ଗାଡିଆରେ ବୁଡ଼ି ୩ବର୍ଷ ଶିଶୁର ମୃତ୍ୟୁ

ବୈଶିଙ୍ଗା,୧୬।୭(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଉପକଣ୍ଠ ମହୁରୀ ଗ୍ରାମରେ ଗୁରୁବାର ପବିତ୍ର ରଥଯାତ୍ରା ଉପଲକ୍ଷେ ସମଗ୍ର ଅଞ୍ଚଳରେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରହିଥିବା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଖେଳୁଥିବା ସମୟରେ ସମସ୍ତଙ୍କ ଅଜାଣତରେ…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ ବାପା। ଏଭଳି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲା…

ଉଦଳାରୁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା,୭।୧୨(ସନ୍ତୋଷ କୁମାର ବାଛିନ): ଉଦଳାରୁ ଆଜିଠାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଫଳରେ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତକାଲି ଉଦଳା ବସ ଷ୍ଟାଣ୍ଡରେ ବସ କଣ୍ଡକ୍ଟର ରବୀନ୍ଦ୍ର ପରିଛାଙ୍କ ଉପରେ ହୋଇଥିବା ଆକ୍ରମଣର ପ୍ରତିବାଦରେ ଉଦଳା…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ହଷ୍ଟେଲରେ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍ ପାର୍ଟି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ, ଚତୁର୍ଥ ଦିନରେ ନବବଧୂ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ ଗାଧୋଇବା ସହ ରିଲ୍ସ (ଭିଡିଓ) ତିଆରି କରୁଥିବା ବେଳେ ଜଣେ ଯୁବକ ଭାସିଯାଇ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖାଜ ଯୁବକ ଜଣକ ବାଲେଶ୍ୱରର ବୋଲି ସୂଚନା…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ ଠକେଇ ଘଟଣା ଘଟିଛି। ଏଟିଏମରୁ ଟଙ୍କା ଉଠାଇ ଦେବା ଆଳରେ ଜଣେ ଦୁର୍ବୃତ୍ତ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ ଗ୍ରାମରେ। ଗ୍ରାମର ଦୁର୍ଗା ନାଏକଙ୍କ ୧୫ ବର୍ଷ ଝିଅ ରୁନୁ ଗୁରୁବାର ସକାଳେ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଓମସା ଆକ୍ସନ କମିଟିର ଆହୱାନକ୍ରମେ ବୁଧବାର, ଜୁଲାଇ…

ସାନ ଭାଇ, ବାପାଙ୍କୁ କଟୁରିରେ ହାଣିଲେ ବଡ଼ ଭାଇ: ଜମିଜମା ବିବାଦରୁ ଘଟିଲା ରକ୍ତାକ୍ତ…

ଉଦଳା: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ଶିରାଥଳି ଗାଁରେ ଜମିଜମା ବିବାଦକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ଜମି ବଣ୍ଟନକୁ ନେଇ ପରିବାର ମଧ୍ୟରେ ଦୀର୍ଘ ଦିନ ଧରି ଲାଗି ରହିଥିବା ବିବାଦ ରବିବାର ହିଂସାତ୍ମକ ରୂପ…

ମା’, ଝିଅଙ୍କୁ ହତ୍ୟା 

ଠାକୁରମୁଣ୍ଡା,୨୭।୬(ତାରାକାନ୍ତ ପଟ୍ଟନାୟକ): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଥାନା ଅଧୀନ ତରାମରା ପଞ୍ଚାୟତ ମୁକ୍ତାଝରୀ ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ମା’, ଝିଅଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ସେମାନେ ହେଲେ ଗ୍ରାମର ଚୈତନ୍ୟ ଟୁଡୁଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?