ମୟୂରଭଞ୍ଜ

ସ୍କୁଲ୍‌, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର

ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍‌ ପରିସର ଓ କଲେଜ ଆଗରେ ଥିବାରୁ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏଥିସହ ଖୁଣ୍ଟା ବ୍ଲକ୍‌ ପ୍ରବେଶ...

ଦୁର୍ଘଟଣାରେ ୪ ଗୁରୁତର

ଖୁଣ୍ଟା,୨୮ା୧୧(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଖୁଣ୍ଟା – ବାରିପଦା ରାଜ୍ୟ ରାଜପଥର ବାସିପିଠା ଛକ ନିକଟରେ ୨ ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ୪ଜଣ ଗୁରୁତର ହୋଇଛନ୍ତି। ସୋମବାର ଅପରାହ୍ନରେ ଏକ ସ୍କୁଟି ଯୋଗେ ରାଢ଼ୋ ଅଞ୍ଚଳର ତପନ ପାତ୍ର (୨୪),...

୧୧ କୁଇଣ୍ଟାଲ ମହୁଲ ଜବତ: ବ୍ୟବସାୟୀ ଗିରଫ

ମୋରଡ଼ା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ସୋମବାର ଦାନ୍ତିଆମୁଁହା ପଞ୍ଚାୟତର ବଡ଼ଜାମବଣି ଗ୍ରାମରେ ଚଢ଼ାଉ କରି ୧୧ କୁଇଣ୍ଟାଲ ମହୁଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ହେଲେ ତପନ କୁମାର ପାତ୍ର।...

ଶୋଇଥିବା ବେଳେ ଘରେ ଲଗାଇ ଦେଲେ ନିଆଁ: ଦମ୍ପତି ଗୁରୁତର

ବାରିପଦା ଅଫିସ,୨୮।୧୧: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନୂଆସାହି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ପଡ଼ୋଶୀ ଜଣକ ସ୍ଥାନୀୟ ଅର୍ଜୁନ ଦଣ୍ଡପାଟଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଫଳରେ ଅର୍ଜୁନ ଏବଂ ତାଙ୍କ ସ୍ତ୍ରୀ...

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ, ଯୋଗାଣ ବିଭାଗ ଦ୍ୱାରା ହିତାଧିକାରୀଙ୍କୁ ଚାଉଳ ଯୋଗାଇ...

ଚୋରା ବାଲି ବୋଝେଇ ଟ୍ରାକ୍ଟର ଜବତ

ବୈଶିଙ୍ଗା,୨୫୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ନଡ଼ପୁରଠାରେ ଗୁରୁବାର ଅପରାହ୍ନରେ ପୋଲିସ ଚଢ଼ାଉ କରି ଚୋରା ବାଲି ବୋଝେଇ ଏକ ଟ୍ରାକ୍ଟର ଜବତ କରିଛି। ପୋଲିସକୁ ଦେଖି ଟ୍ରାକ୍ଟର ଡ୍ରାଇଭର ଦୌଡ଼ି ପଳାଇ ଯାଇଥିବା ଜଣାପଡ଼ିଛି। ଫେରାର ଡ୍ରାଇଭରଙ୍କୁ...

ବାଇକ୍‌ରୁ ପଡ଼ି ଚାଲିଗଲା ଜୀବନ

ମୋରଡ଼ା,୨୫ା୧୧(ଡି.ଏନ୍‌.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ପୁନେଇତାଣ୍ଡିଠାରେ ବାଇକ୍‌ରୁ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ସାନମୁଣ୍ଡାବଣୀ ପଞ୍ଚାୟତ ଅଧୀନ ପରମାନନ୍ଦ ଗ୍ରାମର ଠାକୁର ହଁାସଦାଙ୍କ ପୁଅ ବାସୁ। ଗୁରୁବାର ବିଳମ୍ବିତ ରାତିରେ ସେ ଘରକୁ...

ବାର୍‌ହା ମାଂସ ଧରି ଆସୁଥିଲେ, ବାଟରେ ଘେରିଲା ବନ ବିଭାଗ

ଠାକୁରମୁଣ୍ଡା,୨୫ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ବନାଞ୍ଚଳ ଗୋଡ଼ଭଙ୍ଗା ଫରେଷ୍ଟ ସେକ୍ସନ ଅଧୀନ ଶିମିଳିପାଳ ସଂଲଗ୍ନ ଜଙ୍ଗଲର ତରଡିହା ନାଳବନ୍ଧ ନିକଟରୁ ଶିକାର କରି ୪.୫ କି.ଗ୍ରା. ବାର୍‌ହା ମାଂସ ନେଇ ଆସୁଥିବା ସମୟରେ ଜଣେ ଶିକାରୀଙ୍କୁ ବନବିଭାଗ...

ବିଦ୍ୟାଳୟରେ ପଶି ଛାତ୍ରଙ୍କୁ ମାଡ଼ ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି। ଏହି ବିଦ୍ୟାଳୟରେ ୩୮ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଅପରାହ୍ନ ୩ଟାରେ ବିଦ୍ୟାଳୟରେ ପାଠପଢ଼ା...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ହାତୀଗଡ଼ା ପଞ୍ଚାୟତ ଅଧୀନ ରାଣୀଭୋଳ ଗଁାରେ ବୁଧବାର ସକାଳେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ନେଇ ମୃତ ମହିଳାଙ୍କ ଭାଇ ରାମଏ ହୋ ଅଭିଯୋଗ...

ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ପରଲୋକ

ବାରିପଦା ଅଫିସ,୨୩।୧୧: ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ବୁଧବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଚିକିତ୍ସିତ ହେଉଥିଲେ। ବୁଧବାର ସକାଳେ ବେତନଟୀ ସ୍ଥିତ ଘରୁ ବାରିପଦାର ଏକ ଘରୋଇ ନସିଂ ହୋମକୁ...

ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌ ଉନ୍ନତୀକରଣ ପାଇଁ ଅନୁମତି

ବାରିପଦା ଅଫିସ,୨୩ା୧୧:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରସ୍ଥିତ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌ର ଉନ୍ନତୀକରଣ ନିମନ୍ତେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ମଞ୍ଜୁରୀ ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କୁ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri