ମୟୂରଭଞ୍ଜ

ମୋରଡା ବ୍ଲକରେ ବଢୁଛି ଚୋରା ମୋରମ ଚାଲାଣ: ଚୋରା ମୋରମ ବୋଝେଇ ଟ୍ରାକ୍ଟର ଜବତ

ମୋରଡା,୨୬।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ତଥା ମୋରଡା ତହସିଲ ଅଞ୍ଚଳରେ ବେଧଡକ ଭାବେ ଚୋରା ମୋରମ ଚାଲାଣ ହେଉଛି l ବ୍ଲକର ବିଭିନ୍ନ ଅଞ୍ଚଳରେ ନିର୍ମାଣ ହୋଇଥିବା ସୁବର୍ଣ୍ଣରେଖା କେନାଲ ଓ଼ ଶାଖା କେନାଲ କଡରେ ଥିବା ଶହ…

ହୋମିଓପାଥିକ ଚିକିତ୍ସାରେ ଅବ୍ୟବସ୍ଥା

କୋଦଳା,୨୬ା୯(ଅମିତ କୁମାର ପଟ୍ଟନାୟକ): ବେଗୁନିଆପଡା ବ୍ଲକରେ ଥିବା ହୋମିଓପାଥିକ ଚିକିତ୍ସା କେନ୍ଦ୍ର ଦୁଇଟି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ବ୍ଲକର ବେରୁଆଁବାଡ଼ି ଏବଂ ବଡ଼ଗୁଡ଼ିଆଳି ଗ୍ରାମରେ ହୋମିଓପାଥିକ ଚିକିତ୍ସାକେନ୍ଦ୍ର ଅଛି। ବଡ଼ଗୁଡ଼ିଆଳି ସ୍ବାସ୍ଥ୍ୟକେନ୍ଦ୍ର ବିପର୍ଯ୍ୟସ୍ତ ଅବସ୍ଥାରେ ପଡିଛି। ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିମନ୍ତେ…

୬ ଫୁଟର ଅଜଗର ଉଦ୍ଧାର

ଉଦଳା,୨୫ା୯(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ନୟାରଙ୍ଗାମାଟିଆ ଗ୍ରାମରୁ ଏକ ୬ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି। ଗ୍ରାମର ଆଶାରାମ ବିନ୍ଧାଣୀଙ୍କ ଘର ବାଡ଼ିରେ ଥିବା ଏକ ଜାଲରେ ଅଜଗର ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା।…

ମାଉସୀ ଘରେ ରଶି ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପାରିଆଉଡ଼ା ଗ୍ରାମରେ ଜଣେ ଛାତ୍ରୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଲଦଡ଼ିହି ଗ୍ରାମର ଲାଲ ମୋହନ ମାର୍ଣ୍ଡିଙ୍କ ଝିଅ ସସ୍ମିତା। ସେ ନୂଆଗାଁସ୍ଥିତ…

ଆମରଣ ଅନଶନରେ କାରାଗାର କର୍ମଚାରୀ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ମହାସଂଘର ଡାକରା କ୍ରମେ ୫ଦଫା ଦାବି ନେଇ ମୟୂରଭଞ୍ଜ ଜିଲା କାରାଗାର କର୍ମଚାରୀମାନେ ସୋମବାରଠାରୁ ଆମରଣ ଅନଶନରେ ବସିଛନ୍ତି। ବାରିପଦାସ୍ଥିତ ମଣ୍ଡଳ କାରାଗାର ପରିସରରେ ଅନଶନ ଆରମ୍ଭ ହୋଇଛି। ଜେଲ କର୍ମଚାରୀଙ୍କ ମଧ୍ୟରେ କାରାରକ୍ଷୀଙ୍କ ଗ୍ରେଡ୍‌…

ଯୁଗପୁରା-ବେତନଟୀ ରେଳଷ୍ଟେଶନ ଉନ୍ନତୀକରଣ ହେବ

ବୈଶିଙ୍ଗା,୨୪।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ଦକ୍ଷିଣ-ପୂର୍ବ ରେଳ ପଥର ରୂପସାରୁ ବାଙ୍ଗିରିପୋଷି ମଧ୍ୟରେ ଯୁଗୁପୁରା ଓ ବେତନଟୀ ରେଳ ଷ୍ଟେଶନର ଉନ୍ନତୀକରଣ କରାଯିବ। ରେଳଯାତ୍ରୀ ତଥା ଜନ ସାଧାରଣଙ୍କ ସୁବିଧା ପାଇଁ କେତୋଟି ନୂତନ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ କେନ୍ଦ୍ର ରେଳମନ୍ତ୍ରୀ…

ପୋଖରୀରେ ବୁଡ଼ି ଛାତ୍ର ମୃତ

ମୋରଡା,୨୩।୯(ସ୍ମାରକ ମାଜୀ)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ପୋଖରୀରେ ବୁଡ଼ି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ରଙ୍ଗାମାଟିଆ ଗ୍ରାମର ବଳରାମ ସିଂ। ସେ ମୋରଡ଼ା ପଞ୍ଚାୟତ ମାଳିହତାରେ ମାମୁଘରେ ରହୁଥିବା ବେଳେ ସ୍ଥାନୀୟ…

ଗହଣା ଦୋକାନରେ ଜିଏସ୍‌ଟି ଚଢ଼ାଉ

ଉଦଳା,୨୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଟିକସ ଫାଙ୍କି ଅଭିଯୋଗରେ ଉଦଳା ମହେନ୍ଦ୍ର ଜୁଏଲର୍ସରେ ସିଟି ଓ ଜିଏସ୍‌ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉଭୟ ବିଭାଗ ମଧ୍ୟାହ୍ନରେ ଜୁଏଲର୍ସରେ ଥିବା ବିଭିନ୍ନ ସୁନାଗହଣାର ଆକଳନ କରିିବା ସହିତ ଦସ୍ତାବିଜ ଯାଞ୍ଚ କରିିଥିଲେ।…

୪୮ବର୍ଷର ସ୍ମୃତି ବଖାଣୁଛି ବନ୍ୟା ଆଶ୍ରୟସ୍ଥଳୀ

ବାରିପଦା,୨୨ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବୁଢ଼ାବଳଙ୍ଗ ନଦୀର ବନ୍ୟା ଦାଉରୁ ରକ୍ଷା ପାଇବା ପାଇଁ ମାଟିରେ ନିର୍ମାଣ ହୋଇଛି ବନ୍ୟା ଆଶ୍ରୟସ୍ଥଳୀ। ମଣିଷଠାରୁ ଆରମ୍ଭ କରି ଗୃହପାଳିତ ପଶୁପକ୍ଷୀ ଏଠାରେ ଆଶ୍ରୟ ନେଇଥାନ୍ତି। କାଳକ୍ରମେ ଏହି ଆଶ୍ରୟସ୍ଥଳୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ି…

ଗଣଧାରଣା ପାଇଁ ବିଡିଓଙ୍କୁ ଦାବିପତ୍ର

ମୋରଡ଼ା,୨୧ା୯(ସ୍ମାରକ ମାଜୀ): ଚଳିତ ମାସ ୨୨ ତାରିଖରୁ ବିଧାନସଭା ସମ୍ମୁଖରେ ଏସ୍‌.ଇ.ଏମ୍‌ମାନେ କର ବା ମର ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଓଡ଼ିଶା ରାଜ୍ୟ ମିଳିତ ସ୍ବାବଲମ୍ବୀ ସଂଘ ଡାକରା ଦେଇଛି। କାର୍ଯ୍ୟରତ ନଳକୂପ ମିସ୍ତ୍ରୀ ଓ ପମ୍ପ୍‌ଚାଳକମାନଙ୍କୁ ସର୍ବନିମ୍ନ ମଜୁରି ମାସିକ…

ରାସ୍ତାକଡ଼ରୁ ବୃଦ୍ଧଙ୍କ ମୃତଦେହ ଜବତ

ମୋରଡ଼ା,୨୦ା୯(ସ୍ମାରକୀ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପୁରୁଣାପାଣି-ଗଡ଼ିଗାଁ ରାସ୍ତାର ଟିଆଁସି ନିକଟ ରାସ୍ତାକଡ଼ରେ ବୁଧବାର ଅପରାହ୍ନରେ ଜନୈକ ବୃଦ୍ଧଙ୍କ ମୃତଦେହ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ମୋରଡ଼ା ଥାନା…

ମୋରଡ଼ାରେ ବନ୍ଦପାଳନର ଆଂଶିକ ପ୍ରଭାବ

ମୋରଡ଼ା,୨୦ା୯(ସ୍ମାରକ ମାଜୀ): କୁଡୁମୀ ସମାଜର ଉନ୍ନତି ତଥା କୁଡୁମୀ ସମାଜକୁ ଆଦିବାସୀ ମାନ୍ୟତା ଦାବି ଏବଂ କୁଡୁମାଲି ଭାଷାକୁ ସାମ୍ବିଧାନିକ ଭାଷା ମାନ୍ୟତା ଦାବି ନେଇ ବୁଧବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବାରଘଣ୍ଟିଆ ମୟୂରଭଞ୍ଜ ବନ୍ଦ କୁଡୁମୀ ଏକତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri