ମୟୂରଭଞ୍ଜ

ବିଜେଡି ଛାଡ଼ିଲେ ବ୍ଲକ ଅଧ୍ୟକ୍ଷ

ରାଇରଙ୍ଗପୁର,୨୦ା୯: ରାଇରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଟାଣୁଆ ଆଦିବାସୀ ନେତା ତଥା ତିରିଂ ବ୍ଲକ୍‌ ଅଧ୍ୟକ୍ଷ ପରମେଶ୍ୱର ସାମାଡ଼୍‌ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ରକୁ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିକଟକୁ ପଠାଇଛନ୍ତି। ଶ୍ରୀ…

ରିଅଲ୍‌ଟି ଶୋ’ରେ ବୈଶିଙ୍ଗା ଝିଅ ନଂ.୧

ବୈଶିଙ୍ଗା,୧୮ା୯(ରତନ ଦାଶ): ଟିଭି ଚ୍ୟାନେଲ ଜି ସାର୍ଥକରେ ପ୍ରସାରିତ ‘ଦିଦି ନଂ. ୧’ ରିଅଲ୍‌ଟି ଶୋ’ରେ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଅଞ୍ଚଳର କୁନି ଝିଅ ଆହାନା ନିଜର ପରାକାଷ୍ଠା ପ୍ରଦର୍ଶନ କରିଛନ୍ତି। ସେ ଟାଇଟଲ ଜିତିବା ସହିତ ସୁନା ଚେନ୍‌ ଓ…

କବାଟ ଖୋଲୁ ଖୋଲୁ ଜୀବନ ଗଲା

ବୈଶିଙ୍ଗା(ରତନ ଦାଶ)/ବେତନଟୀ(ଧରଣୀଧର ମହାନ୍ତି),୧୯ା୯: କବାଟ ପାଖରେ ଜଗି ରହିଥିଲା ମୃତ୍ୟୁ। ଘରକୁ ଫେରି କବାଟ ଖୋଲିବା ମାତ୍ରେ ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ। ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଗଡ଼ଗଡିଆ ଗ୍ରାମରେ ସୋମବାର ଏଭଳି ଏକ ଅଭାବନୀୟ ଘଟଣା…

କାଗଜରେ ୫ ଫୁଟ୍‌ର ଗଣେଶ ମୂର୍ତ୍ତି

ରାଇରଙ୍ଗପୁର,୧୮ା୯ (ମନୋରଞ୍ଜନ ତିରିଆ): ମଙ୍ଗଳବାର ଶ୍ରୀଗଣେଶ ଚତୁର୍ଥୀ। ବିଭିନ୍ନ କ୍ଲବ୍‌, ସାହି ପକ୍ଷରୁ ଗଣେଶଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଚାଲିଛି। ସାଧାରଣତଃ ବିଭିନ୍ନ ଶିକ୍ଷାନୁଷ୍ଠାନ ବିଦ୍ୟାଳୟ, ମହାବିଦ୍ୟାଳୟରେ ପୂଜା ପାଉଥିବା ଗଣେଶଙ୍କ ମୂର୍ତ୍ତି ମାଟି, ନଡ଼ାରେ ନିର୍ମିତ ହୋଇଥାଏ। ଏହାକୁ ପୂଜା ପରେ…

୫୦ ହଜାର ରୁଦ୍ରାକ୍ଷରେ ଗଜାନନ

ବାରିପଦା,୧୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ବାରିପଦା ସହରର ତୁଳସୀଚଉରାରେ ଫ୍ରେଣ୍ଡସ ୟୁନିୟନ କ୍ଲବ୍‌ର ସଦସ୍ୟମାନେ ଚଳିତ ବର୍ଷ ଗଣେଶ ପୂଜା ଧୁମଧାମରେ ପାଳନ କରୁଛନ୍ତି। ଚଳିତବର୍ଷ ୧୫ ଫୁଟର ଗଜାନନ ମୃଣ୍ମୟ ମୂର୍ତ୍ତି ହେଉଥିବା ବେଳେ ଏଥିରେ ୫୦ହଜାର ରୁଦ୍ରାକ୍ଷ ବ୍ୟବହାର…

ସାମୂହିକ ଛୁଟିରେ ରହିବେ ୪୦୦ରୁ ଊର୍ଦ୍ଧ୍ୱ ଶିକ୍ଷକ

ମୋରଡ଼ା,୧୪।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧୀନରେ କାର୍ଯ୍ୟରତ ୪ଶହରୁ ଊର୍ଦ୍ଧ୍ୱ ଶିକ୍ଷକ ଶୁକ୍ରବାର ସାମୁହିକ ଛୁଟିରେ ରହିବେ। ଏନେଇ ଏକ ଦାବିପତ୍ର ମୋରଡ଼ା ବିଇଓ ମନମୋହନ ହେମ୍ବ୍ରମଙ୍କୁ ପ୍ରଦାନ କରାଯାଇଛି। ସୂଚନା ଅନୁଯାୟୀ, ପ୍ରାଥମିକ ଶିକ୍ଷାରୁ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ, ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା,୧୩।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ଜନସ୍ବାସ୍ଥ୍ୟ ବିଭାଗ-୧ ସହକାରୀ ଯନ୍ତ୍ରୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଯନ୍ତ୍ରୀ ବାଣେଶ୍ବର ନାଏକଙ୍କ ବାରିପଦା ରଘୁନାଥପୁରସ୍ଥିତ ୩ମହଲା ବାସଭବନ, ସରକାରୀ କାର୍ଯ୍ୟାଳୟ,…

ବାସି ପଖାଳ ଖାଇ୧୫ ଛାତ୍ର ଅସୁସ୍ଥ

ଉଦଳା,୧୩।୯(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ କୁଣ୍ଡାବାଇ ହାଇସ୍କୁଲସ୍ଥିତ ହଷ୍ଟେଲରେ ବାସି ପଖାଳ ଖାଇ ୧୫ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଶ୍ରୀଦାମଚନ୍ଦ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ଅପରାହ୍ନରେ ଉକ୍ତ ଛାତ୍ରମାନେ ପଖାଳ…

ଅଙ୍ଗନବାଡି କେନ୍ଦ୍ରର ଛାତରୁ ଖସିଲା ପ୍ଲାଷ୍ଟର ଓ଼ କଂକ୍ରିଟ ଚିପ୍ସ, କେନ୍ଦ୍ରର କର୍ମଚାରୀ ଆହତ

ମୋରଡା,୧୨।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ନୂଆଗାଁ ଅଙ୍ଗନବାଡି କେନ୍ଦ୍ରର ଛାତରୁ ପ୍ଲାଷ୍ଟର ଓ଼ କଂକ୍ରିଟ ଚିପ୍ସ ଖସିପଡିଛି। ସେଥିରେ ଅଙ୍ଗନବାଡି କର୍ମଚାରୀ ନିରୁପମା ସୋରେନ ଆହତ ହୋଇଛନ୍ତି। ତେବେ କେନ୍ଦ୍ରକୁ ଯାଉଥିବା ଛୋଟଛୋଟ ପିଲାମାନେ ଅଳ୍ପକେ ବର୍ତ୍ତି…

ପୋଲ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ସିମେଣ୍ଟ ବିକ୍ରି

ମୋରଡା,୧୨।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା-ଖୁଣ୍ଟାପାଳ ଗ୍ରାମର ସିଧାସଳଖ ସଂଯୋଗ ତଥା ବ୍ଲକର ମୁଖ୍ୟାଳୟକୁ ଯିବାଆସିବା କରିବା ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଘୋଳମୁଁହା ଗ୍ରାମ ଦେଇ ଯାଇଥିବା ଜମ୍ଭୀରା ନଦୀ ଉପରେ ଏକ ପୋଲ…

ଟି-ଶାର୍ଟ ପାଇଁ ଅଡ଼ୁଆରେ ଜିଲାପାଳ, ଏସ୍‌ପି

ବାରିପଦା,୧୨ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ପକ୍ଷରୁ ଆୟୋଜିତ ‘ଆଦିରନ’ ମାରାଥନ କାର୍ଯ୍ୟକ୍ରମରେ ଟି-ଶାର୍ଟ ପିନ୍ଧି ଜିଲାର ଦୁଇ ପ୍ରଶାସନିକ ଅଧିକାରୀ ଅଡୁଆରେ ପଡ଼ିଛନ୍ତି। ଜିଲାପାଳ ବିନୀତ ଭରଦ୍ୱାଜ ଓ ଏସ୍‌ପି ବି.ଗଙ୍ଗାଧର ପିନ୍ଧିଥିବା ଟି-ଶାର୍ଟରେ ନବୀନ…

ପଞ୍ଚାୟତ ଆଗରେ ଭାଜପାର ଆନ୍ଦୋଳନ

ମୋରଡ଼ା,୧୧।୯(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ହେଉଥିବା ଦୁର୍ନୀତିକୁ ବନ୍ଦ କରିବାକୁ ଭାଜପା ପକ୍ଷରୁ ଦାବି କରାଯାଇଥିଲା। ଏପରି କି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri