ମୟୂରଭଞ୍ଜ

କୃଷକ ପରାମର୍ଶ କେନ୍ଦ୍ର ପାଲଟିଛି ଭୂତକୋଠି

କୁଆମରା,୨।୧୧(ଡି.ଏନ.ଏ.):  ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ସଦର ମହକୁମା ସାନଖୁଣ୍ଟା ପଞ୍ଚାୟତର ଚତୁର୍ଶିଳା ମୌଜାରେ ୨୦୧୯ରେ କୃଷକଙ୍କ ସ୍ବାର୍ଥ ଲାଗି ନିର୍ମାଣ ହୋଇଥିବା କୃଷକ ପରାମର୍ଶ କେନ୍ଦ୍ର ଏବେ ଭୂତକୋଠି ପାଲଟିଛି। ୪ଲକ୍ଷ ୪୪ହଜାର ଟଙ୍କା ଅଟକଳର କୃଷି...

୧୪ ବର୍ଷ ଜେଲଦଣ୍ଡ ଭୋଗି ଘରକୁ ଫେରିଥିଲେ, ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀଙ୍କୁ କଲେ ହତ୍ୟା

ବେତନଟୀ,୧।୧୧(ସ୍ବ.ପ୍ର.): ସମ୍ପର୍କୀୟକୁ ହତ୍ୟା କରି ଭୋଗିଥିଲେ ୧୪ ବର୍ଷ ଜେଲଦଣ୍ଡ । ଚାରି ମାସ ତଳେ ଘରକୁ ଫେରି ପୁଣି ସ୍ତ୍ରୀଙ୍କୁ ନିର୍ମମ ଭାବେ କରିଛନ୍ତି ହତ୍ୟା। ଏଭଳି ଚାଞ୍ଚଲ୍ୟକାର ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା...

ଗଡିଆରୁ ଅଧା ପୋତା ମୃତଦେହ ଉଦ୍ଧାର

ବିଶୋଇ,୧।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ଲୁହାକାନୀ ପଞ୍ଚାୟତ କାଶିପେଣ୍ଟ ଗ୍ରାମର ୨୦୦ ମିଟର ଦୂରରେ ଥିବା କରଞ୍ଜ ଝରଣା ବିଲ ଗଡିଆରୁ ଅଧା ପୋତା ମୃତଦେହ ଉଦ୍ଧାର ହୋଇଛି। ସୂଚନାମୁତାବକ, ସୋମବାର ସାରେ ନିକଟସ୍ଥ ଗ୍ରାମବାସୀ କୌଣସି...

ଭୁଲ୍‌ ଇଞ୍ଜେକଶନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଉଦଳା,୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକଶନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା...

ଆଜିଠୁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧।୧୧: ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପର୍ଯ୍ୟଟକମାନେ ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍‌ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍‌ ଦେଇ ପ୍ରବେଶ କରିପାରିବେ। ପ୍ରକୃତିର ସୃଷ୍ଟି ଅପରୂପ...

ଅପରାଧ ଚେର ମୁର୍ଶିଦାବାଦରୁ ମୟୂରଭଞ୍ଜ

ବାରିପଦା ଅଫିସ, ୧ା୧୧:ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଚୋରି, ଡକାୟତି, ଛିନତାଇ, ବଳାତ୍କାର ଓ ଠକେଇ ଭଳି ଅପରାଧ ବଢ଼ିବାରେ ଲାଗିଛି। ଅପରାଧର କାର୍ପଟଦାର ସାଜିଛନ୍ତି ଭଡ଼ାଟିଆ। ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ ଆସି କାୟା ବିସ୍ତାର କରିବାରେ ଲାଗିଛନ୍ତି କିଛି ଅସାମାଜିକ।...

ଭୁଲ୍‌ ଇଞ୍ଜେକେସନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ – ଉଦଳା ଡାକ୍ତରଖାନାରେ ଉତ୍ତେଜନା

ଉଦଳା,୩୧ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକସନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା...

ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ...

୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ

ବେତନଟୀ,୨୮ା୧୦(ସ୍ବ.ପ୍ର.):  ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ ସୁରକ୍ଷା ଦେବା ପାଇଁ ହାତୀପଲ ଜଗି ରହିବା ସହ ଉଗ୍ର ହୋଇ ଉଠିଛନ୍ତି।...

ବାଲି ଖାଦାନ ବନ୍ଦ, ନିର୍ମାଣ କାର୍ଯ୍ୟ ମନ୍ଥର

ବୈଶିଙ୍ଗା,୨୮ା୧୦(ଡି.ଏନ.ଏ.): ପରିଚାଳନାଗତ ତ୍ରୁଟିରୁ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଓ ବେତନଟୀ ଅଞ୍ଚଳରେ ବାଲି ଖାଦାନ ବନ୍ଦ ରହିଛି। ଫଳରେ ବିଭିନ୍ନ ପଞ୍ଚାୟତରେ ଉନ୍ନତିିମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଶତାଧିକ ପ୍ରଧାନମନ୍ତ୍ରୀ ଆବାସ, କଙ୍କ୍ରିଟ ରାସ୍ତା, ସରକାରୀ କୋଠାବାଡ଼ି ସମେତ ଘର...

ବେତନଟୀରେ ହାତୀ ଉତ୍ପାତ

ବେତନଟୀ,୨୮ା୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ନଡ଼ପୁର ଜଙ୍ଗଲ ତଥା ଆଖପାଖ ଗ୍ରାମରେ ୪ ଦିନ ହେଲା ହାତୀପଲ ଉତ୍ପାତ ଚଳାଇଛନ୍ତି। ହାତୀପଲ ଫସଲ ନଷ୍ଟ କରୁଥିବାରୁ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ସପ୍ତାହକ ପୂର୍ବରୁ ଝାଡ଼ଖଣ୍ଡ ଦଲମା...

ଝଡ଼ାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର

ମୋରଡା,୨୮ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ଶରୀର ଆରୋଗ୍ୟ ପାଇଁ ଝଡ଼ାଫୁଙ୍କା ବାହାନାରେ ଜଣେ ଗୁଣିଆ ଜନୈକା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ପୋକ୍‌ସୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri