ମୟୂରଭଞ୍ଜ

୩୦ଲକ୍ଷ ଟଙ୍କାର ଗଞ୍ଜେଇ ଛାଡ଼ି ୩ ବେପାରୀ ଫେରାର 

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଦେଇ ପଶ୍ଚିମବଙ୍ଗକୁ ଚାଲାଣ ବେଳେ ଯଶିପୁର ପୋଲିସ ୩୦ଲକ୍ଷ ଟଙ୍କା ମୂଲ୍ୟର ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇଭର୍ତ୍ତି ଏକ କାର୍‌ ଜବତ କରଛି। ସୂଚନାଯୋଗ୍ୟ, ଟଙ୍ଗାବିଲା ନିକଟରେ ଯଶିପୁର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ…

ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ମାମୁ ଘରେ ରହି ପଢୁଥିବା ବେଳେ ଗଢ଼ି ଉଠିଲା ପ୍ରେମ ସମ୍ପର୍କ: ପରେ ଗର୍ଭବତୀ ହୋଇ…

ବେତନଟୀ,୧୦ା୨(ଧରଣୀଧର ମହାନ୍ତି): ବେତନଟୀ ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ସେହି ଗ୍ରାମର ସରୋଜ ମହାନ୍ତ (୨୨)। ପୋଲିସ ସୂଚନା ଅନୁଯାୟୀ, ନାବାଳିକା…

ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ

ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ କର୍ମଚାରୀମାନେ…

ଭିନ୍ନମୋଡ଼ରେ ମୋରଡ଼ା ରାଜନୀତି, ବିଧାୟକ ଛାନିଆ

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ହୋଇଥିବାରୁ ଜିଲା ତଥା ରାଜ୍ୟ ରାଜନୀତିରେ ଏହା ଗୁରୁତ୍ୱ ବହନ କରେ। ନିର୍ବାଚନମଣ୍ଡଳୀ ଗଠନ ହେବାଠାରୁ ଏହା ବିଜେଡିର ଗଡ଼ ହୋଇ ରହିଆସିଥିବା ବେଳେ ୨୦୧୯ରେ ବିଜେଡି…

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା: ଜଣଙ୍କ ମୃତ୍ୟୁ

ମୟୂରଭଞ୍ଜ,୨୮।୧: ମୟୂରଭଞ୍ଜ ଜିଲା ବାରିପଦା ବାଙ୍ଗିରିପୋଷି ସ୍ଥିତ ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା ଘଟିଛି । ଏକ ଟ୍ରକ ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତକଡ଼କୁ ଓଲଟି ପଡିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ଯାଏ…

ଶିମିଳିପାଳରେ ହେବ କଳାବାଘ ସଫାରୀ

ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। Glad to announce that #Odisha is setting up an exclusive Melanistic Tiger Safari near Similipal Tiger Reserve…

ଦୁଆରଶୁଣୀ ଘାଟିରେ ଓଲଟିଲା ଟ୍ରକ୍‌ : ୬ ମୃତ, ୧୦ ଗୁରୁତର 

ବାରିପଦା,୨୪।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ଦୁଆରଶୁଣୀଘାଟିରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରାନୁଷ୍ଠାନର ଲାଇଟ ଓ ସାଉଣ୍ଡ ବକ୍ସ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି । ଏଥିରେ ୬ ଜଣଙ୍କ…

ପୋଲିସ କାର୍ଯ୍ୟକଳାପକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ବାରିପଦା,୨୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ପୋଲିସର କାର୍ଯ୍ୟକଳାପକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ଥାନା ଅଞ୍ଚଳରୁ ଚଢ଼ାଉ କରି ଅନ୍ୟ ଥାନା ଅଞ୍ଚଳରେ ଦର୍ଶାଇବା ଘଟଣାକୁ ନେଇ ସ୍ଥାନୀୟ ଲୋକେ ସୋସିଆଲ ମିଡିଆରେ ପୋଷ୍ଟ କରି…

ଶିମିଳିପାଳ ଅଭୟାରଣ୍ୟରେ କମିଲା କୁମ୍ଭୀର ସଂଖ୍ୟା

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ହ୍ରାସ ପାଇଛି। ଗତବର୍ଷ ତୁଳନାରେ ୪ଟି କୁମ୍ଭୀର କମ୍‌ ଥିବା ଗଣନା ରିପୋର୍ଟରୁ ଜଣାପଡ଼ିଛି । ଶିମିଳିପାଳ ଅଭୟାରଣ୍ୟ ଓ ଏହାର ପାଦଦେଶରେ ଥିବା ବିଭିନ୍ନ…

୨୩ ଦେଶୀ ବନ୍ଧୁକ ଜବତ

ବାରିପଦା,୧୯ା୧(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଅଞ୍ଚଳରୁ ୨୩ଟି ଦେଶୀ ବନ୍ଧୁକ ଜବତ ହୋଇଛି। ତୃତୀୟ ପର୍ଯ୍ୟାୟରେ ଜିଲା ପୋଲିସ ନଭେମ୍ବର ଓ ଡିସେମ୍ବରରେ ସର୍ଚ୍ଚ ଅପରେଶନ କରି ଉକ୍ତ ବନ୍ଧୁକ ଜବତ କରିଛି। ଏନେଇ ବାରିପଦାସ୍ଥିତ…

ଡାହାଣୀ ସନ୍ଦେହରେ ଭାଉଜଙ୍କୁ ହାଣି ହତ୍ୟା କଲେ ଦିଅର

ବାରିପଦା,୧୮ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଲହଣ୍ଡାକଚା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଡାହାଣୀ ସନ୍ଦେହରେ ମହିଳାଙ୍କୁ ଅତି ନୃଶଂସ ଭାବେ ହାଣି ହତ୍ୟା କରାଯାଇଥିବା ନେଇ ମୃତକାଙ୍କ ସ୍ବାମୀ ଥାନାରେ ଅଭିଯୋଗ କରିଛନ୍ତି। ମୃତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?