ଛେଳି ଚୋରକୁ ଧରି ବହେ ଛେଚିଲେ ପରେ ଫାଣ୍ଡିରେ ଜିମା ଦେଲେ
ମୋରଡା,୧୧।୧୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ଦିନକୁ ଦିନ ଛେଳି ଚୋରି ବୃଦ୍ଧି ପାଉଥିବା ବେଳେ ମଙ୍ଗଳବାର ୨ ଜଣ ଚୋରଙ୍କୁ ଧରି ଗ୍ରାମବାସୀ ପୋଲିସର ଜିମା ଦେଇଛନ୍ତି। ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା...
ଲାଞ୍ଚ ନେଇ ଧରାପଡିଲେ ଅମୀନ
ବାରିପଦା,୧୦।୭,(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଷ୍ଟେସନ ବଜାରସ୍ଥିତ ସେଟେଲମେଣ୍ଟ ଅଫିସ(ଜମି ବନ୍ଦୋବସ୍ତ କାର୍ଯ୍ୟାଳୟ)ର ଅମୀନ ମାନସ ଦାସ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି । ତାଙ୍କଠାରୁ ୩ହଜାର ୬ଶହ ରଙ୍ଗ ବୋଳା କେମିକାଲ...
ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା
ରାଇରଙ୍ଗପୁର,୯।୭: ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ଅଁଳାଯୋଡି ରେଳଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମରେ ଟ୍ରେନ୍ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ରବିବାର ପୂର୍ବାହ୍ନରେ ଡିଏମ୍ୟୁ ଯାତ୍ରୀବାହୀ ଟ୍ରେନ୍ ବାଦାମପାହାଡ଼ରୁ ଟାଟାନଗରକୁ ଯାଉଥିଲା। ହେଲେ...
ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ: ଯୁବକ ଗିରଫ
ମୋରଡ଼ା, ୮।୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ଉଫାଲଗଡିଆ ଗ୍ରାମର ଶ୍ୟାମସୁନ୍ଦର ଟୁଡୁ। ଅସଦାଚରଣ ନେଇ ମୋରଡ଼ା ଥାନାରେ ଲିଖିତ...
ବାରିପଦାରେ ନୂଆ କୋର୍ଟ ବିଲ୍ଡିଂର ଶିଳାନ୍ୟାସ
ବାରିପଦା,୮।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ) ବାରିପଦା ମୁର୍ଗାବାଡିଠାରେ ଜିଲା ଓ ଦୌରାଜଜ୍ଙ୍କ ଅଦାଲତର ନୂଆ କୋର୍ଟ ବିଲ୍ଡିଂର ଶିଳାନ୍ୟାସ ହୋଇଛି । ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଓଡିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଆନୁଷ୍ଠାନିକ ଭାବେ...
ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଅନିୟମିତତା
ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଳକ ଚାଞ୍ଛିପଦା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ନାଏବ ସରପଞ୍ଚ ଜନନୀ ମଣି ମହାନ୍ତଙ୍କ ନେତୃତ୍ୱରେ ଶ୍ରମିକମାନେ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି।...
କାର୍ ଧକ୍କାରେ ଚାଲିଗଲା ହୋମଗାର୍ଡଙ୍କ ଜୀବନ
ରାଇରଙ୍ଗପୁର,୭ା୭(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ନାଉଯୋଡ଼ା ପୋଲ ନିକଟବର୍ତ୍ତୀ ୨୨୦ନଂ. ଜାତୀୟ ରାଜପଥରେ ଗୁରୁବାର ରାତିରେ କାର୍ ଧକ୍କାରେ ବିଶୋଇ ଥାନାର ଜଣେ ହୋମଗାର୍ଡଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସମ୍ପର୍କୀୟ ଭାଇ ଗୁରୁତର...
କାନ୍ଥପଡ଼ି ନାବାଳକଙ୍କ ଜୀବନ ଗଲା
ମୋରଡ଼ା,୬ା୭(ସ୍ମାରକୀ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତରେ କାନ୍ଥ ଭୁଶୁଡ଼ି ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଆଣୁଆ ଗ୍ରାମର ପ୍ରଗଣାସାହି ୧୨ ନଂ ଓ୍ବାର୍ଡର ଯମୁନା ମାର୍ଣ୍ଡିଙ୍କ ଘର...
ବ୍ଲକ କାର୍ଯ୍ୟାଳୟରେ ବଢୁଛି ଦୁର୍ନୀତି, ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ
ମୋରଡ଼ା,୫ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନ ମଣ୍ଡଳୀରେ ଦୁର୍ନୀତି ପିଛା ଛାଡୁନି। ନିର୍ବାଚନମଣ୍ଡଳୀର ଶୁଳିଆପଦା ବ୍ଲକରେ ମହାଦୁର୍ନୀତି ହୋଇଥିବାର ଅଭିଯୋଗ ବ୍ଲକ କଂଗ୍ରେସ କରିଥିବା ବେଳେ ଆସନ୍ତା ୧୩ ତାରିଖରେ ବ୍ଲକ କାର୍ଯ୍ୟାଳୟ ଆଗରେ ଧାରଣା ଦେବା ସହିତ...
୩୦ ସୁଦ୍ଧା ବନ୍ଧୁକ ଫେରାଅ, ନ ହେଲେ କାର୍ଯ୍ୟାନୁଷ୍ଠାନ
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ଠାକୁରମୁଣ୍ଡା(ତାରାକାନ୍ତ ପଟ୍ଟନାୟକ)୪ା୭: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀ ଗୁଳିରେ ଦୁଇ ବନ କର୍ମଚାରୀ ନିହତ ହେବା ଘଟଣାରେ ମୟୂରଭଞ୍ଜ ଜିଲା ପୋଲିସ ପକ୍ଷରୁ ପ୍ରତିଦିନ ସର୍ଚ୍ଚ ଓ କୋମ୍ବିଂ ଅପରେଶନ ଜାରି ରହିଛି। ବନ କର୍ମଚାରୀ ଓ ପୋଲିସକୁ...
୯୦୦ ସ୍ଥାନରେ ୩୦ ପୋଲିସଙ୍କୁ ଦାୟିତ୍ୱ
ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏସିଆ ମହାଦେଶର ଦ୍ୱିତୀୟ ସର୍ବବୃହତ୍ ଅଭୟାରଣ୍ୟ ଶିମିଳିପାଳର ବନ୍ୟପ୍ରାଣୀ, ବୃକ୍ଷଲତା ଓ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀ ଭୟ ଓ ଆତଙ୍କ ମଧ୍ୟରେ ରହିଛନ୍ତି। ଏକମାସ ମଧ୍ୟରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ...
ଜୁଇରୁ ଫେରାଇ ଆଣିଲେ ମୃତଦେହ
ଉଦଳା (ସନ୍ତୋଷ କୁମାର ବାଚ୍ଛିନୀ)/ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ), ୩।୭: ଜୁଇ ସଜଡ଼ା ସରିଥିଲା। ଆଉ କିଛି ସମୟ ଅନ୍ତିମ ସଂସ୍କାର ହୋଇଥାନ୍ତା। ହେଲେ ମୃତକ ବଞ୍ଚତ୍ଥିବା କହି ଗୁଣିଆଙ୍କୁ ଡାକିଲେ ପରିବାର ଲୋକେ। ଗୁଣିଗାରେଡ଼ି ସହ ମୃତଦେହକୁ ଝଡ଼ାଫୁଙ୍କା...
Archives


