ମୟୂରଭଞ୍ଜ

ଅନ୍ତିମ ସତ୍କାରକୁ ନେଇ ଦୁଇ ଗ୍ରାମବାସୀ ମୁହାଁମୁହିଁ

ମୋରଡା,୧୫।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିଦପୁର ବ୍ଲକ ଅଧୀନ ରାସଗୋବିଦପୁର ପଞ୍ଚାୟତରେ ଶୁକ୍ରବାର ଅନ୍ତିମ ସତ୍କାରକୁ କେନ୍ଦ୍ର କରି ସାରମୂଳା ପଞ୍ଚାୟତ ଓ ରାସଗୋବିଦପୁର ପଞ୍ଚାୟତର ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି l ମିଳିଥିବା ସୂଚନା ମୁତାବକ, ରାସଗୋବିଦପୁର ପଞ୍ଚାୟତର କନ୍ଦ୍ରା ନାଏକଙ୍କ…

ଚାଲି ଚାଲି ପରୀକ୍ଷା ଦେବାକୁ ଯିବା ଘଟଣା: ତଦନ୍ତ କଲା ବ୍ଲକ ଶିକ୍ଷା ବିଭାଗ

ମୋରଡ଼ା,୧୪।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଚତୁର୍ଥ, ପଞ୍ଚମ ଏବଂ ଷଷ୍ଠ ଶ୍ରେଣୀର ୯୦ଜଣ ଛାତ୍ରୀ ୬ କିଲୋମିଟର ଚାଲି ଚାଲି ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ବାରମାଇଲସ୍ଥିତ ଉପେନ୍ଦ୍ରନାଥ ଘୋଷ…

ମର୍ନିଂ ଓ୍ବାକ୍‌ ଯାଇ ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

ରାଇରଙ୍ଗପୁର,୧୪ା୧୨(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ହଳଦା ଥାନା ଅଞ୍ଚଳରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଆଜି ଭୋର୍‌ ସମୟରେ ହଳଦା ଥାନା ଅନ୍ତର୍ଗତ ୨୨୦ ନଂ ଜାତୀୟ ରାଜପଥ ବାଇପାସ ରାସ୍ତାରେ ମର୍ନିଂ ଓ୍ବାକ୍‌ କରୁଥିବା ବେଳେ ଏକ ଅଜଣା…

ପରୀକ୍ଷା ଦେବାକୁ ୬ କି.ମି. ଚାଲିଲେ ୯୦ ଛାତ୍ରୀ

ମୋରଡ଼ା,୧୩।୧୨(ସ୍ମାରକ ମାଜୀ): ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୯୦ ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ୬ କି.ମି. ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଭାଲିଆଡ଼ିହା ପଞ୍ଚାୟତ ଭାଲିଆଡ଼ିହା କସ୍ତୁରବା ଗାନ୍ଧୀ…

ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଛାତ୍ରୀ

ମୋରଡା,୧୨।୧୨(ସ୍ମାରକ ମାଜୀ): ପରୀକ୍ଷା ଦେବା ପାଇଁ ୬କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ । ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ । ମୟୂରଭଞ୍ଜ ଜିଲା ମୋରଡା ବ୍ଲକ…

ଶିମିଳିପାଳରେ ସର୍ବନିମ୍ନ ୪ ଡିଗ୍ରୀ

ବାରିପଦା,୧୨ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଉତ୍ତର ଓଡ଼ିଶାରେ ଶୀତର ଲହରୀ ବୃଦ୍ଧି ପାଇଛି। ମୟୂରଭଞ୍ଜ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀମାନେ କଷ୍ଟ ଭୋଗୁଛନ୍ତି। ଏପରିକି ଜିଲାରେ ୧୦ ଡିଗ୍ରୀ ତଳେ ତାପମାତ୍ର ରହୁଥିବା…

୫ ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ: ୧୩ ଗିରଫ

ମୋରଡ଼ା,୬ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଦୈନିକ ବହୁ ମାତ୍ରାରେ ଗୋରୁ ଚାଲାଣ ହେଉଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଶୁଳିଆପଦା ଥାନା ଅଧିକାରୀ ସୁମିତ ସୋରେନ ୫ଟି ଗୋରୁ ବୋଝେଇ ପିକ୍‌ଅପ୍‌କୁ ଜବତ କରିବା ସହିତ ୧୩…

ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓଙ୍କ…

ଧରିତ୍ରୀ ପ୍ରଭାବ: ବଦଳିଲେ କନିଷ୍ଠ ଯନ୍ତ୍ରୀ

ମୋରଡ଼ା,୪ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କ ବାରିପଦା ବ୍ଲକକୁ ବଦଳି ହୋଇଛି। ଜିଲାପାଳଙ୍କ ଚିଠି ସଂଖ୍ୟା ୧୨୯୮୪/୨ା୪ା୨୩ରୁ ଏହି ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ, କନିଷ୍ଠ ଯନ୍ତ୍ରୀ ଦାସ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନାର…

ସୁଡ଼ଙ୍ଗ ଭିତର ଅନୁଭୂତି ବଖାଣିଲେ ଓଡ଼ିଆ ଶ୍ରମିକ: କହିଲେ ‘ମୁଢ଼ି ବଞ୍ଚାଇଥିଲା ୧୦ ଦିନ’

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଙ୍ଗିରିପୋଷି(ସଞ୍ଜୟ ଅଗ୍ରଓ୍ବାଲ),୩୦ା୧୧: ଓଡ଼ିଆ ଶ୍ରମିକ ଧୀରେନ ନାଏକ ଓ ଅନ୍ୟ ୪ ଓଡ଼ିଆଙ୍କ ସମେତ ମୋଟ ୪୧ ଶ୍ରମିକ ସୁଡ଼ଙ୍ଗ ଭିତରୁ ବାହାରକୁ ବାହାରିବା ପରେ ପୁନର୍ଜନ୍ମ ପାଇଥିବା ଅନୁଭବ କରିଛନ୍ତି। ବାହାରର ଆଲୋକ ଦେଖିବା ପରେ…

ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ…

ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା: ଅଭିଯୁକ୍ତ ବାପ-ପୁଅ ଧରାପଡ଼ିଲେ

ରାଇରଙ୍ଗପୁର,୨୬।୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରମା ପାହାଡି ଗ୍ରାମର ତପୋଇ ନାମ୍ନୀ ମହିଳାଙ୍କ ହତ୍ୟା ଘଟଣାର ତଦନ୍ତ କରି ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଯାମଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?