ମୟୂରଭଞ୍ଜ

୨୪ ଘଣ୍ଟିଆ ରାଇରଙ୍ଗପୁର ବନ୍ଦ ପାଳନ

ରାଇରଙ୍ଗପୁର,୨୪ା୮(ମାନସ ମହାନ୍ତି): ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେ.ଏମ୍‌.ଏମ୍‌.) ପକ୍ଷରୁ ଗୁରୁବାର ୨୪ ଘଣ୍ଟିଆ ମୟୂରଭଞ୍ଜ ଡାକରା କ୍ରମେ ଜେ.ଏମ୍‌.ଏମ୍‌. ଦଳୀୟ ବିଭିନ୍ନ କର୍ମକର୍ତ୍ତା ଏବଂ ଯୁବ ମହିଳା କର୍ମୀ ରାଇରଙ୍ଗପୁର ବନ୍ଦ ପାଳନ କରିଥିଲେ। ଏହି ବନ୍ଦ ପାଳନ ବିଭିନ୍ନ ସରକାରୀ…

ଆଜି ୨୪ ଘଣ୍ଟିିଆ ମୟୂରଭଞ୍ଜ ବନ୍ଦ

ବାରିପଦା,୨୪ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୧୫ଦଫା ଦାବି ନେଇ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା(ଜେଏମ୍‌ଏମ୍‌) ପକ୍ଷରୁ ଗୁରୁବାର ୨୪ ଘଣ୍ଟିିଆ ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଅଯାଇଛି। ଜିଲାର ଜନସାଧାରଣଙ୍କ ବୃହତ୍‌ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏହି ବନ୍ଦକୁ ସଫଳ କରିବାକୁ ଆହ୍ବାନ ଦିଆଯାଇଛି। କେନ୍ଦ୍ର…

ଛାତ୍ରୀଙ୍କ ପରୀକ୍ଷା ଖାତାରେ ଉତ୍ତର ଲେଖି ଅଧ୍ୟାପିକା ଗିରଫ

ଉଦଳା,୨୪ା୮(ସନ୍ତୋଷ କୁମାର ବାଚ୍ଛିନୀ)ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ରାଢୋସ୍ଥିତ ଲୁଇପା ଡିଗ୍ରୀ କଲେଜର ଓଡ଼ିଆ ବିଭାଗର ଅଧ୍ୟାପିକା ତୁଳିକା ଆଶ ପରୀକ୍ଷାରେ ଅନୁପସ୍ଥିତ ଜଣେ ଛାତ୍ରୀଙ୍କ ଖାତାରେ ଉତ୍ତର ଲେଖି ଗିରଫ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା(ନଂ.୨୫୫/୨୩) ରୁଜୁ…

୭ ଦଫା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ରାଇରଙ୍ଗପୁର,୨୩ା୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଭାଜପା ଦଳୀୟ କୃଷକ ମୋର୍ଚ୍ଚା ସଂଗଠନ ପକ୍ଷରୁ ୭ ଦଫା ଦାବି ନେଇ ବିକ୍ଷୋଭ କରାଯାଇଥିଲା। ଉକ୍ତ ଭାଜପା ଦଳୀୟ ରାଜ୍ୟ କୃଷକ ମୋର୍ଚ୍ଚା ସଂଗଠନ ସଭାପତି ମହେଶ୍ୱର…

ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୩ା୮(ଅସମାପିକା ସାହୁ): ଆହାର କେନ୍ଦ୍ର ଚଳାଉଥିବା ମିଶନ ଶକ୍ତି ମହିଳା ଗୋଷ୍ଠୀଙ୍କୁ କାମ ଦେବା ପାଇଁ ଲାଞ୍ଚ ମାଗିବା ଓ ନେବା ଅଭିଯୋଗରେ ବାରିପଦା ମ୍ୟୁନିସିପାଲିଟି ସିଟି ମିଶନ ମ୍ୟାନେଜର ଗିରଫ ହୋଇଛନ୍ତି। ସଂପୃକ୍ତ ସିଏମ୍‌ଏମ୍‌ଙ୍କ ବିରୋଧରେ ଅଭିଯୋଗ ଆସିବା ପରେ…

ବ୍ୟାଙ୍କ ଋଣ ଶୁଝି ନ ପାରିବାରୁ : ସମ୍ପତ୍ତି ଜବତ

ମୋରଡା,୨୧ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତ ଖୁରୁଣ୍ଟିଆ ଗ୍ରାମର ପ୍ରଦୀପ କୁମାର ଗିର ବ୍ୟାଙ୍କ ଋଣ ଶୁଝି ନ ପାରିବାରୁ ତାଙ୍କ ଘର ଏବଂ ଜମିବାଡ଼ିକୁ ବ୍ୟାଙ୍କ କର୍ତ୍ତୃପକ୍ଷ ଜବତ କରିଛନ୍ତି। ମାଜିଷ୍ଟ୍ରେଟ ଓ ପୋଲିସ…

ଦମ୍ପତି ଦୁଇଟି ଘର ହାତେଇବା ଘଟଣା:  ନିଲମ୍ବିତ ହେଲେ ପିଇଓ

ନୀଳଗିରି, ୨୧।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁଇଟି ଘରକୁ ଏକ ଦମ୍ପତି ହାତେଇବା ଘଟଣା ନେଇ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ ହୋଇ ତକତ୍ାଳୀନ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀଣି(ପିଇଓ) ଶାନ୍ତିଲତା…

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ମୋରଡ଼ା,୨୧ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ ସୋମବାର ଗ୍ରାମର ମହିଳାମାନେ ତାଲା ପକାଇଛନ୍ତି। ସୂଚନା ଅନୁଯାୟୀ, ଆଜକୁ ପ୍ରାୟ ଏକ ବର୍ଷ ତଳେ ଉକ୍ତ ଅଙ୍ଗନଓ୍ବାଡି କେନ୍ଦ୍ରରେ ସହାୟିକା ନିଯୁକ୍ତି ପାଇଁ…

ଶ୍ୱଶୁର ଘର ଗାଁରେ ଜୀବନ ହାରିଲେ ଜ୍ୱାଇଁ

ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା ଶେଈ ଥାନା ଅଧୀନ ବୁଡାମରା ଗ୍ରାମରେ ଜଣେ ଯୁବକ ଖଡଖାଈ ନଦୀ କୂଳ ପାର୍ଶ୍ୱ ବିଲରେ ଥିବା ଏକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଇରଙ୍ଗପୁର ଥାନା ହାତନାଡୋ ଗ୍ରାମର ବୈଦ୍ୟନାଥ…

ପ୍ରାକ୍ତନ ଜିଲା ପରିଷଦ ସଭ୍ୟଙ୍କ ଆତ୍ମହତ୍ୟା

ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୁରଭଞ୍ଜ ଜିଲା କୁସୁମୀ ବ୍ଲକ ୧୧ ନମ୍ବର ଜୋନ ପ୍ରାକ୍ତନ ଜିଲା ପରିଷଦ ସଭ୍ୟ ବୈଦ୍ୟନାଥ ମହାନ୍ତ(୫୦) ବାଦାମପାହାଡ଼ ଥାନା ଅଧୀନ କୁମୁଡାଶୋଳ ଗ୍ରାମ ନିଜ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ପରିବାର ଲୋକେ ତାଙ୍କୁ…

କାର ଧକ୍କାରେ ଚାଲିଗଲା ପଥଚାରୀଙ୍କ ଜୀବନ

ରାଇରଙ୍ଗପୁର,୨୦।୮(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ରାଇରଙ୍ଗପୁର-ବିଷୋୟୀ ରାଜପଥରେ ଦୃତଗତିରେ ଆସୁଥିବା ଏକ କାର (ନଂ. ଓଡ଼ି୧୧ଟି- ୪୨୫୮) ଜଣେ ପଥଚାରୀଙ୍କୁ ଧକ୍କା ଦେଇଥିଲା। ଫଳରେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ରାଇରଙ୍ଗପୁର ଥାନା…

ବାରଣ୍ଡାରେ ରୋଗୀ ସେବା

ବାରିପଦା,୨୦ା୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌) ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରସୂତି ଓ ଶିଶୁ ବିଭାଗରେ ଅଗ୍ନିକାଣ୍ଡ ପରେ ରୋଗୀ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶନିବାର ଡାକ୍ତରଖାନା ବାରଣ୍ଡାରେ ରୋଗୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri