ବଡ଼ବାପାଙ୍କୁ ହତ୍ୟା କରି ମୃତଦେହ ପାଖରେ ଜଗି ରହିଲେ ପୁତୁରା, ସ୍ଥାନୀୟ ଲୋକେ ପହଞ୍ଚିବାରୁ…
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ କରଡ଼ିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ବିକାରଗ୍ରସ୍ତ ପୁତୁରା ଜଣକ ବଡ଼ବାପାଙ୍କୁ ଠେଙ୍ଗାରେ ଆକ୍ରମଣ କରି ହତ୍ୟା କରିଛନ୍ତି। ଏପରିକି ହତ୍ୟା କରିବା ପରେ ପୁତୁରା ଜଣକ…
ଶୋ’ ରୁମ୍ରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ଗାଡ଼ି
ବାରିପଦା,୧୦ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ଦାରୋଗାଡ଼ାହି ଛକ ନିକଟରେ ଥିବା କାଇନେଟିକ୍ ଶୋ’ ରୁମ୍ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଗାଡ଼ି ପୋଡ଼ି ଯାଇଛି। ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବାରୁ ନିଆଁକୁ ଆୟତ୍ତ କରିବାରେ ବିଳମ୍ବ…
ରଙ୍ଗ୍ ରୁଟ୍ ହେଲା କାଳ: ଭାରସାମ୍ୟ ହରାଇ ମୁହାଁମୁହିଁ ହୋଇଗଲେ ଦୁଇ ଅଟୋ, ୫ ଯାତ୍ରୀ…
ବୈଶିଙ୍ଗା,୯।୧(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ଖଇରବଣି ଗ୍ରାମ ନିକଟସ୍ଥ ରୟାଲ ଢ଼ାବା ନିକଟରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣ ଆହତ…
୧୩ ବର୍ଷର ରେକର୍ଡ ଭାଙ୍ଗିଲା ଶିମିଳିପାଳ, ପାରଦ -୧ ଡିଗ୍ରୀ
ବାରିପଦା,୯।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ) : ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଶୁକ୍ରବାର ତାପମାତ୍ରା ହ୍ରାସ ପାଇ ମାଇନାସ ୧ ଡିଗ୍ରୀରେ ପହଞ୍ଚିଛି । ବୁଧବାର ଓ ଗୁରୁବାର ଦୁଇ ଦିନ ଧରି ଉପରବାରହାକାମୁଡାରେ ତାପାମାତ୍ରା…
ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବାପା ଓ ପଡୋଶୀକୁ ହାଣି ହତ୍ୟା
ବାରିପଦା, ୭।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କରଞ୍ଜିଆ ବ୍ଲକ କୁଶପଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ପୁଅର ଆକ୍ରମଣରେ ବାପା ସହ ପଡୋଶୀଙ୍କ ମୃତ୍ୟୁ ଘଟିଛି । ଏହା ସହିତ ଜଣେ ଗୁରୁତର ହୋଇ କରଞ୍ଜିଆ ଡାକ୍ତରଖାନାରେ…
ଶିମିଳିପାଳରେ ତାପମାତ୍ରା ‘ଶୂନ’
ବାରିପଦା,୭ା୧: ମୟୂରଭଞ୍ଜ ଜିଲା ଶିମିଳିପାଳରେ ତାପମାତ୍ରା ‘ଶୂନ’ ହୋଇଥିବା ରେକର୍ଡ କରାଯାଇଛି। ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ଥିବା ନେଇ ଆର୍ସିଏଫ୍ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଚହଲାରେ ତାପମାତ୍ରା ୨ ଡିଗ୍ରୀ ଥିବାବେଳେ ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ ରହିଛି।…
ଦୁଇ ମନ୍ଦିରରେ ବୁଲାଇଲେ କଳାକନ, ୭ ବର୍ଷ ଧରି ଖୋଲା ଯାଇ ନଥିବା ହୁଣ୍ଡିକୁ ଟାର୍ଗେଟ…
ଉଦଳା,୭।୧: ଅସହ୍ୟ ଜାଡୁଆ ଶୀତରେ ମନ୍ଦିରରୁ ବିଳମ୍ବିତ ରାତିରେ ଲୁଟିଲେ ଦୁର୍ବୃତ୍ତ। ଦୁଇ ମନ୍ଦିରରେ ବୁଲାଇଲେ କଳାକନା। ଏଭଳି ଅଭାବନୀୟ ଘଟଣା ଘଟିଛି ଉଦଳା ଥାନା ଏନ୍ଏସି ୯ ନମ୍ବର ୱାର୍ଡରେ ଥିବା ପୁରାତନ ମଣି ନାଗେଶ୍ୱର ମନ୍ଦିର ଓ ଗାୟତ୍ରୀ…
୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସ ଆକ୍ରାନ୍ତ: ଗାଁରେ ପହଞ୍ଚଲା ଡାକ୍ତରୀ ଟିମ୍
ମୋରଡ଼ା,୭ା୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ଏହି ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର ଖୁରୁଣ୍ଟିଆ ଗ୍ରାମରେ ୨୫ରୁ ଊର୍ଦ୍ଧ୍ୱ ପିଲା ଜଣ୍ଡିସରେ ଆକ୍ରାନ୍ତ ହୋଇଛନ୍ତି। ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଢ଼ୁଥିବା ୭ଜଣ…
ମୃତ ଦେହକୁ ମିଳିଲାନି ସମ୍ମାନ: ଖଟିଆରେ ବୁହାହେଲା …
ବାରିପଦା,୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମହାପାରାୟଣ ଗାଡ଼ ନ ମିଳିବାରୁ ମୃତଦେହକୁ ଖଟିଆରେ ବୋହିନେବା ଭଳି ଦୃଶ୍ୟ ସାମ୍ନାକୁ ଆସିଛ। ମୃତଦେହକୁ ସମ୍ମାନ ମିଳି ନ ଥିବାରୁ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।…
ଲାଞ୍ଚ ନେଇ ଧରାପଡ଼ିଲେ ୨ ଯନ୍ତ୍ରୀ, ବିଲ୍ ପାସ୍ କରାଇବା ପାଇଁ ଠିକାଦାରଙ୍କଠାରୁ …
ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଯନ୍ତ୍ରୀ। ମୟୂରଭଞ୍ଜ ଜିଲା ଉଦଳାସ୍ଥିତ ଓଡ଼ିଶା ଲିଫ୍ଟ ଇରିଗେସନ କର୍ପୋରେଶନ (ଓଏଲଆଇସି) ଉପ-ବିଭାଗରେ କାର୍ଯ୍ୟରତ ଦୁଇ ଅଧିକାରୀ ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ମାଡ଼ିବସିଛି। ଏକ ବିଲ୍ ପାସ କରିବା ପାଇଁ…
ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ
ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି। ସମସ୍ତ ଧାନକୁ ଟ୍ରକ୍ ଯୋଗେ ଆଣି ରାଇରଙ୍ଗପୁରସ୍ଥିତ ଏକ ଧାନ ମିଲ୍ରେ ରଖାଯାଇଛି। ପ୍ରାୟ…
ଭୟଙ୍କର ଦୁର୍ଘଟଣା ବାଇକ୍କୁ ଘୋଷାଡି ନେଲା ବସ୍: ଚକା ତଳେ ଗଲା ୩ ଜୀବନ
ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଯାତ୍ରୀବାହୀ ବସ୍ଟି ଏକ ବାଇକକୁ ଧକ୍କା ଦେଇ ଘୋଷାଡି…
Archives


