ମୟୂରଭଞ୍ଜ

୮କି.ମି. ଚାଲିଲେ ଛାତ୍ରୀଛାତ୍ର

ଠାକୁରମୁଣ୍ଡା,୨୧।୯(ଡି.ଏନ୍‌.ଏ):ପ୍ରତିଶ୍ରୁତି ରଖିଲାନି ପ୍ରଶାସନ। ଫଳରେ ୮ କି.ମି ଦୂର ବ୍ଲକ୍‌ କାର୍ଯ୍ୟାଳୟକୁ ଚାଲିଚାଲି ଅଭିଯୋଗ କରିବାକୁ ଗଲେ ଛାତ୍ରୀଛାତ୍ର। ସେମାନଙ୍କୁ ଅଧା ବାଟରେ ପୋଲିସ ଓ ବ୍ଲକ୍‌ ପ୍ରଶାସନ ଅଟକାଇଥିଲା। ମଙ୍ଗଳବାର ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

କୁଡୁମୀ ସମାଜ ସଙ୍ଗଠନର ରେଳରୋକୋ: ଯାତାୟାତ ବାଧାପ୍ରାପ୍ତ

ରାଇରଙ୍ଗପୁର,୨୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ନିକଟବର୍ତ୍ତୀ ଅଁଳାଯୋଡ଼ି ଷ୍ଟେଶନ ନିକଟରେ ମଙ୍ଗଳବାର କେନ୍ଦ୍ରୀୟ କୁଡୁମୀ ସମାଜ ସଙ୍ଗଠନ ରାଇରଙ୍ଗପୁର ଶାଖା ପକ୍ଷରୁ ରେଳରୋକୋ କରାଯାଇଛି । କୁଡୁମୀ ସମାଜକୁ ଆଦିବାସୀ ମାନ୍ୟତା ଦାବିରେ ଏହି ରେଳରୋକୋ ହୋଇଥିବା ଜଣାପଡ଼ିଛି। କେନ୍ଦ୍ରୀୟ...

ଫାର୍ମାସୀ କଲେଜ ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

ସାରସକଣା,୨୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ସୀମାନ୍ତରେ ଥିବା ଏକ ଫାର୍ମାସୀ କଲେଜର ଜଣେ ଛାତ୍ର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣା ସାରା ଅଞ୍ଚଳରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ମିଳିଥିବା ସୂଚନା ମୁତାବକ, ଛାତ୍ର ଜଣକ ଏକ ମେସ୍‌ରେ...

ଥାନା ପ୍ରତିଷ୍ଠା ନେଇ ତେଜୁଛି ଅସନ୍ତୋଷ

କୁଆମରା,୨୦।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଥାନା ପ୍ରତିଷ୍ଠା ପାଇଁ ଦାବି ହୋଇ ଆସୁଥିଲେ ମଧ୍ୟ ସରକାର ଏହାକୁ ଅଣଦେଖା କରି ଆସୁଛନ୍ତି। ରାଜ୍ୟରେ ନୂତନ ଭାବେ ୩୬ଟି ଥାନା ଖୋଲିବାକୁ ଘୋଷଣା ହୋଇଥିବା ବେଳେ ଗୋପବନ୍ଧୁନଗର ବ୍ଲକ...

ଗୋଟିଏ ଜୁଇରେ ସ୍ତ୍ରୀ,ସ୍ବାମୀ

କୁଳିଅଣା,୧୯ା୯(ସ୍ବ.ପ୍ର.)- ସ୍ତ୍ରୀଙ୍କ ଶେଷକୃତ୍ୟ ଚାଲିଥିବା ବେଳେ ସ୍ବାମୀ ଆଖି ବୁଜିଦେଲେ। ଆତ୍ମୀୟ ସ୍ବଜନ ଉଭୟଙ୍କୁ ଗୋଟିଏ ଜୁଇରେ ଲଦି ସତ୍କାର କଲେ। ଏଭଳି ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମାରାଂତାଣ୍ଡି ପଞ୍ଚାୟତ ଅଧୀନ ଭୂୟଁାଗୋଡ଼ା ଗ୍ରାମରେ।...

ପାଣିରେ ପଡ଼ିଲା ୫ଲକ୍ଷ

ବେତନଟୀ,୧୯ା୯(ଡିି.ଏନ.ଏ.):ପ୍ରଶାସନର ଭୁଲ ନିଷ୍ପତ୍ତି ଯୋଗୁ ମୟୂରଭଞ୍ଜ ଜିଲା ବେତନଟୀଠାରେ ନିର୍ମାଣ ହୋଇଥିତ୍ବା ଶବ ବ୍ୟବଚ୍ଛେଦ ଗୃହ କାମରେ ଲାଗି ପାରୁନି। ଏଥିଯୋଗୁ ସରକାରଙ୍କ ୫ ଲକ୍ଷ ଟଙ୍କା ପାଣିରେ ପଡ଼ିଥିବା ବେଳେ ପୁଣି ଏକ ଗୃହ ନିର୍ମାଣ ଚାଲିଛି। ଗୋଷ୍ଠୀ...

ହାତୀ ଆକ୍ରମଣରେ ମହିଳା ଗୁରୁତର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.): କରଞ୍ଜିଆ ରେଞ୍ଜ ଅଞ୍ଚଳରେ ରବିବାର ପ୍ରାତଃ ଭ୍ରମଣରେ ରାସ୍ତା ଉପରେ ଚାଲି ଚାଲି ଯାଉଥିବା ଜଣେ ମହିଳାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିବାରୁ ମହିଳାଙ୍କ ଅବସ୍ଥା ଗୁରୁତର ହୋଇଛି। ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ...

ମୋବାଇଲ ଲାଇଟ୍‌ରେ ରୋଗୀସେବା

ବାରିପଦା ଅଫିସ,୧୮।୯: ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆରଏମ୍‌) ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ଅପରାହ୍ନ ଗୋଟାଏ ବେଳେ ବିଦ୍ୟୁତ୍‌ ସରବରାହ ବ୍ୟାହତ ଯୋଗୁ ଟର୍ଚ୍ଚ ଲାଇଟ୍‌ରେ ରୋଗୀସେବା କରାଯାଉଥିବା ଦେଖିବାକୁ ମିଳିଛି। ହସ୍ପିଟାଲ ନର୍ସମାନେ ମୋବାଇଲ ଲାଇଟ୍‌ରେ ରୋଗୀଙ୍କୁ...

ଶିମିଳିପାଳରୁ ୨ ଦେଶୀ ବନ୍ଧୁକ ଜବତ

ଖୁଣ୍ଟା,୧୭ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଡୁକୁରା ବନ୍ୟପ୍ରାଣୀ ବିଭାଗ ପାଟ୍ରୋଲିଂ ସମୟରେ ଶିମିଳିପାଳ ଅଭ୍ୟୟାରଣ୍ୟ ମଧ୍ୟରୁ ୨ ଦେଶୀ ବନ୍ଧୁକ ଜବତ କରିଛି। ଅଭୟାରଣ୍ୟର କମ୍ପାର୍ଟମେଣ୍ଟ ଇଡି-୪ର ଚୁନଭାଟି- ଖଲାଡି ଅଞ୍ଚଳରେ ଥିବା ପାଦଚଲା ରାସ୍ତାରେ ଶିକାରୀମାନେ ବନ୍ୟଜନ୍ତୁ ଶିକାର ଉଦ୍ଦେଶ୍ୟରେ...

ଲୋଧା ଛାତ୍ରୀଙ୍କ ଉଚ୍ଚଶିକ୍ଷା ଆଶା ମଉଳିଲା

ମୋରଡ଼ା,୧୬ା୯(ଡି.ଏନ.ଏ.):୧୦ ବର୍ଷ ହଷ୍ଟେଲରେ ରହି ପାଠ ପଢ଼ିଲେ। ସଫଳତାର ସହ ମାଟ୍ରିକ୍‌ ବି ପାସ୍‌ କଲେ। ହେଲେ ପାରିପାର୍ଶ୍ୱିକ ପରିସ୍ଥିତି ଏବେ ତାଙ୍କ ଉଚ୍ଚଶିକ୍ଷା ଆଶାକୁ ମଉଳାଇ ଦେଇଛି। ଇଚ୍ଛା ଥାଇ ପାଠରେ ଡୋରି ବାନ୍ଧି ସନ୍ତୁଳି ହେଉଛନ୍ତି ଲୋଧା...

ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିଲେ ପିଲା

ବାରିପଦା ଅଫିସ,୧୪।୯: ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ପଥରନେସା ଆଦିବାସୀ ଆଶ୍ରମ ସ୍କୁଲର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କୁ ଭେଟିବା ପାଇଁ ସ୍କୁଲ ଛାଡ଼ିବା ଓ ୫ କି.ମି ଚାଲିବା ପରେ ପ୍ରଶାସନିକ ଅଧିକାରୀମାନେ ସେମାନଙ୍କୁ ବୁଝାଶୁଝା କରି ଫେରାଇ ନେବା ଚର୍ଚ୍ଚାର...

ଘର ଜଳିଯିବା ଦେଖି ବୃଦ୍ଧାଙ୍କ ମୃତ୍ୟୁ

ସାରସକଣା,୧୩।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ପଞ୍ଚାୟତ ଅନ୍ତର୍ଗତ ଧେଣ୍ଡଗାଁ ଗ୍ରାମର ବାସନ୍ତୀ ପାତ୍ରଙ୍କ ଘରେ ସୋମବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଦୁଇ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri