ମୟୂରଭଞ୍ଜ

ବଜ୍ରପାତ ନେଲା ୫ ଜୀବନ

ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି ସ୍ଥାନରେ ବଜ୍ରପାତ ଘଟି ନାବାଳିକାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଖରିଫ୍‌ ଧାନ ବିକ୍ରି ପାଇଁ ୬୪,୨୯୮ ଚାଷୀ ପଞ୍ଜୀକୃତ

ବାରିପଦା ଅଫିସ,୨୮।୮: ଖରିଫ ଋତୁରେ ଉପତ୍ାଦିତ ହେବାକୁ ଥିବା ଧାନ ସରକାରୀ ମଣ୍ଡିରେ ବିକ୍ରି ନିମନ୍ତେ ମୟୂରଭଞ୍ଜ ଜିଲାରେ ଚାଷୀମାନେ ନାମ ପଞ୍ଜୀକରଣ କରିଛନ୍ତି। ପଞ୍ଜୀକରଣ ପାଇଁ ରବିବାର ଶେଷ ସୁଯୋଗ ଥିବାବେଳେ ଶନିବାର ସୁଦ୍ଧା ଜିଲାରେ ମୋଟ ୬୪...

ଖତ ଖାଉଛି ସରକାରୀ ଆମ୍ବୁଲାନ୍ସ

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲାରେ ରୋଗୀ ପରିବହନ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକତାଠାରୁ କମ ସଂଖ୍ୟକ ଆମ୍ବୁଲାନ୍ସ ରହିଥିବା ବେଳେ ଚାଳକ ଅଭାବରୁ ବହୁ ଗାଡ଼ି ଅଚଳ ହୋଇ ପଡ଼ିରହିଛି। ବର୍ଷ ବର୍ଷ ଧରି ଖରାବର୍ଷାରେ ପଡ଼ିରହି ଏହା...

ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇଁ ବାଟ ଫିଟିଲା

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲା ବାରିପଦା ମୁଢିର ସ୍ବତନ୍ତ୍ର ସ୍ବାଦ ରାଜ୍ୟ ତଥା ଦେଶ ବିଦେଶରେ ପରିଚିତ। ଜିଲାର ଶତପ୍ରତିଶତ ଲୋକ ମୁଢିକୁ ପ୍ରତିଦିନ ବ୍ୟବହାର କରିଥାନ୍ତି। ମୁଢି ମାଂସର ଚାହିଦା ପାଇଁ ବାରିପଦା ମୁଢ଼ି ପ୍ରସିଦ୍ଧ। ମେଳା ମହୋତ୍ସବ,ଭୋଜି...

ରାଇରଙ୍ଗପୁରରେ ନିର୍ମାଣ ହେବ ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସର୍କିଟ ହାଉସ୍‌

ବାରିପଦା ଅଫିସ,୨୭ା୮: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମାଟିର ଝିଅ ତଥା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିମନ୍ତେ ୫୦କୋଟି ଟଙ୍କା ବ୍ୟୟ ଅଟକଳରେ ସ୍ବତନ୍ତ୍ର ସର୍କିଟ ହାଉସ ନିର୍ମାଣ କରାଯିବ। ଏ ନେଇ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଷ୍ଟ୍ରପତିଙ୍କ...

ବିଲକୁ ଯାଉଥିବା ବେଳେ ଝାମ୍ପିନେଲା ଭାଲୁ

ଠାକୁରମୁଣ୍ଡା,୨୬ା୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅଧୀନ ସାଲେଇବେଡ଼ା ପଞ୍ଚାୟତର କାଶୀବେଡ଼ା ଗ୍ରାମରେ ଶୁକ୍ରବାର ଭାଲୁ ଆକ୍ରମଣରେ ଦମ୍ପତି ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି...

ମରାମତି ନ ହେଲେ ଆନ୍ଦୋଳନ

ସାରସକଣା,୨୬ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥ ମରଣଯନ୍ତା ପାଲଟିଛି। ବର୍ଷେ ହେଲା ଏହି ରାଜପଥର ଝାରପୋଖରିଆ ନିକଟସ୍ଥ ଓଭରବ୍ରିଜ୍‌ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ଏହି ରାସ୍ତାଟି ଝାରପୋଖରିଆସ୍ଥିତ ବିଦ୍ୟାଳୟ ଏବଂ ଦୁଇଟି...

ଖଟିଆରେ ବୁହାହେଲେ ରୋଗୀ

ବାରିପଦା ଅଫିସ/ କୁଳିଅଣା,୨୬ା୮(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଳକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଜିଆଣି ସାହି(ପଳାଶବଣି) ଗ୍ରାମର ଜଣେ ରୋଗୀଙ୍କୁ ଗ୍ରାମବାସୀ ଖଟିଆରେ ବୋହି ନାଳ ପାରି କରିବା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନେବା ଚର୍ଚ୍ଚାର ବିଷୟ...

ବଢ଼ୁଛି ହାତୀ ଉପଦ୍ରବ: ପୁଣି ନେଲା ୨ ଜୀବନ

ମୋରଡ଼ା,୨୪।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ବନବିଭାଗ ଏହାକୁ ରୋକିବାରେ ଅସଫଳ ହେଉଥିବା ମଧ୍ୟ ଲୋକେ ଅଭିଯୋଗ କରୁଛନ୍ତି। ହାତୀ ଆକ୍ରମଣରେ ପୁଣି ଦୁଇଜଣଙ୍କ ମୃତ୍ୟୁ ଘଟଛି ।...

ଶିମିଳିପାଳର ଆକର୍ଷଣ ଯୋରନ୍ଦା ଜଳପ୍ରପାତ

ବାରିପଦା ଅଫିସ,୨୪।୮: ବିଶ୍ୱ ବିଖ୍ୟାତ ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟପୂର୍ଣ୍ଣ ଦୃଶ୍ୟ ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଟ କରିଥାଏ। ଏଠାକାର ସବୁଜ ପାହାଡ଼ରୁ ଝରି ପଡୁଥିବା ଜଳପ୍ରପାତର ମନୋରମ ଦୃଶ୍ୟକୁ ଦେଖି ଲୋକେ ବେଶ ଆନନ୍ଦିତ ହୋଇଥାନ୍ତି। ଏହି ଭଳି ଏକ...

କାନ୍ଥ ପଡ଼ି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ବାରିପଦା ଅଫିସ,୨୩।୮: କାନ୍ଥ ପଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩ ବର୍ଷର ଶିଶୁ ପୁତ୍ର ଏବଂ ମା’। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଳକ ଅଧୀନ ଉଦଳା...

ମର୍ନିଂୱାକ ବେଳେ ଝାମ୍ପିନେଲେ ସୁନାଚେନ

ଉଦଳା,୨୧।୮(ଡି.ଏନ୍‌.ଏ.): ମର୍ନିଂଓ୍ବାକ ବେଳେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କ ବେକରୁ ସୁନାଚେନ୍‌ ଝାମ୍ପି ନେଇଛନ୍ତି। ରବିବାର ଏଭଳି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଉଦଳା ଏନ୍‌ଏସି ଅଧୀନ ୩ ନମ୍ବର ୱାର୍ଡରେ। ୱାର୍ଡର ମିତାରାଣୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri