ଘର ଭିତରକୁ ପଶିଗଲା କାର
ବାରିପଦା ଅଫିସ,୧।୭: ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ମଞ୍ଚାବନ୍ଧାଠାରେ ଦୁଇ କାର ମଧ୍ୟରେ ଧକ୍କା ହୋଇଛି। ଏଥିରେ ଗୋଟିଏ କାର ଜଣଙ୍କ ଘର ଭିତରକୁ ପଶିଯାଇଛି। ଅନ୍ୟ କାରଟି ରାସ୍ତା ପାଶର୍ବରେ ଓଲଟି ପଡିଥିଲା । ଫଳରେ କାର ମଧ୍ୟରେ…
୩ ବର୍ଷ ହେବ ନିଜେ ଚାକିରିରୁ ବିଦା: ଚାକିରି ଦେବା ନାଁରେ କରୁଥିଲେ ଠକେଇ
ଉଦଳା,୩୦ା୬(ସନ୍ତୋଷ କୁମାର ବାଚ୍ଛିନୀ): ଡାକ୍ତରଖାନାରେ ଚିକିରି କରାଇଦେବାକୁ କହି ଟଙ୍କା ଲୁଟୁଥିବା ଅଭିଯୋଗରେ ଉଦଳା ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଉଦଳା ଏନ୍ଏସି ୪ ନଂ. ୱାର୍ଡର ରଜତ କୁମାର ପାତ୍ର। ଚାକିରି କରାଇଦେବାକୁ କହି ଲୋକଙ୍କ ନିକଟରୁ…
‘ଜନପ୍ରତିନିଧିଙ୍କୁ ଅବହେଳା କରାଯାଉଛି’
ବାରିପଦା,୨୯ା୬(ନୀଳାଦ୍ରି ବିହାରୀ ଦଣ୍ଡାପଟ): ଓଡ଼ିଶାବାସୀ ଭୋଟ ଦେଇ ନିର୍ବାଚିତ କରିଥିବା ଜନପ୍ରତିନିଧିମାନଙ୍କୁ ଅବହେଳା କରାଯାଉଛି। ମନ୍ତ୍ରୀ, ବିଧାୟକମାନେ ହାତଯୋଡି ଭୟଭୀତ ଅବସ୍ଥାରେ ରହୁଛନ୍ତି। ଏଭଳି କାର୍ଯ୍ୟକଳାପକୁ ଓଡ଼ିଶାବାସୀ ହୃଦୟଙ୍ଗମ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ଏହା ଏକ ଷଡ଼ଯନ୍ତ୍ର…
ଓଲଟିଲା ଯାତ୍ରୀଯାବାହୀ ବସ୍ ୧୫ରୁ ଊଦ୍ଧର୍ବ ଆହାତ
ବାରିପଦା,୨୭।୬: ଚନ୍ଦନେଶ୍ବରରୁ ବାରିପଦା ଆସୁଥିବା ଗୀତାଞ୍ଜଳୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ମଙ୍ଗଳବାର ଭାରସ୍ୟାମ ହରାଇ ଏକ ଗଛରେ ପିଟି ହୋଇ ରାସ୍ତା ପାଶର୍ବକୁ ଓଲଟିପଡିଛି । ଫଳରେ ୧୫ରୁ ଊଦ୍ଧର୍ବ ଯାତ୍ରୀ ଆହତ ହୋଇଛନ୍ତି । ବାରିପଦା-ଅମର୍ଦ୍ଦାରୋଡ ରାସ୍ତାର…
ଶିକାରୀ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ଘଟଣା:୧୦ ଗିରଫ
ବାରିପଦା,୨୪।୬: ଶିମିଳିପାଳ ଅଭୟାରଣ୍ୟର ଶିକାରୀ ଗୁଳିରେ ଫରେଷ୍ଟରଙ୍କ ମୃତ୍ୟୁ ଘଟଣାରେ ୧୦ ଅଭିଯୁକ୍ତ ଶିକାରୀ ଗିରଫ ହୋଇଛନ୍ତି । ଗିରଫ ଅଭିଯୁକ୍ତମାନେ ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଏଦେଲବେଡା ଗ୍ରାମର ବୋଲି ସୂଚନା ମିଳିଛି । ଗତ ୧୬ ତାରିଖରେ ବିଳମ୍ବିତ ରାତିରେ…
ଖୋଲିଲା ଏଜୁକେଶନାଲ ଇ-ଷ୍ଟୁଡିଓ
ବାରିପଦା, ୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ରାଜ୍ୟର ପ୍ରଥମ ଏଜୁକେଶନାଲ ଇ-ଷ୍ଟୁଡିଓର ଶୁଭାରାମ୍ଭ ହୋଇଛି। ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଯୋଗଦେଇ ଏହାକୁ ଉଦ୍ଘାଟନ…
ମୁକୁଳାପଡ଼ିଛି ଶିମିଳିପାଳ
ବାରିପଦା,୨୧।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିକାରୀଙ୍କ ଗୁଳିରେ ମାସକ ମଧ୍ୟରେ ଦୁଇ ବନ କର୍ମଚାରୀ ନିହତ ହେବା ପରେ ସୁରକ୍ଷା ଦାବି ନେଇ ବନ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସେମାନେ ପାଟ୍ରୋଲିଂ କରୁ ନ ଥିବାରୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମୁକୁଳା…
ବସ୍କୁ ଧକ୍କା ଦେଲା ବାଇକ୍: ବାପା ମୃତ, ପୁଅ ଗୁରୁତର
ବଡ଼ସାହି,୨୦।୬(ସ୍ବପ୍ର, ଦୀପକ ବୁଗୁଡେଇ): ମୟୂରଭଞ୍ଜ ଜିଲା ବଡ଼ାହି ଥାନା ଅଧୀନ ସାନକେରକ ଛକ ନିକଟରେ ଏକ ବସ୍ ବାଇକକୁ ଧକ୍କା ଦେଇଛି। ଏଥିରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ…
ଆଜି ପହଣ୍ଡି, ବୁଧବାର ରଥଯାତ୍ରା
ବାରିପଦା,୨୦ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀଶ୍ରୀ ହରିବଳଦେବ ଜୀଉ ବିଜେଙ୍କ ଜଗନ୍ନାଥ ମନ୍ଦିରରେ ସୋମବାର ନେତ୍ରୋସତ୍ବ ଅନୁଷ୍ଠିତ ହୋଇଯାଇଛି। ଏହା ସହିତ ତିନି ଦିଅଁଙ୍କ ନବଯୌବନ ସହ ରୂପା ବେଶ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇପଡ଼ିଛନ୍ତି। ମଙ୍ଗଳବାର…
ଋଣ କରାଇ ଦେବାକୁ କହି ଠକିନେଲେ ୬୨ ହଜାର
କୁଳିଅଣା,୧୯ା୬(ଆଦିକନ୍ଦ ସାହୁ): ୨ଲକ୍ଷ ଟଙ୍କା ଋଣ କରାଇ ଦେବାକୁ କହି ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ପାରୁଳିଆ ପଞ୍ଚାୟତ ବଡ଼ହଳଦିଆକନ୍ଦ ଗ୍ରାମର ଚନ୍ଦନ କୁମାର ପାତ୍ରଙ୍କଠାରୁ ସାଇବର ଠକ ୬୨ ହଜାର ଟଙ୍କା ଠକି ନେଇଥିବା ରବିବାର ଥାନାରେ ଅଭିଯୋଗ…
ଶିମିଳିପାଳ ଅଭୟାରଣ୍ୟ: ଶିକାରୀ ଗୁଳିରେ ଆଉ ଜଣେ ବନ କର୍ମଚାରୀ ମୃତ
ଠାକୁରମୁଣ୍ଡା,୧୭।୬ (ତାରାକାନ୍ତ ପଟ୍ଟନାୟକ): ଶିକାରୀଙ୍କ ଗୁଳିରେ ରକ୍ତରଞ୍ଜିତ ହୋଇପଡିଛି ଶିମିଳିପାଳ ଅଭୟାରଣ୍ୟ। ଶୁକ୍ରବାର ଅପରାହ୍ନରେ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଡିଭିଜନ ଅନ୍ତର୍ଗତ ଗାମଛାଚରଣ ବିଟ୍ ଅଞ୍ଚଳରେ ଶିକାରୀଙ୍କ ଗୁଳିରେ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଛ। ମୃତ ଫରେଷ୍ଟର ଜଣକ ଉପର ବାରହାକାମୁଡା…
ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା ଅଫିସ,୧୭।୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟର କିରାଣି ରାମଚନ୍ଦ୍ର ସେନଙ୍କ ଘରେ ଶନିବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ…
Archives


