ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ କରି ବାସଭବନ ଛାଡ଼ିଲେ ରାଷ୍ଟ୍ରପତି
ବାରିପଦା ଅଫିସ,୫ା୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ଦ୍ବିତୀୟ ଦିନର ଯାତ୍ରା ଆରମ୍ଭ କରିଥିଲେ। ଶୁକ୍ରବାର ସକାଳୁ ଘରୁ ବାହାରି ରାଇରଙ୍ଗପୁରସ୍ଥିତ ଜଗନ୍ନାଥ ମନ୍ଦିରକୁ ଯାଇ ଘଣ୍ଟି ବଜାଇ ଚତୁର୍ଦ୍ଧାମୂର୍ତ୍ତିକୁ ଦର୍ଶନ କରି ପୂଜାପାଠ…
ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ରାଷ୍ଟ୍ରପତି
ବାରିପଦା ଅଫିସ,୫ା୫: ଆଜି ଅର୍ଥାତ୍ ଶୁକ୍ରବାର ହେଉଛି ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ। ଏଥିପାଇଁ ମୟୂରଭଞ୍ଜର ଦାଣ୍ଡବୋଷ ଗାଁ ଚଳଚଞ୍ଚଳ ହୋଇଉଠିଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାଣ୍ଡବୋଷ ଗାଁକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।…
୪୫ ଟିକିଆ ହାତୀପଲଙ୍କୁ ନେଇ ଲୋକେ ଆତଙ୍କିତ
ମୋରଡ଼ା,୫।୫(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଓ ବେତନଟି ରେଞ୍ଜ୍ରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଛି। ହାତୀ ଉପଦ୍ରବକୁ ନେଇ ଅଞ୍ଚଳବାସୀ ଅତିଷ୍ଠ ହେଲେଣି। ଗୁରୁବାର ଦିନତମାମ ବ୍ଲକର ଶୁଖିଲାଖାଳି ଜଙ୍ଗଲରେ ୪୫ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଥିବାବେଳେ ସାରେ…
ଭାବବିହ୍ବଳ ହେଲେ ରାଷ୍ଟ୍ରପତି
ବାରିପଦା ଅଫିସ,୫ା୫: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଗୁରୁବାର ପ୍ରଥମ ଥର ପାଇଁ ଜନ୍ମ ମାଟିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ଭାବବିହ୍ବଳ ହୋଇ ପଡ଼ିଥିଲେ। ପିଲା ଦିନର କଥା ମନେ ପକାଇ ମା’, ବାପା ବେଶୀ ପାଠ ପଢ଼ି ନ…
ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ମୋରଡା,୪।୫(ଡି.ଏନ.ଏ.): ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି। ସୂଚନାନୁଯାୟୀ, ରାସଗୋବିନ୍ଦପୁର ରେଞ୍ଜ ଅଧିନ ସଂଘାଡ଼ିହି ଗ୍ରାମର ମଙ୍ଗଲ ହେମ୍ବ୍ରମ (୩୮) ବୁଧବାର ରାତିରେ ବିଲକୁ ଯାଇଥିବା ସମୟରେ ସେଠାରେ ହାତୀ ହାବୁଡ଼ରେ ପଡିଯାଇଥିଲେ। ଯାହା ଫଳରେ ହାତୀ…
ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଜନ୍ମମାଟି
ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତକୁ ନେଇ ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ ହୋଇପଡ଼ିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ପ୍ରଶାସନ ତତ୍ପର ହୋଇପଡ଼ିଛି। ସମଗ୍ର ମୟୂରଭଞ୍ଜବାସୀ…
ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ
ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ…
ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ
ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ…
ଶିମିଳିପାଳରୁ କଳାବାଘର ମୃତଦେହ ଜବତ: ସନ୍ଦେହରେ ଶିକାରୀ ଓ କର୍ମଚାରୀ
ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘର ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭୁବନେଶ୍ୱର ପିସିସିଏଫ୍ ସୁଶୀଲ କୁମାର ପୋପଲି ପ୍ରକାଶ କରିବା ସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ…
ନିର୍ବାଚନ ଦାୟିତ୍ୱରେ ଥିବା କନଷ୍ଟେବଲଙ୍କ ମୃତ୍ୟୁ
ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ଉପନିର୍ବାଚନ ଦାୟିତ୍ୱରେ ଥିବା ଜଣେ ପୋଲିସ କନଷ୍ଟେବଲଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଖୁଣ୍ଟା ଥାନା ଅଞ୍ଚଳର ଟିକାୟତ ନାଏକ(୫୦) । ସେ ବୈଶିଙ୍ଗା ଥାନାରେ କାର୍ଯ୍ୟ କରନ୍ତି । ପଞ୍ଚାୟତ…
ଜିଲାରେ ୧ଲକ୍ଷ ୨୯ହଜାର ୧୪୮ ନିର୍ମାଣ ଶ୍ରମିକ ପଞ୍ଜୀକୃତ
ବାରିପଦା ଅଫିସ,୧ା୫: ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଜିଲା ଶ୍ରମ କାର୍ଯ୍ୟାଳୟ ଓଟଦ ଆନୁକୂଲ୍ୟରେ ବାରିପଦା ମୁର୍ଗାବାଡିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଛି । ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ…
Archives


