ମୟୂରଭଞ୍ଜ

ବାରିପଦାରେ ଲଭ୍‌ ଜିହାଦ୍‌କୁ ନେଇ ଉତ୍ତେଜନା: କୋର୍ଟ ମ୍ୟାରେଜ ପୂର୍ବରୁ ବର, ବରଯାତ୍ରୀକୁ ଟେକିନେଲା ପୋଲିସ

ବାରିପଦା,୧୭।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରରେ ମଙ୍ଗଳବାର ‘ଲଭ୍‌ ଜିହାଦ୍‌’ ଭଳି ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ପରିବାର…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ ହେବାକୁ ଯାଇଥିବା ସମୟରେ ସାନ ଭଉଣୀକୁ ଅଭିଯୁକ୍ତମାନେ ନେଇ ଗଣବଳାତ୍କାର ହୋଇଥିବା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ ମିଳିଛି । ହାତୀ ଆକ୍ରମଣରେ ଉକ୍ତ ବ୍ଲକ ଅଞ୍ଚଳର ଜଣେ ବୃଦ୍ଧଙ୍କ ମୃତ୍ୟୁ…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କ୍‌ସନ ସାଇଟ୍‌କୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ ପେଟ୍ରୋଲ ଢାଳି ଜୀବନ୍ତ ଜାଳିଦେବାକୁ ଉଦ୍ୟମ କରିଛି। ଏହି ସଂଘାତିକ ଆକ୍ରମଣରେ ଶାଶୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ ସ୍ପଷ୍ଟ ସୂଚନା ଜଣାପଡିଛି। କଲରାପତରିଆ ବାଘ ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବ,କ ଆଜି ସକାଳେ ଗାଁ ଲୋକେ ପୋଖରୀକୁ ଗାଧୋଇବାକୁ ଯାଇଥିବା…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏହି ସୂଚନା ଦେଇଛନ୍ତି। ବାଘୁଣୀ ଜିନ୍ନତ ୪ଟି ଛୁଆ ଜନ୍ମ…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର ପ୍ରାଣୀ ଭାରତୀୟ ମାଉସ୍‌ ଡିଅର(ମସଚିଓଲା ଇଣ୍ଡିକା) ଦେଖିବାକୁ ମିଳିଛି। ଯାହାର ଫଟୋ ଏବେ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଣିଷର ଦୁଇଟି କ୍ଷତାକ୍ତ ଗୋଡ଼ ପଡିରହିଥିବା ବେଳେ ମଣିଷର…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ଶରତ କୁମାର ମହାନ୍ତଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?