ବଜ୍ରପାତ ନେଲା ୮ ଜୀବନ
ରୂପସା(ବାଞ୍ଛାନିଧି ଦେ)/ବସ୍ତା(ହରିଶଙ୍କର ପାଢୀ)/ତିହିଡ଼ି/ଚାନ୍ଦବାଲି(ସଞ୍ଜିତ୍ ବଳ/କିଶାନ ପାତ୍ର/ଅଶୋକ ପଣ୍ଡା)/ବୈଶିଙ୍ଗା( ରତନ ଦାଶ), ୧୬ା୮- ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ବୁଧବାର ବଜ୍ରପାତ ହୋଇ ୮ ଜଣଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱର ଜିଲାରେ ୪, ଭଦ୍ରକରେ ୩ ଓ ମୟୂରଭଞ୍ଜ ଜିଲାରେ ଜଣଙ୍କର…
କାଲିଠୁ ଆଜି ପର୍ଯ୍ୟନ୍ତ ଖୋଲାଯାଇନି ଜାତୀୟ ପତାକା
ମୋରଡ଼ା,୧୬ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଧଡ଼ାସାହି ପଞ୍ଚାୟତରେ ଜାତୀୟ ପତାକାକୁ ଅସମ୍ମାନ ହୋଇଥିବାର ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ମଙ୍ଗଳବାର ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଏହି ପଞ୍ଚାୟତରେ ଥିବା ମିଶନ ଶକ୍ତି ଗୃହ ସମ୍ମୁଖରେ ମିଶନ…
୧୮ରେ ବ୍ଲକ କାର୍ଯ୍ୟାଳୟ ଘେରାଉ କରିବ କଂଗ୍ରେସ
ମୋରଡ଼ା,୧୬ା୮(ସ୍ମାରକ ମାଜୀ): ଚଳିତ ମାସ ୧୮ ତାରିଖରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାର୍ଯ୍ୟାଳୟ ଅଫିସ ଘେରାଉ କରିବ ବ୍ଲକ କଂଗ୍ରେସ କମିଟି। ଏନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ବ୍ଲକ କଂଗ୍ରେସ…
ମଧ୍ୟାହ୍ନଭୋଜନ ପାଇଁ ଧାରଣାରେ ବସିଲେ ଛାତ୍ରୀଛାତ୍ର
ମୋରଡ଼ା,୧୬ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅନ୍ତର୍ଗତ ଗଡ଼ିଗାଁ ପଞ୍ଚାୟତର ମାକୁନ୍ଦ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଓ ବୁଧବାର ଧାରଣାରେ ବସିଛନ୍ତି। ସୂଚନାନୁଯାୟୀ, ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ସପ୍ତମ ଶ୍ରେଣୀରେ ମୋଟ୍ ୧୩୨ ଜଣ ଛାତ୍ରୀଛାତ୍ର ଅଧ୍ୟୟନ…
ସ୍ବାଧୀନତା ଦିବସରେ ରୋଗୀଙ୍କୁ ଖାଦ୍ୟ ବାଣ୍ଟିଲା ଯୁବ କଂଗ୍ରେସ
ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଯୁବ କଂଗ୍ରେସ ନିଆରା ଢଙ୍ଗରେ ପାଳିତ କରିଛି ସ୍ବାଧୀନତା ଦିବସ l ଏହି ଅବସରରେ ବ୍ଲକ ଯୁବ କଂଗ୍ରେସ ବରିଷ୍ଠ କଂଗ୍ରେସ ନେତା ପ୍ରଭାସକର ମହାପାତ୍ରଙ୍କ ସହଯୋଗରେ ତଥା ମୋରଡା ନିର୍ବାଚନମଣ୍ଡଳୀ ଯୁବ…
ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ
ମୋରଡା,୧୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ବ୍ଲକର ଚିତ୍ରଡାସ୍ଥିତ ବ୍ଲକ କାର୍ଯ୍ୟାଳୟ, ଚିତ୍ରଡା ମହାବିଦ୍ୟାଳୟ, ପୋଷ୍ଟ ଅଫିସ, ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟ, ମୋରଡାସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ…
ମୋରଡ଼ା ଗସ୍ତରେ ୫-ଟି ସଚିବ, ଛାତ୍ରୀଛାତ୍ରଙ୍କ ସହ ନେଲେ ସେଲ୍ଫି
ମୋରଡ଼ା,୧୨ା୮(ସ୍ମାରକୀ ମାଜୀ): ୫-ଟି ସଚିବ ଭି.କେ ପାଣ୍ଡିଆନ ଶୁକ୍ରବାରଠାରୁ ଦୁଇଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଥିବା ବେଳେ ଆଜି ଦ୍ୱିତୀୟ ଦିନରେ ହେଲିକପ୍ଟର ଯୋଗେ ମୋରଡ଼ା ବ୍ଲକ ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ ପହଞ୍ଚିଥିଲେ। ଆୟୋଜିତ ସଭାରେ ଯୋଗଦେଇ ଲୋକଙ୍କ ଅଭିଯୋଗ, ପ୍ରସ୍ତାବଗୁଡ଼ିକୁ…
ମିନି ଷ୍ଟାଡିୟମର ନାମକରଣକୁ ନେଇ ତେଜିଲା ବିବାଦ
ମୋରଡା,୧୧।୮(ସ୍ମାରକ ମାଜୀ): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଶନିବାର ମୟୂରଭଞ୍ଜ ଜିଲା ମୋରଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ବ୍ଲକର ଚିତ୍ରଡ଼ାସ୍ଥିତ ପାଟପୁର ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ହେଲେ ମିନି ଷ୍ଟାଡିୟମର…
ଜଙ୍ଗଲ ଭିତରେ ଲୁଚାଇ ରଖିଥିବା ୭ଟି ଦେଶୀ ବନ୍ଧୁକକୁ ଉଦ୍ଧାର କଲା ବନ ବିଭାଗ
ଠାକୁରମୁଣ୍ଡା,୯।୮(ତାରାକାନ୍ତ ପଟ୍ଟନାୟକ) କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳରୁ ଶିକାରୀମାନେ ଜଙ୍ଗଲରେ ଲୁଚାଇ ରଖିଥିବା ୭ ଟି ଦେଶୀ ବନ୍ଧୁକକୁ ଉଦ୍ଧାର କରିଛି ବନ ବିଭାଗ। ବୁଧବାର ସ୍ଥାନୀୟ ଲୋକ ପ୍ରତିନିଧି ଓ ବନକର୍ମଚାରୀ ମାନେ ବନ୍ଧୁକକୁ ଉଦ୍ଧାର କରି ଠାକୁରମୁଣ୍ଡା…
ଶିମିଳିପାଳ ସୁରକ୍ଷା ନେଇ ପୋଲିସ ଡିଜିଙ୍କ ସମୀକ୍ଷା, ୧୬୫ଟି ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଜବତ
ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ) କ୍ଲିନ ଶିମିଳିପାଳ ଅପରେଶନ ସମ୍ପର୍କରେ ବୁଧବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଡିଜି ସୁନୀଲ କୁମାର ବଂସାଲ ସମୀକ୍ଷା କରିଛନ୍ତି । ମୟୂରଭଞ୍ଜ ଜିଲା ଗସ୍ତରେ ଆସି ସେ ପୂର୍ବାହ୍ନ ୧୦ଟାରେ ଜିଲା ପୋଲିସ ମୁଖ୍ୟାଳୟରେ ପୋଲିସ ଓ…
ଅନୁଦାନ ରାଶିକୁ ନେଇ ଉଦ୍ବେଗ
ବାରିପଦା,୯।୮(ନୀଳାଦ୍ରି ବିହାରୀ ଦଣ୍ଡାପାଟ): ମୟୂରଭଞ୍ଜ ଜିଲାର ଐତିହ୍ୟ ବହନ କରୁଥିବା ମା’ କୀଚକେଶ୍ୱରୀ ମନ୍ଦିରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପ୍ରଦତ୍ତ ଅନୁଦାନ ରାଶିକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟ ଜିଲାର ଦେବାଦେବୀ ମନ୍ଦିର…
ଅଧା ରାସ୍ତାରେ ଅଚଳ ହେଲା ଆମ୍ବୁଲାନ୍ସ, ଦୁଇ ଘଣ୍ଟା ଧରି ପଡ଼ିରହିଲେ ରୋଗୀ
ମୋରଡ଼ା,୬ା୮(ସ୍ମାରକ ମାଜୀ): ଲୋକଙ୍କୁ ଯଥାଶୀଘ୍ର ଉନ୍ନତସେବା ଯୋଗାଇ ଦେବା ପାଇଁ ସରକାର ୧୦୮ ଆମ୍ବୁଲାନ୍ସ ବ୍ୟବସ୍ଥା କରିଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଚିତ୍ରଡ଼ାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗୋଟିଏ ୧୦୮ ଆମ୍ବୁଲାନ୍ସ ଅଧା ରାସ୍ତାରେ ଖରାପ ହେବା…

