ମୟୂରଭଞ୍ଜ

ନାବାଳକଙ୍କୁ ଉଦ୍ଧାର କଲା ପ୍ରଶାସନ

ମୋରଡା,୧୯।୪(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ମୋରଡ଼ା-ରାସଗୋବିନ୍ଦପୁର ବ୍ଲକର ସୀମାନ୍ତ ସୁବର୍ଣ୍ଣରେଖା କେନାଲ ନିର୍ମାଣ କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ ହେବା ସମ୍ପର୍କିତ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପ୍ରଶାସନ ତତ୍ପର ହୋଇଛି। ପ୍ରଶାସନିକ ଅଧିକାରୀମାନେ ଚଢ଼ାଉ କରି ମଙ୍ଗଳବାର ନିର୍ମାଣସ୍ଥଳରୁ ଜଣେ…

ନମୁନା ସଂଗ୍ରହ କଲା ବନବିଭାଗ

ମୋରଡା,୧୯।୪(ଡି.ଏନ.ଏ)ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ରେଞ୍ଜ ଜୁଆଳିଭଙ୍ଗା ପଞ୍ଚାୟତର ଭଦ୍ରାଶୋଳର ଅସନବଣି ଜଙ୍ଗଲରୁ ହାତୀଛୁଆର ଗଳିତ ମୃତଦେହ ଜବତ ପରେ ବନ ବିଭାଗ ତଦନ୍ତ ଜାରି ରଖିଛି। ମଙ୍ଗଳବାର ମୃତ ହାତୀର ନମୁନା ସଂଗ୍ରହ କରିଛି। ଡିଏଫ୍‌ଓ ସନ୍ତୋଷ…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର,୧୭ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ କଇଁପୁର ଗ୍ରାମର ଜଣେ ମହିଳାଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସାଉନା ମୁର୍ମୁଙ୍କ ସ୍ତ୍ରୀ ଥୁଲି(୩୦)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ…

ଅସନବଣି ସଂରକ୍ଷିତ ଜଙ୍ଗଲରୁ ଗଳିତ ହାତୀଛୁଆ ମୃତଦେହ ଜବତକଲା ବନ ବିଭାଗ

ମୋରଡ଼ା/ବେତନଟୀ,୧୭ା୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ଭଦ୍ରାଶୋଳର ଅସନବଣି ସଂରକ୍ଷିତ ଜଙ୍ଗଲରୁ ଏକ ହାତୀଛୁଆର ଗଳିତ ମୃତଦେହ ବନ ବିଭାଗ ଜବତ କରିଛି। ଉକ୍ତ ହାତୀର ବୟସ ୧ ବର୍ଷ ହେବ। ସପ୍ତାହେ ପୂର୍ବରୁ…

ଶିଶୁଶ୍ରମିକ ନିୟୋଜିତ କରୁଛି ଠିକା ସଂସ୍ଥା

ମୋରଡ଼ା,୧୬ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା-ରାସଗୋବିନ୍ଦପୁର ବ୍ଲକ୍‌ରେ ଚାଲିଥିବା ସୁବର୍ଣ୍ଣରେଖା କେନାଲ ନିର୍ମାଣରେ ଶିଶୁ ଶ୍ରମିକ କାମ କରୁଛନ୍ତି। କାର୍ଯ୍ୟ ନେଇଥିବା ଠିକା ସଂସ୍ଥା ସରକାରୀ ନିୟମ ଉଲ୍ଲଘଂନ କରି ନାବାଳକଙ୍କୁ ଡମ୍ପର ଡ୍ରାଇଭର ଓ ହେଲପର ଭାବେ ନିୟୋଜିତ କରିଥିବା ଓ…

ରାଷ୍ଟ୍ରପତିଙ୍କ ଗ୍ରାମରେ ମିଶନ ‘ସୌରାୟଣ’ର ଶୁଭାରମ୍ଭ

ବାରିପଦା ଅଫିସ,୧୪।୪: ମୟୂରଭଞ୍ଜ ଜିଲା କୁସୁମୀ ବ୍ଲକ୍‌ ବାଦାମପାହାଡ଼ସ୍ଥିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ସମୃଦ୍ଧ ଏସ୍‌ଏଲ୍‌ଏସ୍‌ ସ୍ମାରକୀ ଆବାସିକ ବିଦ୍ୟାଳୟରେ ଅଭିଳାଷପୂର୍ଣ୍ଣ ମିଶନ ‘ସୌରାୟଣ’ର ଶୁଭାରମ୍ଭ କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ଅକ୍ଷୟ ଶକ୍ତି ନୀତି-୨୦୨୨ ଓ…

ଶିମିଳିପାଳ,କୁଲଡିହାରେ୨ ହାତୀ ମୃତ

ବାରିପଦା ଅଫିସ/ନୀଳଗିରି,୧୩ା୪(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଶିମିଳିପାଳ ଓ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ କୁଲଡିହା ଅଭୟାରଣ୍ୟରେ ୨ ହାତୀଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କପ୍ତିପଦା ରେଞ୍ଜ ରାଇପାଲ ବିଟ୍‌ ଶାରୀଶୁଆ ସେକ୍ସନ ପଦ୍ମପୋଖରୀ ଅଞ୍ଚଳରୁ ବୁଧବାର ବନ…

ଶୂନ୍ୟ ମୃତ୍ୟୁ ସପ୍ତାହରେ ୪ ଜୀବନ ଗଲା

ବାରିପଦା ଅଫିସ,୧୧।୪: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବାକୁ ନେଇ ସପ୍ତାହବ୍ୟାପି ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନରେ ମୟୂରଭଞ୍ଜ ଜିଲା ପରିବହନ ଓ ପୋଲିସ ପ୍ରଶାସନ ଫେଲ ମାରିଛି। ସପ୍ତାହକ ମଧ୍ୟରେ ଜିଲାର ୧୪ଟି ବ୍ଳକ ଅଞ୍ଚଳରେ ୪ଜଣଙ୍କ ସଡ଼କ ଦୁର୍ଘଟଣାରେ…

ଥଇଥାନ ଦାବି କଲେ ବାସହରା ଲୋଧା ସମ୍ପ୍ରଦାୟ ଲୋକେ

ଉଦଳା,୧୧।୪(ଡି.ଏନ.ଏ.): ବନ ବିଭାଗ ପକ୍ଷରୁ ଗତ ୩ତାରିଖରେ ଉଦଳା ଥାନା ଅନ୍ତର୍ଗତ ପାଟଶାଣୀପୁର ପଞ୍ଚାୟତର ଅମ୍ବିକାଦେଇପୁର ଗ୍ରାମ ଜାମପାଣିରେ ଥିବା ଲୋଧା ସମ୍ପ୍ରଦାୟର ୨୮ ଘର ଉଚ୍ଛେଦ କରାଯାଇଥିଲା। ଏହାର ପ୍ରତିବାଦରେ ସୋମବାର ଉକ୍ତ ଗ୍ରାମର ଶତାଧିକ ମହିଳା ପୁରୁଷ, ଯୁବତୀ…

ବଜ୍ରପାତ ନେଲା ୪ଜୀବନ: ଶବ ସଂସ୍କାର କରିବାକୁ ଯାଇଥିବା ୩ ମହିଳା ମୃତ

ପ୍ରକୃତି କୋପର ଶିକାର କିଏ କେତେବେଳେ ଯେ ହେବ ତାହା କେହି କଳନା କରି ପାରିବେ ନାହିଁ। କେହି କିଛି ଭାବିବା ପୂର୍ବରୁ ଅକାଳରେ ଚାଲିଯାଏ ଜୀବନ। ଶନିବାର ବଜ୍ରପାତରେ ୨ଟି ସ୍ଥାନରେ ୪ ଜୀବନ ଚାଲିଯାଇଛି । ମୟୂରଭଞ୍ଜ ଜିଲା…

ବଜ୍ରପାତ ନେଲା ୩ ମହିଳାଙ୍କ ଜୀବନ,୫ ଆହତ

ବାରିପଦା ଅଫିସ,୮ା୪: ମୟୂରଭଞ୍ଜ ଜିଲା ଏନ୍‌ଏସିରେ ଶନିବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। କରଞ୍ଜିଆ ଏନ୍‌ଏସିର ୧୫ ନଂ ଓ୍ବାର୍ଡର ଜଣେ ମହିଳାଙ୍କ ମୃତଦେହ ସତ୍କାର କରିବା ପାଇଁ ପରିବାର ଓ ଆତ୍ମୀୟ ସ୍ବଜନ ଆସି ଶ୍ମଶାନକୁ ନେଇଥିଲେ। ଏହି…

ଯୌତୁକ ଦାବିରେ ମହିଳାଙ୍କୁ ନିର୍ଯାତନା

ଗୋପବନ୍ଧୁ ନଗର,୭।୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ କୁଶଳଦା ପଞ୍ଚାୟତ ଅନ୍ତର୍ଗତ ବଣକାଟି ଗ୍ରାମର ଜବାମଣି ହେମ୍ବ୍ରମଙ୍କୁ ତାଙ୍କ ସ୍ବାମୀ ଯୌତୁକ ଦାବିରେ ନିର୍ଯାତନା ଦେଇଥିବା ନେଇ ଖୁଣ୍ଟା ଥାନାରେ ଅଭିଯୋଗ ହୋଇଛି। ଜବାମଣି ୮ବର୍ଷ ତଳେ କପ୍ତିପଦା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri