ପରୀକ୍ଷାଫଳକୁ ନେଇ ଦ୍ବନ୍ଦ୍ୱରେ ଛାତ୍ରୀଛାତ୍ର
ବାରିପଦା ଅଫିସ,୭ା୪: ବାରିପଦା ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମ୍ମିଳିତ ବି.ଇଡି. ଏମ.ଇଡି. ଛାତ୍ରୀଛାତ୍ରମାନଙ୍କ ପରୀକ୍ଷାଫଳକୁ ନେଇ ଲାଗିଥିବା ଦ୍ୱନ୍ଦ୍ୱର ସମାଧାନ ପାଇଁ ଦାବି କରିଛନ୍ତି। ବିଭାଗର ଶେଷ ବର୍ଷ ଛାତ୍ର ତଥା ମୟୂରଭଞ୍ଜ ଜିଲା ବିଜୁ ଛାତ୍ର…
୫ ଦିନରେ ୨୪୪୨ ମାମଲା
ବାରିପଦା ଅଫିସ,୬ା୪: ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବାକୁ ନେଇ ସପ୍ତାହବ୍ୟାପି ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନରେ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗର ନିର୍ଦ୍ଦେଶ କ୍ରମେ ଜିଲାରେ ଏପ୍ରିଲ…
୭ ଘଣ୍ଟା ଅଟକ ରହିଲେ ବନ କର୍ମଚାରୀ
ଉଦଳା, ୬ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ଦୀର୍ଘଦିନ ହେବ ବସବାସ କରୁଥିବା ଲୋଧା ସମ୍ପ୍ରଦାୟ ପରିବାରଗୁଡ଼ିକୁ ଉଚ୍ଛେଦ ଦାବି ନେଇ ଉତ୍ତେଜନା ଲାଗି ରହିଥିଲା। ବୁଧବାର ଅଖଣ୍ଡ ଶିକାର ରୋକିବା ଲାଗି ସଚେତନତା କାର୍ଯ୍ୟକ୍ରମରେ ବନବିଭାଗ ଅଧିକାରୀ ଏବଂ…
ସଡ଼କ ଦୁର୍ଘଟଣାରେ ଚାଲିଗଲା ଅବସରପ୍ରାପ୍ତ ଶିକ୍ଷକଙ୍କ ଜୀବନ
ବାରିପଦା ଅଫିସ,୪।୪: ୧୮ନଂ ଜାତୀୟ ରାଜପଥର କଚିମବିଲା ନିକଟ ସଡ଼କ ଦୁର୍ଘଟଣାରେ ମଙ୍ଗଳବାର ଜଣେ ଅବସରପ୍ରାପ୍ତ ହାଇସ୍କୁଲ ପ୍ରଧାନଶିକ୍ଷକଙ୍କର ମୃତ୍ୟୁ ଘଟିଛି। ସେ ହେଲେ କେଶବ ଚନ୍ଦ୍ର ସାହୁ(୬୩)। ଖବରପାଇ ବେତନଟୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଜବତ…
ସ୍କୁଟିକୁ ଧକ୍କା ଦେଲା ବସ୍: ଯୁବତୀଙ୍କ ଜୀବନ ଗଲା, ଜଣେ ଆହତ
ବାରିପଦା ଅଫିସ,୩ା୪: ବାରିପଦା-ଉଦଳା ରାସ୍ତାର କୃଷ୍ଣଚନ୍ଦ୍ର ଗୋଲାଇଠାରେ ସୋମବାର ଦୁଲାରୀ ନାମକ ଏକ ଯାତ୍ରୀବାହୀ ବସ୍ ସ୍କୁଟିକୁ ଧକ୍କା ଦେବାରୁ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଯୁବତୀ ଆହତ ହୋଇଛନ୍ତି। ମୃତ ଯୁବତୀ ଜଣଙ୍କ ହେଲେ ରଶ୍ମିତା…
ଉଦ୍ଧାର ହରିଣର ମୃତ୍ୟୁ
ବାରିପଦା ଅଫିସ,୨।୪: ଶିମିଳିପାଳ ଅଭୟାରଣ୍ୟରୁ ବାଟବଣା ହୋଇଥିବା ଏକ ହରିଣକୁ ବନ ବିଭାଗ ଉଦ୍ଧାର କରିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ବନ ବିଭାଗ ହରିଣ ମୃତଦେହ ବ୍ୟବଚ୍ଛେଦ କରାଇ ତଦନ୍ତ ଜାରି ରଖିଛି। ରବିବାର ବାରିପଦା ମଞ୍ଚାବନ୍ଧାସ୍ଥିତ…
ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ମହିଳା
ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ଶାମାଖୁଣ୍ଟା ବ୍ଲକ ଅଧୀନ ଇଟାମୁଣ୍ଡିଆ ଗ୍ରାମ ବନଦୁର୍ଗା ଉଚ୍ଚ ବିଦ୍ୟାଳୟର ସଫେଇ କର୍ମଚାରୀ (ସୁଇପର) ପଦବୀରେ ନିଯୁକ୍ତିକୁ ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଥିଲା। ଚଞ୍ଚକତା ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଥିବା ପ୍ରତିବାଦରେ ଉତ୍ତ୍ୟକ୍ତ ମହିଳାମାନେ ବିଦ୍ୟାଳୟରେ…
ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ନାକ୍ ଟିମ୍
ବାରିପଦା ଅଫିସ,୨୮ା୩: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଶୈକ୍ଷିକ ଓ ବୌଦ୍ଧିକ ପରିବେଶର ମୂଲ୍ୟାଙ୍କନ ଏବଂ ସ୍ବୀକୃତି ନିମନ୍ତେ ନାକ୍ର ଏକ ୫ ଜଣିଆ ଟିମ୍ ବିଶ୍ୱବିଦ୍ୟାଳୟକୁ ଆସିଛନ୍ତ। ଏହି ଟିମ୍ରେ ଆଗ୍ରାର ଡ.ବି.ଆର୍.ଆମ୍ବେଦକର ବିଶ୍ୱବିଦ୍ୟାଳୟର ପୂର୍ବତନ…
୭ କୋଟି ଦାଖଲ ନ ହେଲେ ମାମଲା ଖାରଜ
ବାରିପଦା ଅଫିସ,୨୬।୩: ମୟୂରଭଞ୍ଜ ଜିଲାରେ ବେଆଇନ ଲଘୁ ଖଣିଜ ସମ୍ପଦ ଉତ୍ତୋଳନ ଓ ପରିବହନ ଘଟଣାର ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ ଶୁଣାଣି ପରେ ସର୍ବୋଚ୍ଚ ନ୍ୟାୟାଳୟରେ ଦ୍ୱାରସ୍ଥ ହୋଇଥିବା ୨ ଲିଜ୍ଧାରୀଙ୍କୁ ଝଟ୍କା ଲାଗିଛି। ୬ ସପ୍ତାହ ମଧ୍ୟରେ ଉଭୟଙ୍କୁ ୭କୋଟି…
କନିଆ ଦେଖିବାକୁ ଯାଇ ଘରକୁ ଫେରିଲେନି ଯୁବକ
ବାରିପଦା ଅଫିସ,୨୬ା୩: କନିଆ ଦେଖିବାକୁ ଯାଇ ନଦୀରେ ବୁଡ଼ିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଯଶିପୁର ଜୁଳପୋଶି ଗ୍ରାମରେ। ମୃତକ ଜଣକ ହେଲେ ବାଦାମପାହାଡ଼ ଥାନା ମଝିଗାଁ ଗ୍ରାମର ମାନସ ମହାନ୍ତି। ଏ ସଂକ୍ରାନ୍ତରେ…
୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ
ବାରିପଦା ଅଫିସ,୨୫ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ଘଟଣାରେ ୫ଜଣ ଗ୍ରାମବାସୀଙ୍କୁ ବାରିପଦା ବନ ବିଭାଗ ଶୁକ୍ରବାର…
ଯକ୍ଷ୍ମା ନିୟନ୍ତ୍ରଣରେ ମୟୂରଭଞ୍ଜ ରାଜ୍ୟରେ ଶ୍ରେଷ୍ଠ
ବାରିପଦା ଅଫିସ,୨୫ା୩: ବିଶ୍ବ ଯକ୍ଷ୍ମା ଦିବସରେ ମୟୂରଭଞ୍ଜ ଜିଲାକୁ ଶ୍ରେଷ୍ଠ ଯକ୍ଷ୍ମା ରୋଗ ମୁକ୍ତ ଜିଲା ଭାବେ ରାଜ୍ୟସ୍ତରରେ ପୁରସ୍କୃତ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରୂପଭାନୁ ମିଶ୍ରଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
Archives


