ମୟୂରଭଞ୍ଜ

୪ ଆନ୍ତଃଜିଲା ଲୁଟେରା ଗିରଫ

ଉଦଳା,୧୭ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ପୋଲିସ ୪ ଆନ୍ତଃଜିଲା ଲୁଟେରାଙ୍କୁ ଗିରଫ କରିଛି। ସ୍ଥାନୀୟ ବରବାଡ଼ି କେନାଲ ନିକଟରେ ବିଳମ୍ବିତ ରାତିରେ ଲୁଟ୍‌ ପାଇଁ ପ୍ରସ୍ତୁତି ଚଳାଇଥିବା ସମୟରେ ପୋଲିସ୍‌ ଚଢ଼ାଉ କରି ସେମାନଙ୍କୁ ଧରିଥିଲା। ଚଢାଉ ସମୟରେ ଜଣେ…

ନିଲାମ ହେଉନି ବାଲି ସଇରାତ

ବାରିପଦା ଅଫିସ,୧୭ା୩: ମୟୂରଭଞ୍ଜ ଜିଲାର ତିନୋଟି ବାଲି ସଇରାତରେ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ଛାଟ ପରେ ମଧ୍ୟ ଚୋରା ଚାଲାଣ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ଫଳରେ ଅପରାଧ ମୂଳକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଚୋରାରେ ବାଲି ପରିବହନ କରିବାକୁ…

ଯାତ୍ରା ଦେଖି ଫେରୁଥିବା ବେଳେ ଝାମ୍ପି ନେଲେ ମୋବାଇଲ: ୨ ଗିରଫ

ରାଇରଙ୍ଗପୁର,୧୬।୩(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ କୁସୁମି ବ୍ଳକର ମୟୂଦର ପଞ୍ଚାୟତ ବାଲିଆଢିପା-ସୁଲାଇପାଟ ରାସ୍ତାରେ ୨ସାଙ୍ଗଙ୍କ ମୋବାଇଲ ଫୋନ ଲୁଟ୍‌ ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପଡ଼ୋଶୀ ଝାଡ଼ଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୂମି ଜିଲାର…

ସରକାରୀ ବସ୍‌ରୁ ୨୩ କେଜି ଗଞ୍ଜେଇ ଜବତ

କରଞ୍ଜିଆ,୧୩ା୩: ଅନୁଗୋଳରୁ ଭାୟା ରାଇରଙ୍ଗପୁର ଦେଇ ବାରିପଦା ଯାଉଥିବା ଏକ ସରକାରୀ ବସ୍‌ରୁ ୨୩ କେଜି ଗଞ୍ଜେଇ ଜବତ ହୋଇଛି। ଯଶିପୁର ବସ୍‌ ଷ୍ଟାଣ୍ଡରୁ ପୋଲିସ ଏହି ଗଞ୍ଜେଇ ଜବତ କରିବା ସହ ୩ ଜଣଙ୍କୁ ଅଟକ ରଖିଛି। କରଞ୍ଜିଆ ଏସ୍‌ଡିପିଓ…

ଚୋରା ବାଲି, ମୋରମ ବୋଝେଇ ଟ୍ରାକ୍ଟର ଜବତ

ମୋରଡ଼ା/ଗୋପବନ୍ଧୁ ନଗର,୧୩ା୩(ଡି.ଏନ.ଏ.): ମୋରଡ଼ା ତହସିଲ ଅଧୀନ ହଳଦୀପାଳର ଶୀର୍ଷାପାଳଠାରେ ଚୋରା ବାଲି ଚାଲାଣ କରୁଥିବା ଟ୍ରାକ୍ଟରକୁ ମୋରଡ଼ା ଓ ଚିତ୍ରଡା ଫାଣ୍ଡି ପୋଲିସ ଜବତ କରିଛି। ଏହି ଘଟଣାରେ ଟ୍ରାକ୍ଟର ଡ୍ରାଇଭର ଗଣେଶ ଚପିଆରଙ୍କୁ ଗିରଫ ପରେ ପୋଲିସ କୋର୍ଟଚାଲାଣ କରିଛି।…

୪ ଗ୍ରାମକୁ ରାଜସ୍ବ ମାନ୍ୟତା

ଠାକୁରମୁଣ୍ଡା,୧୩।୩ (ଡି.ଏନ.ଏ.): ମୟୂରଭଞ୍ଜ ଜିଲାରେ ପ୍ରଥମ ଥର ପାଇଁ ୪ଟି ଜଙ୍ଗଲ ଗାଁ ରାଜସ୍ବ ଗ୍ରାମ ଘୋଷଣା ପାଇଁ ବିଭାଗୀୟ ସ୍ବୀକୃତି ପାଇଛି। ଠାକୁରମୁଣ୍ଡା ବ୍ଲକ୍‌ର ଭଳିଆଡ଼ାଳ ପଞ୍ଚାୟତରେ ୪ ଗ୍ରାମ ଅବସ୍ଥିତ। ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମ ପାଇଁ ରାଜସ୍ବ…

ଓଲଟିଲା ଯାତ୍ରୀବାହୀ ବସ୍‌

ବାରିପଦା ଅଫିସ,୧୩ା୩: ମୟୂରଭଞ୍ଜ ଜିଲା ୧୮ନଂ. ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ଏକ ଘରୋଇ ବସ୍‌ ରବିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୨୦ରୁ ଊଦ୍ଧର୍‌ବ ଯାତ୍ରୀ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ…

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ

ବୈଶିଙ୍ଗା,୧୧ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ରଘୁପୁର ପଞ୍ଚାୟତର ଖୁଣ୍ଟାପୁର ଗ୍ରାମ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ଏହି ରାସ୍ତାର ମରାମତି କାର୍ଯ୍ୟ ତୁରନ୍ତ କରା ନ ଗଲେ ସ୍ଥାନୀୟ ଲୋକେ ଆସନ୍ତା ସାଧାରଣ ନିର୍ବାଚନ ବର୍ଜନ କରିବେ ବୋଲି ଚେତାବନୀ…

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ବାପାଙ୍କ ଜୀବନଗଲା, ପୁଅ ଗୁରୁତର

ଖୁଣ୍ଟା,୧୦ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଖୁଣ୍ଟା-ବାରିପଦା ରାଜ୍ୟ ରାଜପଥର ଟିଟିଆ ଛକଠାରେ ଶୁକ୍ରବାର ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭୁପଡ଼ ଗ୍ରାମର ଗୁଡରା ସୋରେନ(୮୦)। ଗୁରୁତର ଲସ ସୋରେନଙ୍କୁ ଚିକିତ୍ସା…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୦।୩: ଶିମିଳିପାଳ ଅଭୟାରଣ୍ୟକୁ ନିଆଁରୁ ସୁରକ୍ଷା ଏବଂ ଗ୍ରାମାଞ୍ଚଳରେ ଲୋକଙ୍କୁ ପାନୀୟ ଜଳ ଯୋଗାଣ ଦାବିକୁ ନେଇ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନାଙ୍କ ନିର୍ଦ୍ଦେଶରେ…

୬୦ ପଏଣ୍ଟରେ ଜଳୁଛି ଶିମିଳିପାଳ: ବର୍ଷା ସତ୍ତ୍ୱେ ଲିଭୁନି ନିଆଁ

ବାରିପଦା ଅଫିସ,୧୦ା୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ବଢ଼ିବାରେ ଲାଗିଛି। ଗୁରୁବାର ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ ଡିଭିଜନର ୬୦ଟି ପଏଣ୍ଟରେ ନିଆଁ ଜଳୁଥିବା ନେଇ ସାଟେଲାଇଟ ଚିତ୍ରରୁ ଜଣାପଡ଼ିଛି। ବୁଧବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ଯଶିପୁର…

ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳମେଳା

ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ଶହେରୁ ଊର୍ଦ୍ଧ୍ୱ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଓଡ଼ିଶା ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳ ମେଳା। ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ ଏହା ପିଞ୍ଛାବଣିଆ ହୋଲି ଭାବେ ଖ୍ୟାତି ଅର୍ଜନ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri