ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳମେଳା
ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାନ୍ତରେ ଶହେରୁ ଊର୍ଦ୍ଧ୍ୱ ବର୍ଷ ଧରି ଅନୁଷ୍ଠିତ ହୋଇଆସୁଛି ଓଡ଼ିଶା ପ୍ରସିଦ୍ଧ ପିଞ୍ଛାବଣିଆ ଦୋଳ ମେଳା। ସମଗ୍ର ଓଡ଼ିଶା, ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ ଆଦି ରାଜ୍ୟରେ ଏହା ପିଞ୍ଛାବଣିଆ ହୋଲି ଭାବେ ଖ୍ୟାତି ଅର୍ଜନ କରିଛି।…
ବିଜେଡିରୁ ନିଲମ୍ବିତ ହେଲେ ଜିଲା ସମ୍ପାଦକ
ବାରିପଦା ଅଫିସ,୬।୩: ମୟୂରଭଞ୍ଜ ଜିଲା ବିଜୁ ଜନତା ଦଳର ଜିଲା ସମ୍ପାଦକ ପ୍ରବୀର ଚନ୍ଦ୍ର ସାଏକୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଏଭଳି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ବିଜୁ ଜନତା ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
ଜଳୁଛି ଶିମିଳିପାଳ
ବାରିପଦା ଅଫିସ, ୫।୩: ସବୁଜ ବନାନୀରେ ଆଚ୍ଛାଦିତ ପ୍ରକୃତି ସୁନ୍ଦରୀ ଶିମିଳିପାଳ ଏବେ ନିଆଁ କବଳରେ। କ୍ରମାଗତ ମାସେ ହେଲା ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। ଶନିବାର ଫରେଷ୍ଟ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ମିଳିଥିବା ସାଟେଲାଇଟ ତଥ୍ୟ…
ଅନ୍ତେବାସୀଙ୍କ ସହ ଖାଇଲେ, ବିକାଶ ପ୍ରକଳ୍ପ ବୁଲି ଦେଖିଲେ
ବାରିପଦା ଅଫିସ,୪।୩: ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ମୟୂରଭଞ୍ଜ ଗସ୍ତର ଦ୍ୱିତୀୟ ଦିନରେ ବିଭିନ୍ନ ଜନକଲ୍ୟାଣ ମୂଳକ ବିକାଶ କାର୍ଯ୍ୟର ଅଗ୍ରଗତି ଓ ନୂତନ ପ୍ରକଳ୍ପଗୁଡ଼ିକର କ୍ଷେତ୍ର ପରିଦର୍ଶନ କରି ଫେରିଛନ୍ତି। ୫-ଟି ସଚିବଙ୍କ ଏହି ଗସ୍ତ ପରେ ଜିଲାର ମୋଟ…
ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ରାଇରଙ୍ଗପୁର,୪ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍ ଜେଲର ଜଣେ ବିଚାରାଧୀନ ବନ୍ଦୀଙ୍କ ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ତିରିଂ ଥାନା ଅଧୀନ ଜଟା ଗ୍ରାମର ଗୋବିନ୍ଦ ବିନ୍ଧାଣୀ(୫୧)। ଏକ ଠକେଇ ମାମଲା(ନଂ.୨/୨୩)ରେ ତିରିଂ ଥାନା ପୋଲିସ ତାଙ୍କୁ…
ଖୁବ୍ ଶୀଘ୍ର ହେବ ଆନନ୍ଦ ବଜାର-ବସଷ୍ଟାଣ୍ଡ ଅଣ୍ଡରପାସ୍
ବେତନଟୀ,୩ା୩ (ଡି.ଏନ୍.ଏ.)- ବେତନଟୀ ରେଳଷ୍ଟେଶନ ନିକଟରେ ରେଳଲାଇନ ମଧ୍ୟ ଦେଇ ଆନନ୍ଦ ବଜାରରୁ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଅଣ୍ଡରପାସ ରାସ୍ତା ହେବ। ଏନେଇ ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ଦକ୍ଷିଣ ପୂର୍ବ ରେଳପଥ ଖଡଗପୁର ଡିଭିଜନର ଡିଆର୍ଏମ୍ଙ୍କ ମଧ୍ୟରେ ଆଲୋଚନା…
ଶିମିଳିପାଳ ଉତ୍ତର ଡିଭିଜନରେ ଲାଗିଲା ନିଆଁ
ବାରିପଦା ଅଫିସ,୩ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଉତ୍ତର ଡିଭିଜନରେ ନିଅଁା ଲାଗିଛି। ୪୫ଟି ସ୍ଥାନରେ ନିଆଁ ଲାଗିଥିବା ନେଇ ସାଟେଲାଇଟ ଚିତ୍ରରୁ ଜଣାପଡ଼ିଛି। ତେବେ ସମସ୍ତ ସ୍ଥାନରେ ଲାଗିଥିବାନିଆଁକୁ ଆୟତ୍ତ କରାଯାଇଥିବା ଉପ ନିର୍ଦ୍ଦେଶକ ସାଇ କିରଣ ପ୍ରକାଶ କରିଛନ୍ତି…
ନିମ୍ନମାନର ରାସ୍ତା କାମକୁ ବିରୋଧ
ବାରିପଦା ଅଫିସ,୩ା୩: ବାରିପଦା-ଲୁଲୁଙ୍ଗ ରାସ୍ତା ମରାମତି କାର୍ଯ୍ୟ ନିମ୍ନ ମାନର ହେଉଥିବା ନେଇ ପୋଡାଅସ୍ତିଆଠାରେ ଗୁରୁବାର ସାରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଖବରପାଇ ପୋଲିସ ଓ ପୂର୍ତ୍ତ ବିଭାଗ ଯନ୍ତ୍ରୀ ପହଞ୍ଚତ୍ ସମାଧାନ ପାଇଁ ଗ୍ରାମବାସୀମାନଙ୍କ ସହ ଆଲୋଚନା…
୫-ଟି ସଚିବଙ୍କ ଗସ୍ତର ଦ୍ୱିତୀୟ ଦିନ, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା
ବାରିପଦା ଅଫିସ,୩ା୩: ଶୁକ୍ରବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦ୍ବିତୀୟ ଦିନ ଗସ୍ତରେ ଆସି ବାରିପଦାରେ ପହଞ୍ଚିଛନ୍ତି। ରାଇରଙ୍ଗପୁର ସଡ଼କ ପଥରେ ବାହାରି ଦୁଆରଶୁଣି ଘାଟିର ପ୍ରସ୍ତାବିତ ବିକଳ୍ପ ରାସ୍ତା ନିର୍ମାଣ ସମୀକ୍ଷା ପରେ ବାଙ୍ଗରିପୋଷି ନିକଟ ଚନ୍ଦନପୁରର…
ଦେବକୁଣ୍ଡ, ଭୀମକୁଣ୍ଡର ବିକାଶ ଲାଗି ସମୀକ୍ଷା
ବାରିପଦା ଅଫିସ/ଉଦଳା/ଠାକୁରମୁଣ୍ଡା/ରାଇରଙ୍ଗପୁର,୩ା୩(ଡି.ଏନ.ଏ.): ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଗୁରୁବାର ହେଲିକେପ୍ଟର ଯୋଗେ ଉଦଳା ଉପଖଣ୍ଡ ଦେବକୁଣ୍ଡରେ ପହଞ୍ଚତ୍ ମା’ ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର…
ଅଭୟାରଣ୍ୟରେ ବଢ଼ୁଛି ଭୟ
ଦେଶର ସର୍ବବୃହତ୍ ବିଷୁବ ମଣ୍ଡଳୀୟ ଜଙ୍ଗଲ ଭାବେ ପ୍ରସିଦ୍ଧ ଶିମିଳିପାଳ। ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଅମ୍ଳଜାନ କେନ୍ଦ୍ର। ଜାତୀୟ ଉଦ୍ୟାନ,ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ହସ୍ତୀ ଅଭୟାରଣ୍ୟ ଭାବେ ପରିଚିତ ଶିମିଳିପାଳ ଅଭୟାରଣ୍ୟକୁ ୟୁନେସ୍କୋ ପକ୍ଷରୁ ମିଳିଛି ବିଶ୍ୱ ଐତିହ୍ୟ…
ଗ୍ୟାସ୍ ଦରବୃଦ୍ଧି ନେଇ ଏସ୍ୟୁସିଆଇ ପକ୍ଷରୁ ବିକ୍ଷୋଭ
ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍ ଦରବୃଦ୍ଧିକୁ ନେଇ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ…
Archives


