ଗାଁ କଲ୍ୟାଣ ସମିତି ପାଣ୍ଠିରୁ ଟଙ୍କା ଆତ୍ମସାତ ଅଭିଯୋଗ: ବିଡିଓଙ୍କଠାରେ ଅଭିଯୋଗ
ମୋରଡ଼ା,୩୦ା୫ (ଡି.ଏନ.ଏ.): ଗାଁ କଲ୍ୟାଣ ସମିତି ପାଣ୍ଠିକୁ ଆସୁଥିବା ଟଙ୍କାକୁ ଆତ୍ମସାତ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବରକନ୍ଦ ପଞ୍ଚାୟତ ଅନ୍ତର୍ଗତ ରେକଣା ଗ୍ରାମବାସୀ ସ୍ଥାନୀୟ ବିଡିଓଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଅଭିଯୋଗ ଅନୁଯାୟୀ, ରେକଣା…
ଗଛ କଟାକୁ ନେଇ ଥାନାରେ ମାମଲା
ମୋରଡ଼ା,୩୦ା୫(ଡି.ଏନ.ଏ.): ବେଆଇନ ଭାବେ ଗଛ କଟାକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ସୂଚନା ଅନୁଯାୟୀ, ଏହି ଥାନା ଅଧୀନ ଗଡିଗାଁ ପଞ୍ଚାୟତ ଫୁଲବାଡ଼ିଆ ଗ୍ରାମର ସୁବାସଚନ୍ଦ୍ର ମହାନ୍ତଙ୍କର ବାପା ଉମାକାନ୍ତ ମହାନ୍ତଙ୍କ ନାମରେ ଥିବା…
ନାବାଳିକା ଗଣବଳାତ୍କାରୀଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ
ବାରିପଦା ଅଫିସ,୩୦।୫: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ସୁମିତା ଜେନା ମଙ୍ଗଳବାର ଏକ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଶୁଣାଣି କରି ୨ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରିଛନ୍ତ। ପ୍ରତ୍ୟେକଙ୍କୁ ୨୦ ବର୍ଷ ଲେଖାଏ ଜେଲ…
ଗିରଫ ହେଲେ କରଞ୍ଜିଆ ତହସିଲଦାର
ବାରିପଦା ଅଫିସ,୩୦।୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏକ ଲାଞ୍ଚ କାରବାର ମାମଲାରେ ଭିଜିଲାନ୍ସ ତାଙ୍କ ବିରୋଧରେ ପ୍ରମାଣ ପାଇବା ପରେ ତାଙ୍କୁ ଗିରଫ କରିଛି। ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି…
ଭିଜିଲାନ୍ସ ଜାଲରେ ତହସିଲଦାର
ବାରିପଦା ଅଫିସ,୨୯ା୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ ବାସଗୃହ,କାର୍ଯ୍ୟାଳୟ ସହିତ ଭଦ୍ରକ ଜିଲା ପୈତୃକ ଘରେ ଚଢ଼ାଉ ଜାରି ରହିଛି।…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପୋଲିସର ତଦନ୍ତ ଜାରି
ମୋରଡା,୨୮।୫(ଡି.ଏନ.ଏ): ମୟୁରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଧୀନରେ ଥିବା ଲାଇସେନ୍ସ ପ୍ରାପ୍ତ ମଦ ଦୋକାନ ସମ୍ମୁଖରେ ଏକ ପଡିଆରେ କିଛି ଯୁବକ ମଦ ପିଇ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିବାର ଭିଡିଓ ଭାଇରାଲ ହୋଇଛି l…
ଶିକାରୀ ଗୁଳିରେ ଫରେଷ୍ଟଗାର୍ଡ ମୃତ ଘଟଣାରେ ୩ଶିକାରୀ ଗିରଫ
ବାରିପଦା ଅଫିସ,୨୬।୫: ଶିକାରୀଙ୍କ ଗୁଳିରେ ଫରେଷ୍ଟଗାର୍ଡଙ୍କ ମୃତ୍ୟୁ ଘଟଣାରେ ପୋଲିସ ଶୁକ୍ରବାର ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର କମ୍ବିଂ ଅପରେସନରେ ୩ଜଣ ଶିକାରୀ ଧରାପଡିଛନ୍ତି । ସେମାନଙ୍କୁ ଗୁପ୍ତ ସ୍ଥାନରେ ରଖି ପଚରାଉଚୁରା ଜାରି ରହିଛି । ସେମାନଙ୍କ ଠାରୁ…
ଶିକାରୀ ଗୁଳିରେ ଫରେଷ୍ଟଗାର୍ଡ ମୃତ
ବାରିପଦା ଅଫିସ, ୨୩।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ବାଙ୍ଗରିପୋଷି ରେଞ୍ଜ ବାଉଁଶଖାଳ ବିଟ୍ ଅଞ୍ଚଳରେ ସୋମବାର ସନ୍ଧ୍ୟାରେ ଜଣେ ଶିକାରୀଙ୍କ ଗୁଳିରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତ ଫରେଷ୍ଟଗାର୍ଡ ହେଲେ…
ଦିନକୁ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ପରିବା ନଷ୍ଟ
ବୈଶିଙ୍ଗା,୨୧ା୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବୁଢ଼ାବଳଙ୍ଗ ଓ ଗଙ୍ଗାହାର ନଦୀ ଅବବାହିକାରେ ପ୍ରଚୁର ପରିମାଣରେ ପନିପରିବା ଚାଷ କରାଯାଇଥାଏ। ଚଳିତ ବର୍ଷ ମଧ୍ୟ ଜହ୍ନି, ବାଇଗଣ, ବିଲାତି, କାକୁଡ଼ି, ପୋଟଳ, ଲଙ୍କା, ଝୁଡ଼ଙ୍ଗ ଆଦିର ଉତ୍ପାଦନ ଭଲ ହୋଇଛି। ମାତ୍ର…
କାଳବୈଶାଖୀ: ଗଛ ପଡ଼ି ରାସ୍ତା ଜାମ୍
ଖୁଣ୍ଟା,୨୦ା୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳରେ ଶୁକ୍ରବାର କାଳବୈଶାଖି ପ୍ରଭାବରେ ବଜ୍ରପାତ ସହ ଝଡ଼ ତୋଫାନ ହୋଇଛି। ବଜ୍ରପାତରେ ଜଣେ ମହିଳା ୱାର୍ଡ ମେମ୍ବର ଗୁରୁତର ହୋଇଛନ୍ତି। ଅନ୍ୟ ୪ ଜଣ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ହେଲେ…
ଆରମ୍ଭ ହେଲା ରବିଧାନ ସଂଗ୍ରହ
ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜ ସାରସକଣା ବ୍ଲକର ଶୀର୍ଷା ଲ୍ୟାମ୍ପ୍ସ…
ବନପାଳଙ୍କ ସମେତ ୬ ଗିରଫ
ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ୍ ସମୟରେ ପୋଲିସ ଚଢ଼ାଉ କରି ୬ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା ନୀଳଗିରି…

