କଲଭର୍ଟ ଉପରକୁ ଚଢ଼ିଗଲା ଆଇରନ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
ବିଶୋଇ,୧୬ା୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥସ୍ଥିତ ସ୍ଥାନୀୟ ଚଟାଣି ଛକ ନିକଟରେ ଏକ ଆଇରନ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ କଲଭର୍ଟ ଉପରକୁ ଚଢ଼ିଯିବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତେବେ ହେଲ୍ପର ଅଳ୍ପକେ…
ଭିତରେ ଶିକାରୀ, ବାହାରେ କର୍ମଚାରୀ
ବାରିପଦା ଅଫିସ,୧୫।୨: ଜୀବ ଜଗତକୁ ସୁରକ୍ଷା ଯୋଗାଉଥିବା ଶିମିଳିପାଳ ଅଭୟାରଣ୍ୟ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବନ୍ୟପ୍ରାଣୀଙ୍କଠାରୁ ଆରମ୍ଭ କରି ମୂଲ୍ୟବାନ ବୃକ୍ଷଲତା ଓ ଅର୍କିଡ ବିଲୁପ୍ତ ହେବାକୁ ବସିଛି। ୧୫ ଦିନ ମଧ୍ୟରେ ଗୋଟିଏ ଲେଖାଏ ଦନ୍ତାହାତୀ ଶିକାର ଓ ବାଘ…
ରେଳ ବିକାଶରେ ଜିଲାକୁ ଅବହେଳା
ବାରିପଦା ଅଫିସ,୧୪।୨: କେନ୍ଦ୍ରର ଭାଜପା ସରକାର ରେଳ ବଜେଟ୍ରେ ମୟୂରଭଞ୍ଜ ଜିଲାକୁ ଅବହେଳା କରିଥିବା ଅଭିଯୋଗ ଆଣି ବିଜେଡି ପକ୍ଷରୁ ସୋମବାର ତିନି ଘଣ୍ଟିଆ ପ୍ରତିବାଦ କରାଯାଇଛି। ଜିଲା ମୁଖ୍ୟାଳୟ ବାରିପଦା, ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାରେ ଦଳ ବିକ୍ଷୋଭ ପ୍ରଦର୍ଶନ…
କେନାଲରେ ପଡ଼ି ଚାଲିଗଲା ଜୀବନ
ମୋରଡ଼ା,୧୩।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅନ୍ତର୍ଗତ ଚିତ୍ରଡ଼ା ଫାଣ୍ଡି ଅଧୀନ ଘାସିଡିହି ସୁବର୍ଣ୍ଣରେଖା କେନାଲରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘାସିଡିହି ଗ୍ରାମର ଜଗନ୍ନାଥ ବାସ୍କେ। ଚିତ୍ରଡ଼ା ଫାଣ୍ଡି ଅଧିକାରୀ ନିରଞ୍ଜନ ସୋରେନଙ୍କଠାରୁ ମିଳିଥିବା ସୂଚନା…
କେନ୍ଦ୍ର ରେଳ ବଜେଟରେ ମୟୂରଭଞ୍ଜକୁ ଅବହେଳା ନେଇ ବିଜେଡିର ପ୍ରତିବାଦ
ବାରିପଦା ଅଫିସ,୧୩ା୨: କେନ୍ଦ୍ର ରେଳ ବଜେଟରେ ମୟୂରଭଞ୍ଜ ଜିଲା ପ୍ରତି ଅବହେଳା ପ୍ରତିବାଦରେ ସୋମବାର ଜିଲା ବିଜୁ ଜନତା ଦଳ ପକ୍ଷରୁ ୩ ଘଣ୍ଟିଆ ପ୍ରତିବାଦ କାର୍ଯ୍ୟକ୍ରମ ଜାରି ରହିଛି। ଜିଲା ମୁଖ୍ୟାଳୟ ବାରିପଦା ସମେତ ରାଇରଙ୍ଗପୁର, କରଞ୍ଜିଆ ଓ ଉଦଳାକୁ…
ଗଳାପୋଲରେ ଟ୍ରାଫିକ ଜାମ୍, ବଢ଼ୁଛି ଦୁର୍ଘଟଣା
ବୈଶିଙ୍ଗା,୧୩ା୨(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ବୈଶିଙ୍ଗାଠାରେ ୧୮ନଂ. ଜାତୀୟ ରାଜପଥର ୪ ଥାକିଆ ରାସ୍ତା ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବା ବେଳେ ଜନଗହଳି ପୂର୍ଣ୍ଣ ବଜାର ମଧ୍ୟଭାଗରେ ଓଭରବ୍ରିଜ ସାଙ୍ଗକୁ ଉଭୟ ପାର୍ଶ୍ୱକୁ ଯାତାୟାତ ପାଇଁ ଗଳାପୋଲଟିଏ ନିର୍ମାଣ କରାଯାଇଛି। ଏକ କି.ମି ଲମ୍ବର ଓଭରବ୍ରିଜ଼…
ପ୍ରତିଶ୍ରୁତିରେ ଅଟକିଛି ବିକାଶ
ବାଙ୍ଗିରିପୋଷି,୧୧।୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ କାଳିଆମି ଗଁାର ଲୋକେ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇଛନ୍ତି। ବ୍ଲକ ସଦର ମହକୁମାଠାରୁ ମାତ୍ର ୪…
ବିଦ୍ୟାଳୟରୁ ଚୋରି କରୁଥିଲେ ପଡ଼ିଲେ ଧରା
ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ ତାଙ୍କୁ ମାଡ଼ ମାରିଥିଲେ। ସୂଚନା ଅନୁଯାୟୀ, ଯୁବକ ଜଣକ ଉକ୍ତ ବିଦ୍ୟାଳୟରୁ ପାଣି ମୋଟର…
ଭାଜପା ପକ୍ଷରୁ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ
ବାଙ୍ଗିରିପୋଷି,୧୦ା୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତାକୁ ନେଇ ବାଙ୍ଗିରିପୋଷି ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛିା ଭାଜପା ରାଷ୍ଟ୍ରୀୟ ପରିଷଦ ସଭ୍ୟ ସୁଗଦା ମୁର୍ମୁଙ୍କ ନେତୃତ୍ୱରେ ଏହି ଘେରାଉ ହୋଇଥିଲା। ପୂର୍ବ ମୟୂରଭଞ୍ଜ ସାଙ୍ଗଠନିକ ଜିଲା ସଭାପତି କାନ୍ଦ୍ରା ସୋରେନ, ଆଦିବାସୀ ମୋର୍ଚ୍ଚା…
ଭତ୍ତା ପାଇଁ ବାର୍ଦ୍ଧକ୍ୟ ସାଜିଛି ବାଧକ
ବିଶୋଇ,୧୦ା୨(ଡି.ଏନ.ଏ.): ଆଖିକୁ ଭଲ ଦିଶୁନି। ଚାଲିବା ପାଇଁ ପାଦରେ ଆଉ ଜୁ ନାହିଁ। ଏଭଳି ପରିସ୍ଥିତିରେ ସରକାରଙ୍କଠାରୁ ମିଳୁଥିବା ଭତ୍ତା ଟଙ୍କା ପାଇବାରୁ ବଞ୍ଚିତ ହୋଇଛନ୍ତିି ଜଣେ ବୃଦ୍ଧା। ୮୦ ବର୍ଷରେ ପାଦ ଥାପିଥିବା ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଖଡ଼ମବେଡା…
ପୁଣି ଶିମିଳିପାଳରୁ ହାତୀ ମୃତଦେହ ଠାବ: ଶୁଣ୍ଢ କାଟି ଦାନ୍ତ ନେଇଗଲେ
ବାରିପଦା ଅଫିସ,୯।୨: ଶିମିଳିପାଳ ଅଭୟାରଣ୍ୟରେ ହାତୀ ମଡକ ପିଛା ଛାଡୁନି। ପୁଣି ଏକ ଦନ୍ତାହାତୀର ମୃତଦେହକୁ ବନବିଭାଗ ଠାବ କରିଛି। ପିଠାବଟା ରେଞ୍ଜର ଗୋପୀନାଥପୁର ବିଟ ଅଧୀନ ଜଙ୍ଗଲରେ ପାଟ୍ରୋଲିଂ ସମୟରେ ବୁଧବାର ଅପରାହ୍ନରେ ବନକର୍ମଚାରୀ ହାତୀ ମୃତଦେହ ଦେଖି ଉପରିସ୍ଥ…
ବନ୍ଦ ହେବାକୁ ବସିଛି ଫାର୍ମାସୀ କଲେଜ
ସାରସକଣା,୯ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ଇନଷ୍ଟିଚ୍ୟୁଟ ଅଫ୍ ଫାର୍ମାସିଟିକାଲ ସାଇନ୍ସ କଲେଜ ଏବେ ବନ୍ଦ ହେବାକୁ ବସିଛି। ଏକଦା ଏହି କଲେଜ ଶିକ୍ଷାଦାନ କ୍ଷେତ୍ରରେ ବେଶ ସୁନାମ ଅର୍ଜନ କରିଥିଲା। ଓଡ଼ିଶା ସମେତ ପଡ଼ୋଶୀ ପଶ୍ଚିମବଙ୍ଗ ଓ…
Archives


