ମୟୂରଭଞ୍ଜ

ରାଜ୍ୟପାଳଙ୍କୁ ରିପୋର୍ଟ ଦେଲେ କୁଳପତି

ବାରିପଦା ଅଫିସ, ୧୩ା୫: ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ ଘଟଣାକୁ ନେଇ ଶୁକ୍ରବାର କୁଳପତି ସନ୍ତୋଷ କୁମାର ତ୍ରିପାଠୀ ରାଜ୍ୟପାଳଙ୍କୁ ରିପୋର୍ଟ ପ୍ରଦାନ…

ଗାଁ ଛାଡୁଛନ୍ତିି ଲୋକେ

ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ ଥିବାରୁ ଏବେଠାରୁ ଏହି ୪ ଗ୍ରାମର ଲୋକେ ଜଳବନ୍ଦୀ ହେବା…

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ୪ର୍ଥ ଶ୍ରେଣୀ କର୍ମଚାରୀ

ମୋରଡ଼ା,୧୨ା୫(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ବିଦ୍ୟାଳୟ ୫-ଟି ଅନ୍ତର୍ଭୁକ୍ତ ହେବା ସହିତ ଉତ୍ତମ ତଥା ଗୁଣାତ୍ମକ ଶିକ୍ଷାଦାନ ପାଇଁ ପ୍ରତିଟି ବିଦ୍ୟାଳୟରେ ଯଥେଷ୍ଟ ଶିକ୍ଷକ…

ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି। ଗସ୍ତ ସମୟରେ ନିୟୋଜିତ ଥିବା ଜଣେ ଫାର୍ମାସିଷ୍ଟ ରାଷ୍ଟ୍ରପତିଙ୍କ ଗମନାଗମନରେ ନିୟୋଜିତ ହେଲିକପ୍ଟର…

ବାସହରା ହେଲେ ଅନାଥ ଭଉଣୀଭାଇ

ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍‌ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ ପ୍ରଶାସନ…

ନାରୀ ଶିକ୍ଷା ବିକାଶର ମୁଖ୍ୟ ଉପାଦାନ: ରାଷ୍ଟ୍ରପତି

ବାରିପଦା ଅଫିସ,୭।୫: ନାରୀ ଶିକ୍ଷା ଦେଶ ବିକାଶର ଏକ ମୁଖ୍ୟ ଉପାଦାନ। ଛାତ୍ରଙ୍କ ତୁଳନାରେ ଛାତ୍ରୀମାନେ ଅଧିକ ସଂଖ୍ୟାରେ ଶିକ୍ଷାଲାଭ କରୁଥିବା ବେଳେ ଝିଅମାନଙ୍କୁ ପ୍ରୋତ୍ସାହିତ କରିବା ସମସ୍ତଙ୍କ ଦାୟିତ୍ୱ ବୋଲି ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର…

ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ: ସରକାରଙ୍କ ତଦନ୍ତ ନିର୍ଦ୍ଦେଶ

ବାରିପଦା ଅଫିସ,୬।୫: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଜିଲାପାଳ ବିନୀତ ଭରଦ୍ବାଜ ମୁଖ୍ୟ ଶାସନ ସଚିବଙ୍କୁ ଜଣାଇ ଦେଇଛନ୍ତି। ଏନେଇ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ରାଷ୍ଟ୍ରପତିଙ୍କ ଭାଷଣ ବେଳେ ବିଦ୍ୟୁତ୍‌ ବିଭ୍ରାଟ

ବାରିପଦା ଅଫିସ,୬।୫: ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଦ୍ବାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ଦେଖାଦେଲା ବିଦ୍ୟୁତ୍‌ ବିଭ୍ରାଟ। ପାୱାର ଟ୍ରିପ୍‌ ଯୋଗୁ ବିଦ୍ୟୁତ୍‌ ବିଚ୍ଛିନ୍ନ ହୋଇଥିବା କୁହାଯାଉଛି। ଶନିବାର ପୂର୍ବାହ୍ନ ୧୧ଟା ୫୬ରୁ ୧୨ଟା ୫…

ବନ୍ଦ ହେଲା ବସ୍‌ ଚଳାଚଳ

ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଧାନମନ୍ତ୍ରୀ ସଡ଼କ ଶୋଚନୀୟ ହୋଇପଡ଼ିଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟି…

ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ କରି ବାସଭବନ ଛାଡ଼ିଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ଦ୍ବିତୀୟ ଦିନର ଯାତ୍ରା ଆରମ୍ଭ କରିଥିଲେ। ଶୁକ୍ରବାର ସକାଳୁ ଘରୁ ବାହାରି ରାଇରଙ୍ଗପୁରସ୍ଥିତ ଜଗନ୍ନାଥ ମନ୍ଦିରକୁ ଯାଇ ଘଣ୍ଟି ବଜାଇ ଚତୁର୍ଦ୍ଧାମୂର୍ତ୍ତିକୁ ଦର୍ଶନ କରି ପୂଜାପାଠ…

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ଆଜି ଅର୍ଥାତ୍‌ ଶୁକ୍ରବାର ହେଉଛି ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ। ଏଥିପାଇଁ ମୟୂରଭଞ୍ଜର ଦାଣ୍ଡବୋଷ ଗାଁ ଚଳଚଞ୍ଚଳ ହୋଇଉଠିଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାଣ୍ଡବୋଷ ଗାଁକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।…

୪୫ ଟିକିଆ ହାତୀପଲଙ୍କୁ ନେଇ ଲୋକେ ଆତଙ୍କିତ

ମୋରଡ଼ା,୫।୫(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଓ ବେତନଟି ରେଞ୍ଜ୍‌ରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଛି। ହାତୀ ଉପଦ୍ରବକୁ ନେଇ ଅଞ୍ଚଳବାସୀ ଅତିଷ୍ଠ ହେଲେଣି। ଗୁରୁବାର ଦିନତମାମ ବ୍ଲକର ଶୁଖିଲାଖାଳି ଜଙ୍ଗଲରେ ୪୫ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଥିବାବେଳେ ସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?