ବାଣ ଭିଡ଼ୁଭିଡୁ ବିସ୍ଫୋରଣ: ଉଡିଲା ଆଜବେଷ୍ଟ ଜଣେ ଗୁରୁତର
ବୈଶିଙ୍ଗା,୫।୧୦(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ବାଛୁରୀପଡା ଗ୍ରାମରେ ରବିବାର ସକାଳେ ଭୟଙ୍କର ବାଣ ବିସ୍ଫୋରଣରେ ସନ୍ତୋଷ ଦାସଙ୍କ ୩୦ ବର୍ଷିୟ ପୁଅ ସୁନିଲ ଗୁରତର ହୋଇଛନ୍ତି। ସେ ବାଣ ଭିଡୁଥିବା ବେଳେ ଗୁରୁତର ହେବା ସହିତ ତାଙ୍କ…
ଅଙ୍ଗନୱାଡି କେନ୍ଦ୍ରରେ ହାତୀପଲଙ୍କ ଉପଦ୍ରବ
ମୋରଡ଼ା,୫।୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ୍ ଅଧୀନ ଭଦୁଆଶୋଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଅଙ୍ଗନୱାଡି କେନ୍ଦ୍ରରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀପଲଙ୍କ ଉପଦ୍ରବ। ହାତୀପଲ ଅଙ୍ଗନଓ୍ବାଡି କେନ୍ଦ୍ରରେ ପଶି ସାମଗ୍ରୀ ସବୁ ଭାଙ୍ଗି ନଷ୍ଟ କରିଦେଇଛନ୍ତି। ୨୦ ଟିକିଆ ଶିମିଳିପାଳ ହାତୀପଲ…
ଦୀପାବଳି ପୂର୍ବରୁ ୫୪ ବସ୍ତା ବିସ୍ଫୋରକ ଜବତ
ବୈଶିଙ୍ଗା,୧।୧୦(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ପୋଲିସକୁ ବୁଧବାର ଏକ ବଡ଼ ସଫଳତା ମିଳିଛି । ମେରଦା ପଞ୍ଚାୟତର ବର୍ତ୍ତନା ଗ୍ରାମରେ ବେଆଇନ ବାଣ ଏବଂ ଆତସବାଜି ପ୍ରସ୍ତୁତ କରାଯାଉଥିବା ପୋଲିସକୁ ଗୁପ୍ତ ସୂଚନା ମିଳିଥିଲା। ଏନେଇ ଥାନା ଅଧିକାରୀ ବାରିଣୀ…
ମୋରଡ଼ା ଚଳ ଚଞ୍ଚଳ
ମୋରଡ଼ା,୧।୧୦(ସ୍ମାରକ ମାଜୀ): ଦୁର୍ଗାପୂଜାକୁ ନେଇ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ବେଶ ଚଳଚଞ୍ଚଳ ହୋଇ ପଡ଼ିଛି। ମା’ ଦୁର୍ଗାଙ୍କ ଆଗମନରେ ବ୍ଲକର ସମସ୍ତ ପୂଜା ମଣ୍ଡପ ଉତ୍ସବ ମୁଖର ହୋଇପଡ଼ିଛି। ବ୍ଲକର ଚିତ୍ରଡା ବସଷ୍ଟାଣ୍ଡରେ ହୋଇଥିବା ଦୁର୍ଗାପୂଜା ତୋରଣ ବେଶ ଚିତାକର୍ଷକ…
କୂଳ ଲଂଘିଲା ଗଙ୍ଗାହାର: ପଞ୍ଚମ ଥର ପାଇଁ ଆସିଲା ବନ୍ୟା
ଗୋପବନ୍ଧୁ ନଗର, ୨୮ା୯(ଶାନ୍ତନୁ କୁମାର ମଢୁଆଳ)- ଲଘୁଚାପ ପ୍ରଭାବରେ ୫ ଦିନ ଧରି ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ଗଙ୍ଗାହାର ନଦୀରେ ଚଳିତ ବର୍ଷ ପଞ୍ଚମ ଥର ପାଇଁ ବନ୍ୟା ଆସିଛି। ସେହିପରି…
ସ୍ତ୍ରୀ ପିଇଦେଲେ ହାଣ୍ଡିଆ, ସ୍ବାମୀ ନପାଇ କଲେ ଏମିତି କାଣ୍ଡ , ଏକା ବେଳକେ ମାମଲା…
ଉଦଳା, ୨୮।୯(ସନ୍ତୋଷ କୁମାର ବାଚ୍ଛିନୀ): ଘରେ ଥିବା ହାଣ୍ଡିଆ ପିଇଦେବାରୁ ସ୍ବାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ କାଠଫାଳିଆ ପିଟି ହତ୍ୟା କରିବା ଘଟଣା ମୟୂରଭଞ୍ଜ ଜିଲା ଉଦଳା ଥାନା ଉପର ତାଳଡିହା ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୋଲିସ ଏକ ମାମଲା(ନଂ. ୩୮୧/୨୫)…
ଭାଉଜଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଦିଅର ଗିରଫ
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଅଁଳା ଗ୍ରାମର ଜଣେ ଯୁବକ ତାଙ୍କ ଭାଉଜଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗ୍ରାମର ଅଜୟ ପ୍ରଧାନ(୪୦)। ପୋଲିସ ତାଙ୍କୁ ଶନିବାର ଅପରାହ୍ନରେ କୋର୍ଟଚାଲାଣ କରିଛି।…
ଜୋର ଧରିଲା ଆଦିବାସୀ ମାନ୍ୟତା ଦାବି: ଦେଢ଼ଘଣ୍ଟା ଅଟକିଲା ଟ୍ରେନ୍
ବାରିପଦା,୨୦।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): କୁଡୁମୀ ଜାତିକୁ ପୁନଃ ଆଦିବାସୀ ମାନ୍ୟତା ଦାବିରେ ଆଦିବାସୀ କୁଡୁମୀ ସମାଜ ଓ କୁଡୁମୀ ଏକତା ମଞ୍ଚ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁର ରେଳ ଷ୍ଟେଶନରେ ରେଳରୋକୋ ଆନ୍ଦୋଳନ କରାଯାଇଛି। ଦୀର୍ଘବର୍ଷ ଧରି କୁଡୁମୀ…
ଆକ୍ସନମୋଡରେ ମୋରଡ଼ା ଅବକାରୀ ବିଭାଗ: ଗଳିକନ୍ଦିରେ ଚଢ଼ାଉ କରି…
ମୋରଡ଼ା,୨୦ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦,୩୦୦ ଲିଟର ମହୁଲ ପୋଚ ନଷ୍ଟ କରିବା ସହିତ ୯୦୦ ଲିଟର ଦେଶୀ ମଦ ଜବତ କରିଛି। ସୂଚନା ମୁତାବକ, ରେଞ୍ଜ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁ,…
ସ୍ତ୍ରୀ ହରାଇଲେ ଦୃଷ୍ଟିଶକ୍ତି, ହାତ ଛାଡ଼ିଦେଲେ ସ୍ବାମୀ: ଦୁର୍ଘଟଣା ପରେ ସମ୍ପର୍କ ତୁଟିଲା
ବାରିପଦା, ୧୯ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଭୋଳାଗଡ଼ିଆ ଗ୍ରାମର ଜଣେ ମହିଳା ଏବେ ବେସାହାରା ହୋଇପଡ଼ିଛନ୍ତି। ସଡ଼କ ଦୁର୍ଘଟଣାରେ ତାଙ୍କ ଦୃଷ୍ଟିଶକ୍ତି ଚାଲିଯିବା ପରେ ସାତଜନ୍ମର ସାଥୀ ହୋଇ ଜୀବନ ବିତାଇବାକୁ ଶପଥ ନେଇଥିବା ସିଆର୍ପିଏଫ୍ ଯବାନ…
ମିଳିଲା ସଫଳତା: ରାଜ୍ୟସ୍ତରକୁ ମନୋନୀତ ହେଲେ ୩ ଛାତ୍ର
ମୋରଡ଼ା,୧୮।୯(ସ୍ମାରକ ମାଜୀ): ଜିଲାସ୍ତରୀୟ କବାଡି ଏବଂ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲା ମୋରଡ଼ା ଆଦର୍ଶ ବିଦ୍ୟାଳୟକୁ ସଫଳତା ମିଳିଛି। ବିଦ୍ୟାଳୟର ୩ଜଣ ଛାତ୍ର ରାଜ୍ୟସ୍ତରକୁ ମନୋନୀତ ହୋଇଛନ୍ତି । ମନୋନୀତ ହୋଇଥିବା ଛାତ୍ରମାନେ ହେଲେ ଏକାଦଶ ଶ୍ରେଣୀର କରଣ ଅର୍ଜୁନ ମହାନ୍ତ,…
ପରକୀୟା ପ୍ରୀତିକୁ ସ୍ତ୍ରୀ ବିରୋଧ କରିବାରୁ ସ୍ବାମୀ ଦେଉଥିଲେ ନିର୍ଯାତନା: କୋର୍ଟ ଶୁଣାଇଲେ ଏମିତି ରାୟ
ମୋରଡା,୧୮।୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍ଏଫସି କୋର୍ଟରେ ଗୁରୁବାର ସ୍ତ୍ରୀଙ୍କୁ ମାରପିଟ ଏବଂ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ଶ୍ରୁତି ପଟ୍ଟନାୟକ ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି।…
Archives


