ମୟୂରଭଞ୍ଜ

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। ମିଳିଥିବା…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଗୁଣ୍ଡାଗିରି। ଉଦଳା ଥାନା ଏନଏସି ୫ ନମ୍ବର ୱାର୍ଡରେ ଯୁବକଙ୍କ ଗୁଣ୍ଡାଗିରିର…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ ହତ୍ୟା ହୋଇଯାଇଥିବା ସୂଚନା ମିଳିଛି । ମହିଳା ଜଣକ ହେଉଛନ୍ତି ସ୍ଵର୍ଗତ ରାଧୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ବାଉଁଶବଣିଆ ଗ୍ରାମର ୪୬ ବର୍ଷିୟ ନିଳମାଧବ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନାରେ ଘଟିଥିବା…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା ଥାନା ପାଟଶାଣିପୁର ପଞ୍ଚାୟତ ବରହମପୁର ଗ୍ରାମରେ ଘଟିଛି ଏଭଳି ଘଟଣା। ସୂଚନା ଅନୁସାରେ,…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି । ଗତ ମଙ୍ଗଳବାର ରାତିରେ ଗୋମାଫିଆଙ୍କ ଗୁଳିମାଡ଼ର ଶିକାର ହୋଇ ଗୋରକ୍ଷକ ଯୁଗପୁରା…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି ଗ୍ରାମ ଭିତରକୁ ଆସିଥିବା ବେଳେ ଦମୟନ୍ତୀ ବାରିକ ସେହି ସମୟରେ ଘରୁ ରାସ୍ତାକୁ…

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଲୁଟେରାମାନେ ଲୁଟ୍ କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୋରକ୍ଷକଙ୍କ ଉପରକୁ ଗୁଳି ଚଳାଇଲେ ଗୋତସ୍କର, ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ବୈଶିଙ୍ଗା,୨୯।୪(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ଦିନକୁ ଦିନ ଗୋରୁ ଚୋରା ଚାଲାଣ ବୃଦ୍ଧି ପାଉଥିବା ବେଳେ ଏହି ଗ୍ୟାଙ୍ଗ ସହ ଜଡ଼ିତ ଅସାମାଜିକ ବ୍ୟକ୍ତିମାନଙ୍କର ଉତ୍ପାତ ମଧ୍ୟ ବଢ଼ି ଚାଲିଛି । ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ କିଛି…

ସ୍ବାମୀଙ୍କ ମୃତ୍ୟୁକୁ ୧୫ବର୍ଷ ପୂରିଲେବି ମହିଳାଙ୍କୁ ମିଳୁନି ଭତ୍ତା

ମୋରଡ଼ା,୨୮ା୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ପଳାସମୁଣ୍ଡୁଳି ପଞ୍ଚାୟତର କୁସୁମକୁଟି ଗ୍ରାମ ୧୪ ନମ୍ବର ୱାର୍ଡର ବିଧବା ମହିଳା ବୁଧୁ ହେମ୍ବ୍ରମ ଭତ୍ତା ପାଇବାରୁ ବଞ୍ଚତ୍ତ ରହିଛନ୍ତି। ତାଙ୍କ ସ୍ବାମୀ ୧୫ ବର୍ଷ ପୂର୍ବରୁ ମୃତ୍ୟୁବରଣ କରିଥିଲେ ସୁଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?