ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ
ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର ବିଷୟ ହୋଇଛି। ଖବରପାଇ ଜନସ୍ବାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ୍ ଓ…
ପୋଲରୁ ଖସିଲା ବାଇକ୍
ଉଦଳା,୨୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା-ବଡ଼ସାହି ରାସ୍ତାର ଶ୍ମଶାନକାଳୀ ଛକଠାରେ ନିର୍ମାଣାଧିନ ଏକ ପୋଲରୁ ତଳକୁ ବାଇକ୍ ଖସି ୩ ଯୁବକ ଗୁରୁତର ହୋଇଛନ୍ତି। ଚିକିତ୍ସା ନିମନ୍ତେ ସେମାନଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ବେତନଟୀ ଥାନା ପାଇକପଡ଼ା ଅଞ୍ଚଳର…
ବିଦ୍ୟାଳୟ ସମସ୍ୟା ନେଇ ରାସ୍ତାରୋକୋ
ବାରିପଦା ଅଫିସ,୨୬।୧:ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାଜ୍ୟ ରାଜପଥର ଶଙ୍ଖାଭଙ୍ଗାଠାରେ ବିଦ୍ୟାଳୟ ସମସ୍ୟାକୁ ନେଇ ଅଭିଭାବକ ଓ ଗ୍ରାମବାସୀ ମଙ୍ଗଳବାର ରାସ୍ତାରୋକୋ କରିଥିଲେ। ଦୀର୍ଘ ଦିନ ଧରି ସ୍କୁଲରେ ନୂତନ ଶ୍ରେଣୀ ଗୃହ ଓ ଛାତ୍ରାବାସ ନିର୍ମାଣ ପାଇଁ ଦାବିକରି ବିଫଳ ହେବା…
ଶିକାରୀଙ୍କ କବ୍ଜାରେ ଶିମିଳିପାଳ
ବାରିପଦା ଅଫିସ,୨୪ା୧:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏବେ ଶିକାରୀଙ୍କ କବ୍ଜାରେ। ଏଠାରେ ପ୍ରତିଦିନ ବନ୍ୟପ୍ରାଣୀ ଶିକାର କରାଯାଉଛି। ବନବିଭାଗ କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀଙ୍କ ଲୋଲୁପ ଦୃଷ୍ଟିରୁ ବର୍ତ୍ତି ପାରୁନାହାନ୍ତି ବନ୍ୟପ୍ରାଣୀ। ୫ଦିନ ତଳେ ଏକ କଲରାପତରିଆ ବାଘର ଚମଡ଼ା…
ଚିତା ପ୍ରଜାତିର ବିଲେଇ ଛୁଆ ମୃତ
ବାରିପଦା ଅଫିସ/ଠାକୁରମୁଣ୍ଡା,୨୩ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କରଞ୍ଜିଆ ଡିଭିଜନ ଅଧୀନ ଦୁଧିଆଣି ରେଞ୍ଜ ବରମୁଣ୍ଡା ସେକ୍ସନ ବୁଢ଼ିଗଁା ବିଟ୍ ଅଞ୍ଚଳ ବନ୍ଧମୁଣ୍ଡା ସାହି ଜଙ୍ଗଲରୁ ଚିତା ପ୍ରଜାତିର ଏକ ବିଲେଇ ଛୁଆର ମୃତଦେହକୁ ବନବିଭାଗ ଜବତ କରିଛି।…
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର
ମୋରଡ଼ା,୨୩ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ମାକୁନ୍ଦ ନିକଟରେ ଏକ ବାଇକ୍ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ବେତନଟୀ ଥାନା ଅଧୀନ ସଂଶା ଅଞ୍ଚଳର ରାଜାରାମ ମହାନ୍ତ (୨୫)। ଏକ ନୂତନ ବାଇକ୍ରେ…
ଜୁଆ ଖେଳି ୩ ଗିରଫ
କୁଳିଅଣା,୨୩ା୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ପୋଲିସ ଜୁଆ ଖେଳ ଚାଲିଥିବା ବେଳେ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କାଠଶୀର୍ଷ ଗ୍ରାମର ରମେଶ ହଁାସଦା, ଯଦୁ ମୁର୍ମୁ ଓ ବାଙ୍ଗରିପୋଷି ଥାନା ଜଗନ୍ନାଥଖୁଣ୍ଟା ଗ୍ରାମର ଭରତ…
ଶିମିଳିପାଳରେ ପୁଣି ଦନ୍ତା ଶିକାର
ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଥମିବାର ନଁା ଧରୁନି। ମାସକ ପୂର୍ବେ ଦୋଷ ଲୁଚାଇବାକୁ ବନ କର୍ମଚାରୀମାନେ ଏକ ଦନ୍ତାର ମୃତଦେହ ପୋଡ଼ି ନଦୀରେ ଭସାଇଦେବା ଘଟଣାର ତଦନ୍ତ ଚାଲିଥିବା ବେଳେ ରବିବାର ପୁଣି ଏକ ଦନ୍ତାର…
ବଳାତ୍କାର ଉଦ୍ୟମକାରୀଙ୍କୁ ହତ୍ୟା କଲେ ପୀଡ଼ିତା
ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଗୁଞ୍ଜୁସାହି ଅଞ୍ଚଳରେ ବଳାତ୍କାର ଉଦ୍ୟମକାରୀଙ୍କୁ ଜଣେ ମହିଳା କୋଦାଳରେ ପିଟି ହତ୍ୟା କରିଛନ୍ତି। ଗତ ରବିବାର ଏହି ଘଟଣା ଘଟିଥିବା ବେଳେ ୭ ଦିନ ପରେ ଗଳିତ ମୃତଦେହକୁ ପୋଲିସ ଜବତ…
ସରିଲା ମକରମେଳା
ଗୋପବନ୍ଧୁ ନଗର/ବୈଶିଙ୍ଗା,୨୧ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ପଞ୍ଚାୟତ ଅନ୍ତର୍ଗତ ଖଡିକାପଦା ଆଖଣ୍ଡଳମଣି ପୀଠରେ ଅନୁଷ୍ଠିତ ମକର ମେଳା ଉଦ୍ଯାପିତ ହୋଇଯାଇଛି। ପୂଜକ ରଶ୍ମି ରଞ୍ଜନ ହୋତା ଓ ଦିବ୍ୟ ସାଗର ମହାପାତ୍ରଙ୍କ ତତ୍ତ୍ୱାବଧାନରେ ରୁଦ୍ରାଭିଷେକ, ରୁଦ୍ର…
୨ ହତ୍ୟାକାରୀଙ୍କୁ ଆଜୀବନ ଜେଲ
ବାରିପଦା ଅଫିସ,୨୦ା୧: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ଶୁକ୍ରବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ. ଦୀପକ ରଞ୍ଜନ ସାହୁ ଏହାର ବିଚାର କରି ୨ ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…
ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
କରଞ୍ଜିଆ,୨୦ା୧- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ ଧୋକଟା ଗଁାରେ ଶୁକ୍ରବାର ବାପାଙ୍କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ହେଲେ ପଞ୍ଚାନନ ନାଏକ। ହତ୍ୟାକାଣ୍ଡ ପରେ ପୁଅ ବିକାଶ ଚଢେଇଭୋଳ ଫାଣ୍ଡିରେ ଆତ୍ମସମର୍ପଣ କରିଥିବା…
Archives


