ମୟୂରଭଞ୍ଜ

ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଜନ୍ମମାଟି

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତକୁ ନେଇ ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ ହୋଇପଡ଼ିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ପ୍ରଶାସନ ତତ୍ପର ହୋଇପଡ଼ିଛି। ସମଗ୍ର ମୟୂରଭଞ୍ଜବାସୀ…

ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ…

ଆସୁଛନ୍ତି ରାଷ୍ଟ୍ରପତି: ୪ ଓ ୫ତାରିଖ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ତେବେ ରାଷ୍ଟ୍ରପତିଙ୍କ…

ଶିମିଳିପାଳରୁ କଳାବାଘର ମୃତଦେହ ଜବତ: ସନ୍ଦେହରେ ଶିକାରୀ ଓ କର୍ମଚାରୀ

ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ କଳା ବାଘର ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭୁବନେଶ୍ୱର ପିସିସିଏଫ୍‌ ସୁଶୀଲ କୁମାର ପୋପଲି ପ୍ରକାଶ କରିବା ସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ…

ନିର୍ବାଚନ ଦାୟିତ୍ୱରେ ଥିବା କନଷ୍ଟେବଲଙ୍କ ମୃତ୍ୟୁ

ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲାରେ ପଞ୍ଚାୟତ ଉପନିର୍ବାଚନ ଦାୟିତ୍ୱରେ ଥିବା ଜଣେ ପୋଲିସ କନଷ୍ଟେବଲଙ୍କର ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଖୁଣ୍ଟା ଥାନା ଅଞ୍ଚଳର ଟିକାୟତ ନାଏକ(୫୦) । ସେ ବୈଶିଙ୍ଗା ଥାନାରେ କାର୍ଯ୍ୟ କରନ୍ତି । ପଞ୍ଚାୟତ…

ଜିଲାରେ ୧ଲକ୍ଷ ୨୯ହଜାର ୧୪୮ ନିର୍ମାଣ ଶ୍ରମିକ ପଞ୍ଜୀକୃତ

ବାରିପଦା ଅଫିସ,୧ା୫: ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଜିଲା ଶ୍ରମ କାର୍ଯ୍ୟାଳୟ ଓଟଦ ଆନୁକୂଲ୍ୟରେ ବାରିପଦା ମୁର୍ଗାବାଡିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଛି । ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ…

ଶିମିଳିପାଳରେ ଦନ୍ତାହାତୀ ଶିକାର

ବାରିପଦା ଅଫିସ,୧ା୫: ଶିମିଳିପାଳ ଅଭୟାରଣ୍ୟରେ ଦନ୍ତାହାତୀ ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ଡିସିଏଫ୍‌ ଯୁଗ୍ମ ଟାସ୍କଫୋର୍ସ ସହିତ ଘଟଣାସ୍ଥଳକୁ ଯାଇଛନ୍ତି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ…

ମହୁଲ ମୂଲ୍ୟ ମିଳୁନି

ଗୋପବନ୍ଧୁନଗର,୨୯।୪ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ଚାଷ ଏହି ଅଞ୍ଚଳ ଲୋକଙ୍କ ପ୍ରଧାନ ଜୀବିକା ହୋଇଥିଲେ ମଧ୍ୟ ଜଙ୍ଗଲଜାତ ଦ୍ରବ୍ୟ ବିକ୍ରି କରି ସେମାନେ ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ମହୁଲ, ଝୁଣା, ଲାଖ,…

ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି

ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ…

ଅନୈତିକ ସମ୍ପର୍କ: ଯୁବକଙ୍କୁ ପିଟିପିଟି ମାରିଦେଲେ ବାପ-ପୁଅ

ମୋରଡା,୨୫।୪(ଡି.ଏନ୍‌.ଏ.): ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟିପିଟି ମାରିଦେବା ଚର୍ଚ୍ଚାର ବିଷୟ ହୋଇଛି। ଏପରି ଏକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ବେତନଟୀ ଥାନା ଅଧୀନ ଭାଲିଆଡିହା ପଞ୍ଚାୟତର କେନ୍ଦୁଛାଟିଆ ଗ୍ରାମରେ । ମିଳିଥିବା…

ସିକ୍ୟୁରିଟି କରୁଛନ୍ତି ରୋଗୀସେବା

ଉଦଳା,୨୫।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ମୁଖ୍ୟ ଡାକ୍ତରଖାନା ଉଦଳା ଡାକ୍ତରଖାନାରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ଡାକ୍ତର ନିଶାଶକ୍ତ ଅବସ୍ଥାରେ ରହୁଥିବା ବେଳେ ସିକ୍ୟୁରିଟି ଗାର୍ଡ ରୋଗୀ ସେବା କରୁଛନ୍ତି। ଏ ଭଳି ଏକ ଭିଡିଓ ସୋସିଆଲ ମିଡିିଆରେ…

ରାଜାବନ୍ଧ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର

ବାରିପଦା ଅଫିସ,୨୫।୪:ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ ପୋଖରିଆ ପଞ୍ଚାୟତ ରାଜାବନ୍ଧର ପୁନରୁଦ୍ଧାର ଏବଂ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଗ୍ରାମର ନାରଣ ମୁର୍ମୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?