ମୟୂରଭଞ୍ଜ

ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି

ମୋରଡ଼ା,୨୩ା୧୨ (ଡି.ଏନ୍‌.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ ଅମଣନାମା…

କେନାଲରୁ ମିଳିଲା ମହିଳାଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ 

ମୋରଡ଼ା,୨୨।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅଧୀନ ବିଳାସ ଗ୍ରାମ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ…

ବଡ଼ସାହିରେ ଭାଜପା-ବିଜେଡି ମୁହାଁମୁହିଁ

ବଡ଼ସାହି,୨୧।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନୂତନ ପ୍ରଶାସନିକ ଭବନ ଉଦ୍‌ଘାଟନକୁ ନେଇ ମଙ୍ଗଳବାର ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆଇନ ଶୃଙ୍ଖଳା ଦୃଷ୍ଟିରୁ ହସ୍ପିଟାଲ ପରିସରରେ ପୋଲିସ ମୃତୟନ କରାଯାଇଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଭାଜପା…

ତ୍ରୁଟିପୂର୍ଣ୍ଣ ମାର୍କିଂକୁ ନେଇ ପୁଣି ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୦ା୧୨: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱ ବିଦ୍ୟାଳୟରେ ତ୍ରୁଟିପୂର୍ଣ୍ଣ ମାର୍କିଂକୁ ନେଇ ପୁନର୍ବାର ଛାତ୍ର ଅଶାନ୍ତି ଦେଖାଦେଇଛି। ପ୍ରତିଶ୍ରୁତି ମୁତାବକ ସମାଧାନ କରାଯାଇ ନ ଥିବାରୁ ଛାତ୍ରୀଛାତ୍ରମାନେ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ପୂର୍ବକ ବିକ୍ଷୋଭ…

ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୦।୧୨: ଆଦିବାସୀ ଭାଷା ଓ ଲିପି ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ମଙ୍ଗଳବାର ମିଳିତ ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ରହିବ।…

ରେଞ୍ଜ୍‌ ଦାୟିତ୍ୱରେ ତଳିଆ କର୍ମଚାରୀ

ବାରିପଦା ଅଫିସ,୨୦।୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନରେ ଥିବା ରେଞ୍ଜ କାର୍ଯ୍ୟାଳୟ ଦାୟିତ୍ୱରେ ରହୁଛନ୍ତି ତଳିଆ କର୍ମଚାରୀ। ଦୀର୍ଘଦିନ ଛୁଟି ଦର୍ଶାଇ ସହରରେ ରେଞ୍ଜରମାନେ ବୁଲୁଥିବା ବେଳେ ଦାୟିତ୍ୱକୁ ଗୁରୁତ୍ୱ ଦେଉନାହାନ୍ତି। ଫଳରେ ବନ୍ୟଜନ୍ତୁ ଅସୁରକ୍ଷିତ ହୋଇପଡୁଥିବା…

ରାଜକୁମାର, ମହିନ୍ଦ୍ରାକୁ ଫେରାଇ ଆଣିବାକୁ ଦାବି

ବାରିପଦା ଅଫିସ,୧୯ା୧୨:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ କୁମକୀ(ପୋଷା) ହାତୀ ‘ଶୋଭା’ର ବ୍ୟବଚ୍ଛେଦ ପରେ ରବିବାର ବିଭାଗୀୟ ଅଧିକାରୀମାନେ ସମ୍ମାନର ସହ ଶେଷକୃତ୍ୟ ସମ୍ପନ୍ନ କରିଛନ୍ତି। ଭୁବନେଶ୍ୱର ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ (ପିସିସିଏଫ୍‌)ଙ୍କ ନିର୍ଦ୍ଦେଶ କ୍ରମେ ଶିମିଳିପାଳ ବ୍ୟାଘ୍ର…

ଶାଗମାଛ ଦରରେ ଧାନ ବିକୁଛନ୍ତି ଚାଷୀ

ଗୋପବନ୍ଧୁ ନଗର,୧୮।୧୨(ଡି.ଏନ.ଏ): ଗୋପବନ୍ଧୁ ନଗର ବ୍ଲକ୍‌ ଆଦିବାସୀ ଅଧୂଷିତ ଅଞ୍ଚଳରେ ୯୦ ପ୍ରତିଶତ ଲୋକେ କୃଷି ଉପରେ ନିର୍ଭରଶୀଳ। କୃଷି ମୁଖ୍ୟ ଓ ପ୍ରଧାନ ଜୀବିକା। ତେବେ ଡିସେମ୍ବର ଅଧା ହୋଇ ଯାଇଥିଲେ ମଧ୍ୟ ସରକାରୀସ୍ତରରେ ମଣ୍ଡି ଖୋଲିନାହିଁ। ଫଳରେ ସାଧାରଣ…

ଆଖିବୁଜିଲା ପୋଷା ହାତୀ ‘ଶୋଭା’

ବାରିପଦା ଅଫିସ, ୧୮ା୧୨: ବନ ବିଭାଗର ଖାମଖିଆଲି ଯୋଗୁ ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମଡ଼କ ବଢ଼ିଚାଲିଛି। ନିୟମିତ ଭାବେ ହାତୀ ମୃତ୍ୟୁ ଘଟଣା ପରିବେଶବିତ୍‌ ତଥା ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନ ଜେନାବିଲ…

ଅନୁଭବଙ୍କ ବରବେଶ ଫଟୋକୁ ନେଇ ଚର୍ଚ୍ଚା

ବାରିପଦା ଅଫିସ,୧୭ା୧୨: ଓଡ଼ିଆ ସିନେ ତାରକା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ଏକ ବରବେଶ ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଏହା ରିଲ୍‌ ନା ରିୟଲ ତାହାକୁ ନେଇ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ…

ଆରମ୍ଭ ହେଲା ମିଳିତ ତଦନ୍ତ

ବାରିପଦା ଅଫିସ,୧୭ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ଶିକାର ପରେ ଚମଡ଼ା ବିକ୍ରି ଘଟଣାରେ ମିଳିତ ତଦନ୍ତ ଆରମ୍ଭ ହୋଇଛି। ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ(ପିସିସିଏଫ୍‌) ଓ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)ର ସ୍ବତନ୍ତ୍ର ପ୍ରତିନିଧି ଦଳ ଅଭୟାରଣ୍ୟକୁ ଆସି…

ଆତ୍ମହତ୍ୟା ଉଦ୍ୟମ କରିଥିବା ବନ କର୍ମଚାରୀଙ୍କ ମୃତ୍ୟୁ

ବାରିପଦା ଅଫିସ,୧୬ା୧୨: ବହୁ ଚର୍ଚ୍ଚିତ ଶିମିଳିପାଳ ହାତୀ ଶିକାର ଓ ପ୍ରମାଣ ପୋଡ଼ି ଘଟଣାକୁ ନେଇ ଆତ୍ମହତ୍ୟା ଉଦ୍ୟମ କରିଥିବା ବନକର୍ମଚାରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ସେ କଟକ ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri