ଦେବକୁଣ୍ଡ, ଭୀମକୁଣ୍ଡର ବିକାଶ ଲାଗି ସମୀକ୍ଷା
ବାରିପଦା ଅଫିସ/ଉଦଳା/ଠାକୁରମୁଣ୍ଡା/ରାଇରଙ୍ଗପୁର,୩ା୩(ଡି.ଏନ.ଏ.): ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଗୁରୁବାର ହେଲିକେପ୍ଟର ଯୋଗେ ଉଦଳା ଉପଖଣ୍ଡ ଦେବକୁଣ୍ଡରେ ପହଞ୍ଚତ୍ ମା’ ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର…
ଅଭୟାରଣ୍ୟରେ ବଢ଼ୁଛି ଭୟ
ଦେଶର ସର୍ବବୃହତ୍ ବିଷୁବ ମଣ୍ଡଳୀୟ ଜଙ୍ଗଲ ଭାବେ ପ୍ରସିଦ୍ଧ ଶିମିଳିପାଳ। ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଅମ୍ଳଜାନ କେନ୍ଦ୍ର। ଜାତୀୟ ଉଦ୍ୟାନ,ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ହସ୍ତୀ ଅଭୟାରଣ୍ୟ ଭାବେ ପରିଚିତ ଶିମିଳିପାଳ ଅଭୟାରଣ୍ୟକୁ ୟୁନେସ୍କୋ ପକ୍ଷରୁ ମିଳିଛି ବିଶ୍ୱ ଐତିହ୍ୟ…
ଗ୍ୟାସ୍ ଦରବୃଦ୍ଧି ନେଇ ଏସ୍ୟୁସିଆଇ ପକ୍ଷରୁ ବିକ୍ଷୋଭ
ବାରିପଦା ଅଫିସ,୨ା୩: ଇନ୍ଧନ ଗ୍ୟାସ୍ ଦରବୃଦ୍ଧିକୁ ନେଇ ଏସ୍ୟୁସିଆଇ (କମ୍ୟୁନିଷ୍ଟ) ମୟୂରଭଞ୍ଜ ଜିଲା ଶାଖା ପକ୍ଷରୁ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ପ୍ରଦର୍ଶନ କରିଥିଲେ। ଏ ସଂକ୍ରାନ୍ତରେ ଏକ ଦାବିପତ୍ର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ପ୍ରଦାନ କରିଥିଲେ। ଦାବି ପୂରଣ…
ମୟୂରଭଞ୍ଜରେ ପହଞ୍ଚିଲେ ୫-ଟି ସଚିବ
ବାରିପଦା ଅଫିସ,୨ା୩: ଗୁରୁବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଜିଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା’ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ…
ଭଞ୍ଜସେନା ଛାତ୍ର ସଙ୍ଗଠନ ଘେରିଲା ଜିଲାପାଳଙ୍କ କାର୍ଯ୍ୟାଳୟ
ବାରିପଦା ଅଫିସ,୧।୩: ମୟୁରଭଞ୍ଜ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାର ସୁଧାର ଆଣିବା ଦାବିରେ ଅଗ୍ରଣୀ ଅଣରାଜନୈତିକ ସଙ୍ଗଠନ ଭଞ୍ଜସେନା ଛାତ୍ର ଶାଖା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯାଳୟ ଘେରାଉ କରାଯାଇଛି । ଜିଲାରେ ବନ୍ଦ ହୋଇ ପଡିଥିବା ହୋମିଓପ୍ୟାଥିକ ଓ ଆୟୁର୍ବେଦ…
ଶିମିଳିପାଳକୁ ଫେରୁନାହାନ୍ତି ବନ୍ୟପ୍ରାଣୀ
ବାରିପଦା ଅଫିସ,୧।୩: ଅଧିକାରୀଙ୍କ ଅପାରଗତାରୁ ଅସୁରକ୍ଷିତ ହୋଇ ପଡ଼ିଛି ଶିମିଳିପାଳ ଅଭୟାରଣ୍ୟ। ଶତ୍ରୁ ସାଜିଛନ୍ତି ଶିକାରୀ ଓ ବନ କର୍ମଚାରୀ। ଜୀବନ ବଞ୍ଚାଇବାକୁ ଦିଗହରା ହୋଇ ପଡ଼ୁଛନ୍ତି ବନ୍ୟପ୍ରାଣୀ। କୋର୍ ଏରିଆ ଭଳି ସୁରକ୍ଷିତ ସ୍ଥାନରେ ବସବାସ କରୁଥିବା ମହାବଳ ବାଘ…
ଈଶାଣପୁରରେ ହେବ ଅଣ୍ଡର ପାସ୍
ବୈଶିଙ୍ଗା,୨୮ା୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଓ ଯୁଗପୁରା ଅଞ୍ଚଳର ବାସିନ୍ଦାଙ୍କ ସମସ୍ୟା ସମ୍ପର୍କରେ ସୋମବାର ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହ ଦକ୍ଷିଣ ପୂର୍ବ…
ଆକାଶରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଲୋକେ ଭୟଭୀତ
ବାରିପଦା ଅଫିସ,୨୭ା୨: ମୟୂରଭଞ୍ଜ ଜିଲା ବାରିପଦାରେ ସୋମବାର ପୂର୍ବାହ୍ନ ୧୧ଟା ୧୦ ମିନିଟ୍ରେ ଆକାଶରେ ପ୍ରଚଣ୍ଡ ଶବ୍ଦକୁ ନେଇ ଜିଲାବାସୀ ଆତଙ୍କିତ ହୋଇ ପଡ଼ିଛନ୍ତି। ଶବ୍ଦର ବେଗକୁ ନେଇ ଘରଦ୍ୱାର ଥରିବା ସହ ଲୋକମାନେ ଭୟଭୀତ ହୋଇଯାଇଛନ୍ତି । ଜିଲାର ବେତନଟୀ,…
ବସ୍ ଚଲାଉଥିଲେ ହେଲପର, ଟ୍ରକ୍ ସହ ହେଲା ମୁହାଁମୁହିଁ
ବାରିପଦା ଅଫିସ,୨୫ା୨: ଶନିବାର ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣିଠାରେ ପୃଥକ୍ ସଡ଼କ ଦୁର୍ଘଟଣାରେ ୩ ଆହତ ହୋଇଛନ୍ତି। ବସ୍-ଟ୍ରକ୍ ମୁଁହାମୁହିଁ ଧକ୍କା ହୋଇଥିବା ବେଳେ ଅଟୋ ଓଲଟିବାରୁ ୩ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଆଜି ସକାଳେ…
ଜାହିରା ପୂଜାସ୍ଥଳରେ ଉତ୍ତେଜନା, ୧୪୪ ଜାରି
ବାରିପଦା ଅଫିସ,୨୫ା୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ବାଉରା ଗ୍ରାମ ଆଦିବାସୀ ସମ୍ପ୍ରଦାୟର ପୂଜାସ୍ଥଳରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ୧୪୪ଧାରା ଜାରି କରାଯାଇଛି। ସହକାରୀ ଜିଲାପାଙ୍କ ଉପସ୍ଥିତିରେ…
ବାରିପଦା-ପୁରୀ ଓଏସ୍ଆର୍ଟିସି ବସ୍ ଚଳାଚଳ ଦାବି
ବାରିପଦା ଅଫିସ,୨୫ା୨: ମୟୂରଭଞ୍ଜ ଜିଲାକୁ ପର୍ଯ୍ୟଟକଙ୍କ ଗମନାଗମନ ନିମନ୍ତେ ସିଧାସଳଖ ବାଙ୍ଗରିପୋଷିରୁ ପୁରୀ ଶ୍ରୀକ୍ଷେତ୍ର ପର୍ଯ୍ୟନ୍ତ ନିୟମିତ ରେଳ ଚଳାଚଳ କରିବାକୁ ଜିଲାବାସୀ ବାରମ୍ବାର ଦାବି କରିଆସୁଛନ୍ତି। ମାତ୍ର କେନ୍ଦ୍ର ସରକାରଙ୍କ ରେଳ ବିଭାଗ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ କରୁ…
ଅଙ୍ଗନୱାଡି ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ରୀଛାତ୍ର ଆହତ
ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଳକ ସାରମୁଳା ପଞ୍ଚାୟତ ଗୋବରା ଅଙ୍ଗନୱାଡି କେନ୍ଦ୍ରର ଛାତରୁ ପ୍ଲାଷ୍ଟର ଖସି ୩ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଆୟୁଷ୍ମାନ ବେହେରା, ଜ୍ୟୋତିକ୍ରିଷ୍ଣା…

