ମୟୂରଭଞ୍ଜ

ପଶ୍ଚିମବଙ୍ଗ ଗୋରୁୁ ଚାଲାଣ:ମାଡ଼ି ବସିଲା ପୋଲିସ

ମୋରଡ଼ା,୧୭ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ପୋଲିସ ମଙ୍ଗଳବାର ଏକ ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ସୂଚନା ମୁତାବକ, ସକାଳ ୬ଟା ସମୟରେ ପିକ୍‌ଅପ୍‌ ଯୋଗେ ତିନୋଟି ଗୋରୁୁ ପଶ୍ଚିମବଙ୍ଗ ଚାଲାଣ ହେଉଥିବାର…

ଯୌତୁକ ପାଇଁ ଶାରୀ ସ୍ତ୍ରୀକୁ ଶାରୀରିକ ନିର୍ଯାତନା, ଜୀବନରୁ ମାରିଦେବାକୁ ପ୍ରଚେଷ୍ଟା: ଆସିଲା ବଡ଼ ରାୟ

ମୋରଡ଼ା,୧୭ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ଜେଏମ୍‌ଏଫ୍‌ସି କୋର୍ଟରେ ମଙ୍ଗଳବାର ଏକ ଯୌତୁକ ନିର୍ଯାତନା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଶ୍ରୁତି ପଟ୍ଟନାୟକ ଏହାର ବିଚାର କରି ଦୋଷୀ ସ୍ବାମୀଙ୍କୁ ୧ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି…

ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ପିଲାଙ୍କୁ ନିସ୍ତୁକ ମାଡ଼: ପାଲଟା ଅଭିଯୋଗକଲେ ନିଲମ୍ବିତ ଶିକ୍ଷୟିତ୍ରୀ

ବେତନଟୀ(ଧରଣୀଧର ମହାନ୍ତି)/ବୈଶିଙ୍ଗା(ରତନ ଦାଶ),୧୫ା୯-  ପ୍ରାର୍ଥନା ପରେ ପ୍ରଣାମ ନ କରିବାରୁ ୩୦ଜଣ ଛାତ୍ରୀଛାତ୍ରଙ୍କୁ ବାଉଁଶବାଡ଼ିରେ ନିସ୍ତୁକ ମାଡ଼ମାରି ଆହତ କରିବା ଅଭିଯୋଗରେ ନିଲମ୍ବିତ ଶିକ୍ଷୟିତ୍ରୀ ଘଟଣାର ୨ଦିନ ପରେ ସୋମବାର କେତେଜଣ ଅଭିଭାବକକଙ୍କ ନଁାରେ ବୈଶିଙ୍ଗା ଥାନାରେ ପାଲଟା ଅଭିଯୋଗ କରିଛନ୍ତି।…

ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାର ନେଇ ଧାରଣା,

ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାଳବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୩୮…

ଝୁମର ତାଳେ ତାଳେ ନାଚିଲେ ଧର୍ମେନ୍ଦ୍ର ପ୍ରଧାନ: ସମସ୍ତେ ହେଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ Video

ବାରିପଦା, ୧୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଝୁମର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି । ବାରିପଦା ଛଉ ପଡିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ…

୪ ଶିକ୍ଷକଙ୍କୁ ୧୪ ପିଲା,ତଥାପି ଅବହେଳା : ଉପାନ୍ତ ଅଞ୍ଚଳ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟତିକ୍ରମ

ମୋରଡ଼ା,୧୩ା୯(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ଶିକ୍ଷା ବ୍ୟବସ୍ଥାର ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି  ବ୍ଲକ ଅଧୀନ ସୁରେଇଡ଼ିହି ପଞ୍ଚାୟତ ମୋରଡ଼ା ଏବଂ ବାରିପଦା ବ୍ଲକ ସୀମାରେ ଅବସ୍ଥିତ। ଉକ୍ତ ପଞ୍ଚାୟତରେ ନାହାଶୋଳ ସରକାରୀ ଉଚ୍ଚ ପ୍ରାଥମିକ…

ପରକୀୟା ପ୍ରୀତି: ୨ ଯୁବକଙ୍କ ସହ ଜଣେ ମହିଳାଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଲେ ଗ୍ରାମବାସୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଞ୍ଚଳରେ ଏକ ଅମାନବୀୟ ଘଟଣା ଘଟିଛି। ପରକୀୟା ପ୍ରୀତିକୁ ସନ୍ଦେହ କରି ଗ୍ରାମବାସୀ କଙ୍ଗାରୁ କୋର୍ଟ କରିଛନ୍ତି। ୨ ଯୁବକ ଓ ଜଣେ ମହିଳାଙ୍କୁ ଇଲେକ୍ଟ୍ରି ଖୁଣ୍ଟିରେ ବାନ୍ଧି ନିସ୍ତୁକ ମାଡ଼…

ଗାଁ ପୋଖରୀକୁ ଯାଇ ଆଉ ଫେରିଲେନି ଦୁଲି: ସତେ ଯେମିତି ଅନେଇ ବସିଥିଲା…

ମୋରଡ଼ା,୧୨ା୯(ସ୍ମାରକ ମାଜୀ):  ମୟୂରଭଞ୍ଜ ରାସଗୋବିନ୍ଦପୁର ଥାନା ତଥା ବଡ଼ାମପୁର ଫାଣ୍ଡି ଅଧୀନ ସାନମାଣିଦା ପଞ୍ଚାୟତର କୁଚିଆଶୋଳ ଗାଁ ପୋଖରୀରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତା ମହିଳା ଜଣକ ହେଲେ ସେହି ଗ୍ରାମର ଦଲ ଟୁଡୁ l…

ହଠାତ୍‌ ହାଟରେ ପଶିଲା ହାତୀ: ଯାହାକଲା ଭିଡିଓ ହୋଇଗଲା ଭାଇରାଲ

ମୋରଡ଼ା,୧୨ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ି ଚାଲିଛି। ୪ ଦିନ ତଳେ ଉକ୍ତ ରେଞ୍ଜ ଅଧୀନ ଗାଁ ଅମର୍ଦା ସାପ୍ତାହିକ ହାଟ ଚାଲିଥିବା ବେଳେ ଏକ ଦନ୍ତା ହାତୀ ପଶି ଉପଦ୍ରବ ଚଳାଇବା ଭିଡିଓ…

ଅଲିମ୍ପିଆଡ ପୁରସ୍କାର: ପ୍ରତ୍ୟୁଷ ବେହେରାଙ୍କୁ ଗୋଲ୍ଡ ମେଡାଲ

ମୋରଡ଼ା,୯ା୯(ସ୍ମାରକ ମାଜୀ):  ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ବିଦ୍ୟଜ୍ୟୋତି ପବ୍ଲିକ ସ୍କୁଲରେ ଅଲିମ୍ପିଆଡ ପୁରସ୍କାର ପ୍ରଦାନ ଉତ୍ସବ ସୋମବାର ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ଡାଇରେକ୍ଟର ସଞ୍ଜୟ କୁମାର ସେନାପତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…

ଚଢ଼ାଉ କରି ଜଣଙ୍କ ପରେ ଜଣଙ୍କୁ ଧରିଲା ଅବକାରୀ ଟିମ୍‌

ମୋରଡ଼ା,୯ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ମୋରଡା ଅବକାରୀ ଅଧିକାରୀ ଦୀପକ କୁମାର ରାଉତଙ୍କ ସୂଚନା ମୁତାବକ, ଅବକାରୀ ବିଭାଗ…

ଭିନ୍ନ ଭିନ୍ନ ଜନ୍ମତାରିଖ, ଚାକିରିରୁ ବିଦା ହେଲେ ଅଙ୍ଗନଓ୍ବାଡ଼ି ଦିଦି

ଉଦଳା,୪ା୯(ସନ୍ତୋଷ କୁମାର ବାଛିନି): ଜଣେ ମହିଳାଙ୍କର ଗୋଟିଏ କି ଦୁଇଟି ନୁହେଁ, ରହିଛି ଭିନ୍ନ ଭିନ୍ନ ଜନ୍ମ ତାରିଖ। ଯାହା ଆଜି ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ଚାକିରିରୁ ବିଦା ହୋଇଛନ୍ତି ଜଣେ ଅଙ୍ଗନଓ୍ବାଡ଼ି ଦିଦି। ଜିଲା ସମାଜ କଲ୍ୟାଣ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri