ବାଇକ୍କୁ ପିଟିଲା ସ୍କର୍ପିଓ, ବସ୍ ସହ ମୁହାଁମୁହିଁ ହେଲା କାର୍, ଚାଲିଗଲା ୪ ଜୀବନ
କରଞ୍ଜିଆ,୨୭ା୪(କବିତା ମହାନ୍ତ) : ମୟୂରଭଞ୍ଜ କରଞ୍ଜିଆ ଥାନା ଅଞ୍ଚଳରେ ସିରିଜ୍ ଦୁର୍ଘଟଣା ଘଟିଛି। ଏକ ବାଇକ୍କୁ ସ୍କର୍ପିଓ ପିଟିଥିବାରୁ ବାଇକ୍ରେ ଯାଉଥିବା ସ୍ବାମୀ-ସ୍ତ୍ରୀଙ୍କ ଜୀବନ ଯାଇଛି। ମୃତ ଦମ୍ପତି କରଞ୍ଜିଆ ହସ୍ପିଟାଲରୁ ଦେହ ଦେଖାଇ ନିଜ ଘର ପାଣ୍ଠ ଗ୍ରାମକୁ ଯାଉଥିବା…
ପାନୀୟ ଜଳ ସମସ୍ୟା ନେଇ ଗ୍ରାମବାସୀ ନେଲେ ଚରମ ନିଷ୍ପତ୍ତି, ଗରା ବାଲଟି ଧରି ଧାରଣାରେ ବସିଲେ
ଉଦଳା,୨୭ା୪(ସନ୍ତୋଷ କୁମାର ବାଚ୍ଛିନୀ): ଦୀର୍ଘ ବର୍ଷ ହେବ ଗ୍ରାମରେ ରହିଛି ପାନୀୟ ଜଳ ସମସ୍ୟା। ଯାହାକୁ ନେଇ ବାରମ୍ବାର ଅଭିଯୋଗ କରିଥିଲେ ସୁଦ୍ଧା କେହି ନ ଶୁଣିବାରୁ ଗ୍ରାମବାସୀ ନେଲେ ଚରମ ନିଷ୍ପତ୍ତି । ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ସମ୍ମୁଖରେ…
ବାଇବାଲିରୁ ପୁରୀ ଗଲା ୫୫ ଖଣ୍ଡ ରଥକାଠ
ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବାଇବାଲି ସେକ୍ସସନ ଗୁନାକିଆ ଜଙ୍ଗଲରୁ ଶୁକ୍ରବାର ପୁରୀ ଗଲା ୫୫ ଖଣ୍ଡ ରଥକାଠ । ଏ ନେଇ ଗୁନାକିଆ ଠାରେ ଶୁକ୍ରବାର ପୂଜାପାଠ ପରେ ରଥ କାଠ…
୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ
ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ ପାଇବାର ପ୍ରତିଦାନ ସ୍ବରୂପ ନିଜ ଜୀବନ ବଳିଦାନ ଦେଇଛି ଏକ ବୁଲା କୁକୁର…
ହାତୀର ରାଗ ବନକର୍ମଚାରୀଙ୍କ ଉପରେ ଛାଡିଲେ ସ୍ଥାନୀୟ ଲୋକେ, ନିର୍ଘାତ ମାଡ଼ ମାରି…
ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଦନ୍ତାହାତୀ ଘର ଭାଙ୍ଗିବା ପରେ ସ୍ଥାନୀୟ ଲୋକେ ବନକର୍ମଚାରୀଙ୍କୁ ନିର୍ଘାତ ମାଡ଼ ମାରିଛନ୍ତି । ହାତୀକୁ ଟ୍ରାକ କରୁଥିବା ବନବିଭାଗ ଗାଡିକୁ ଭାଙ୍ଗିବା ସହ ବନ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ସୂଚନା ରହିଛି । ଡୁକୁରା ବନାଞ୍ଚଳ…
ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ
ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୬୬/୨୬) ରୁଜୁକରି ଅଭିଯୁକ୍ତ ସ୍ବାମୀ ଜଗଦୀଶ ପାତ୍ରଙ୍କୁ ଗିରଫ କରିଛି।…
ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…
ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା । ବାଲେଶ୍ୱର ରେଳ ଷ୍ଟେଶନରୁ ଉଦ୍ଧାର କଲା ପୋଲିସ । ବାରିପଦା ସଦର ପୋଲିସ…
ଶ୍ୱଶୁରଘର ଗାଁ ଗଛରେ ଝୁଲୁଛି ରାଜସ୍ଥାନୀ ଯୁବକଙ୍କ ମୃତଦେହ, ସ୍ତ୍ରୀଙ୍କ ସହ…
ଉଦଳା,୨୧ା୪(ସନ୍ତୋଷ କୁମାର ବାଚ୍ଛିନୀ): ରାଜସ୍ଥାନୀ ଯୁବକ ହେଲେ ବାହା ହୋଇଥିଲେ ମୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳର ଝିଅକୁ। ଆଉ ବାହାଘର ପରେ ଉଦଳା ଥାନା କୋଚିଳାଡିହା କଇଁଫୁଲିଆ ଗ୍ରାମରେ ସ୍ତ୍ରୀଙ୍କ ସହ ରହୁଥିଲେ। ମଙ୍ଗଳବାର ସକାଳୁ ଯୁବକଙ୍କ ଝୁଲନ୍ତା ମୃତଦେହ ଏକ…
ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ
ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ ଶନିବାର ବିଜେଡି ପକ୍ଷରୁ ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଫଳରେ ସମଗ୍ର…
ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଉତ୍ତେଜନା ପ୍ରକାଶ ପାଇବା ସହ ରାସ୍ତାରୋକୋ କଲେ ଗ୍ରାମବାସୀ
ମୋରଡା/ରାସଗୋବିନ୍ଦପୁର,୧୪।୪(ସ୍ମାରକ ମାଜୀ/ସତ୍ୟବାଦୀ ପରିଡା): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ କାକବନ୍ଧ ଅନୁସୂଚିତ ଜାତି ଓ଼ ଜନଜାତି ଆଶ୍ରମ ବିଦ୍ୟାଳୟର ୧୪୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ରବିବାର ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ତେବେ ଅବସ୍ଥା ସଂକଟାପନ୍ନ ହେବାରୁ କିଛି…
୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’, ଝୁରୁଛନ୍ତି ଗ୍ରାମବାସୀ
ଉଦଳା,୧୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି । ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ ପାଇବାର ପ୍ରତିଦାନ ସ୍ବରୂପ ନିଜ ଜୀବନ ବଳିଦାନ ଦେଇଛି ଏକ ବୁଲା…
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ୫ ଜଣ ଶିକାରୀ ଜଙ୍ଗଲ ଭିତରକୁ ଶିକାର ନିମନ୍ତେ ଯାଇଥିବା ବେଳେ ଏଆଇ…

