ମୟୂରଭଞ୍ଜ

କୂଅରୁ ମିଳିଲା ପ୍ରଥମ ସ୍ତ୍ରୀଙ୍କ ମୃତଦେହ: ସ୍ବାମୀଙ୍କ ସହ ଦ୍ୱିତୀୟ ସ୍ତ୍ରୀ ଅଟକ

ବାରିପଦା ଅଫିସ,୧୧।୧୧: ବାରିପଦା ସଦର ଥାନା ପୋଲିସ ବୁଧବାର ଚନ୍ଦନପୁର ପଞ୍ଚାୟତ ଅଧୀନ ବୈଦ୍ୟପୁର ଗ୍ରାମର ଏକ କୂଅରୁ ଜନୈକା ମହିଳାଙ୍କ ଗଳିତ ମୃତଦେହ ଜବତ କରିଛି। ମହିଳା ଜଣକ ହେଲେ ମୁନସୀ ମାରାଣ୍ଡିଙ୍କ ସ୍ତ୍ରୀ କରମୀ(୪୫)। ଏ ସଂକ୍ରାନ୍ତରେ...

ପୋଲିସ ଉପରକୁ ଅଣ୍ଡାମାଡ଼

ବାରିପଦା ଅଫିସ,୧୧।୧୧: ମୟୂରଭଞ୍ଜ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ବୁଧବାର ବାରିପଦା ସ୍ଥିତ ଏସ୍‌ପି ଅଫିସ ଘେରାଉ ସମୟରେ ଅଭାବନୀୟ ଘଟଣା ଘଟିଛି। ଭାଜପା କର୍ମୀମାନେ ପୋଲିସ ଉପରକୁ ଅଣ୍ଡାମାଡ଼ କରିଥିବା ବେଳେ ଠେଲାପେଲାରେ ୨ଜଣ କର୍ମୀ ଆହତ...

ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ...

ପାଠ ଛାଡ଼ି ଦାଦନ ଯାଉଛନ୍ତି ଛାତ୍ରୀଛାତ୍ର

ବାରିପଦା ଅଫିସ, ୯ା୧୧-ବାରିପଦା ମ୍ୟୁନସିପାଲିଟି ଅଧୀନ ୯ନଂ. ୱାର୍ଡରେ ବସବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ଛାତ୍ରୀଛାତ୍ରମାନେ ସରକାରୀ ସୁବିଧାରୁ ବଞ୍ଚିିତ ହେଉଛନ୍ତି। ବାସସ୍ଥାନ ପ୍ରମାଣପତ୍ର ନ ଥିବାରୁ ଆଶ୍ରମ ବିଦ୍ୟାଳୟରେ ନାମ ଲେଖାଇ ନ ପାରି ସରକାରୀ ସ୍କୁଲରେ ପାଠପଢୁଛନ୍ତିା...

ରେଞ୍ଜର ନିଲମ୍ବିତ, ଡାଟା ଏଣ୍ଟ୍ରି ଅପରେଟର ଗିରଫ

କରଞ୍ଜିଆ,୭।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଦୁଧିଆଣି ରେଞ୍ଜର ସରୋଜ ପଣ୍ଡାଙ୍କୁ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ କରଞ୍ଜିଆ ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବନ କରାଯାଇଛି। ହାତୀ ଉପଦ୍ରବ ଜନିତ କ୍ଷୟକ୍ଷତିର ସହାୟତା ରାଶି ପ୍ରଦାନ କରିବାରେ ବିଳମ୍ବ...

ହାଟ ମଝିରେ ସତ୍କାର

ବିଶୋଇ, ୭।୧୧(ଡି.ଏନ.ଏ.): ଜମି ବିବାଦକୁ କେନ୍ଦ୍ର କରି ଅନ୍ତିମ ସଂସ୍କାର କରାଇ ନ ଦେବାରୁ ଗ୍ରାମରେ ଜଣେ ବୃଦ୍ଧାଙ୍କ ମୃତଦେହ ୨୪ ଘଣ୍ଟା ପଡ଼ିରହିଲା। ଶେଷରେ ପୋଲିସ ଫୋର୍ସ ଉପସ୍ଥିତିରେ ସାପ୍ତାହିକ ହାଟ ମଝିରେ ଶବସତ୍କାର କରାଯାଇଛି। ମୟୂରଭଞ୍ଜ ଜିଲା...

ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ

କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ...

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୨।୧୧ ବର୍ଷା ଯୋଗୁ ଜୁନ୍‌ ୧୫ରୁ ବନ୍ଦ ଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ପ୍ରଥମ ଦିବସରେ ବାରିପଦାର ପିଠାବଟା ଓ ଯଶିପୁରର କାଳିଆଣି ତନଖି ଫାଟକ ଦେଇ ସକାଳ ୬ଟାରୁ ୯ଟା...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ କରିବେ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍‌...

ଧାନକ୍ଷେତରେ ହାତୀପଲ

ବାରିପଦା ଅଫିସ/ଠାକୁରମୁଣ୍ଡା, ୩୧।୧୦ଡି.ଏନ.ଏ.)  ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନରେ ଥିବା ଦୁଧିଆଣୀ ଓ କରଞ୍ଜିଆ ରେଞ୍ଜରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି ଚଳାଇଛନ୍ତି। ଖାଦ୍ୟ ଅନ୍ବେଷଣରେ ଆସିଥିବା ୫୮ଟି ହାତୀ ବିଭିନ୍ନ ଦଳରେ ବିଭକ୍ତ ହୋଇ ଫସଲ ନଷ୍ଟ କରିବା...

ଅନ୍ୟ ମହିଳାଙ୍କ ସହ ସମ୍ପର୍କ ରଖିବାରୁ…

ବାଙ୍ଗିରିପୋଷି,୨୮।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧୀନ ଶିମିଳାରେ ଏକ ହତ୍ୟାକାଣ୍ଡ ଘଟିଛି। ପରକୀୟା ପ୍ରୀତି ପାଇଁ ବଚସାକୁ କେନ୍ଦ୍ରକରି ନିଜ କକାଙ୍କୁ ହାଣି ହତ୍ୟା କରିଛନ୍ତି ପୁତୁରା। ପୋଲିସ ଗୁରୁବାର ଏକ ହତ୍ୟା ମାମଲା (ନଂ.୨୫୨/୨୧) ରୁଜୁ କରି...

ନାବାଳିକାଙ୍କୁ ଅପହରଣ

ବୈଶିଙ୍ଗା,୨୭ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ୧୭ ବର୍ଷୀୟା ନାବାଳିକା ଗ୍ରାମ ପୋଖରୀକୁ ପାଣି ଆଣିବାକୁ ଯାଇ ଘରକୁ ଫେରିନାହାନ୍ତି। ପରିବାର ଲୋକେ ବହୁ ଖୋଜାଖୋଜି ପରେ ନିରାଶ ହୋଇ ତାଙ୍କୁ କେହି ଅପହରଣ କରି ନେଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri