ମୟୂରଭଞ୍ଜ

ପିଆର୍‌ଏମ୍‌ ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର

ବାରିପଦା ଅଫିସ,୭ା୧୧:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲେ କଲେଜ ଓ ହସ୍ପିଟାଲ(ପିଆର୍‌ଏମ୍‌) ଚକ୍ଷୁ ବିଭାଗ ଛାତରୁ ରବିବାର ପ୍ଲାଷ୍ଟର ଖସିଛି। ସେଠାରେ ଚିକିତ୍ସାଧିନ ରୋଗୀ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ମେଡିକାଲ କର୍ତ୍ତୃପକ୍ଷ ସେମାନଙ୍କୁ ଅନ୍ୟ…

୨ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବନ୍ଦ

ଠାକୁରମୁଣ୍ଡା,୬।୧୧(ଡି.ଏନ୍‌.ଏ):  ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ୨ ପ୍ରାଥମିକ ବିଦ୍ୟାଳୟରେ ଗତ ଗୁରୁବାରଠାରୁ ମଧ୍ୟାହ୍ନ ଭୋଜନ ବନ୍ଦ ରହିଛି। ମଧ୍ୟାହ୍ନ ଭୋଜନ ପାଇଁ ବିଦ୍ୟାଳୟ ଗୁଡ଼ିକୁ ଚାଉଳ ଯୋଗାଣ ହୋଇ ନ ଥିବାରୁ ଏପରି ସମସ୍ୟା…

ଛାତରୁ ପ୍ଲାଷ୍ଟର ଖସିି ଛାତ୍ର ଆହତ

ବିଶୋଇ,୫।୧୧(ଡି.ଏନ୍‌.ଏ): ଶିକ୍ଷାର୍ଥୀଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟ ଗୁଡ଼ିକୁ ନୂଆ ରୂପ ଦେଉଛନ୍ତି। ସ୍ମାର୍ଟ କ୍ଲାସ୍‌ ରୁମ୍‌ ସହିତ ଅତ୍ୟାଧୁନିକ ପାଠ୍ୟ ଉପକରଣ ଯୋଗାଇ ଦିଆଯାଉଛି। ମାତ୍ର ତରବରିଆ ଭାବେ ଓ ନିମ୍ନମାନର…

ଅସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ

ସାରସକଣା,୫।୧୧(ଡି.ଏନ.ଏ.): ୪ବର୍ଷ ହେଲା ଗ୍ରାମରେ ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ଏକ କ୍ଲବ ଗୃହକୁ ଅସ୍ଥାୟୀ ଅଙ୍ଗନଓ୍ବାଡି ରୂପେ ବ୍ୟବହାର କରି ପିଲାଙ୍କୁ ପଢ଼ାଯାଉଛି। ନୂତନ କେନ୍ଦ୍ର ନିର୍ମାଣ ଦିଗରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଏହାକୁ ନେଇ…

ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟିଲେ

ବାରିପଦା ଅଫିସ, ୫।୧୧: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ସଚେତନତା ଅଭାବରୁ କଙ୍ଗାରୁ କୋର୍ଟ ବାରମ୍ବାର ଦେଖିବାକୁ ମିଳିଥାଏ। ଗୁଣିଗାରେଡ଼ିଠାରୁ ଆରମ୍ଭ କରି ଡାହାଣୀ ସନ୍ଦେହ ଏବଂ ପ୍ରେମଜନିତ ଘଟଣାରେ ଲୋକେ ଆଇନର ଆଶ୍ରୟ ନେବା ପରିବର୍ତ୍ତେ ଗ୍ରାମରେ କଙ୍ଗାରୁ କୋର୍ଟ…

ଚୋରି ଅଭିଯୋଗରେ ଜଣେ ଗିରଫ

ମୋରଡ଼ା,୪ା୧୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସରକାରୀ ଗୃହରୁ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ହଳଦୀପାଳର ଟିକ ମହାନ୍ତ। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୩୦୫/୨୨) ରୁଜୁ…

ପରିବା କିଣୁକିଣୁ ନ ଥିଲା ବାଇକ୍‌

ବୈଶିଙ୍ଗା,୪ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଉପକଣ୍ଠ ଡାହିବାଡ଼ି ସାପ୍ତାହିକ ହାଟରେ ପୁଣି ଲୁଟେରା ସକ୍ରିୟ ହୋଇ ପଡିଛନ୍ତି। ବୁଧବାର ହାଟରେ ପ୍ରବଳ ଗହଳି ଥିବା ବେଳେ ବାଲେଶ୍ବର ଜିଲା ଗୋବିନ୍ଦପୁର ଗ୍ରାମର ଭାସ୍କର ଭୋଇ ବାଇକ୍‌ ରଖି ଜିନିଷ କିଣୁଥିଲେ। ସେତିକିବେଳେ…

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗର ଅସୁସ୍ଥ ଦନ୍ତା

ବେତନଟୀ,୪ା୧୧(ସ୍ବ.ପ୍ର.): ଗତ କିଛି ଦିନ ହେଲା ଗୋଡ଼ରେ ଆଘାତପ୍ରାପ୍ତ ହୋଇ ପଶ୍ଚିମବଙ୍ଗ ବନବିଭାଗ ଦ୍ୱାରା ଚିକିତ୍ସିତ ଏକ ଦନ୍ତା ବୁଧବାର ଓଡ଼ିଶା ସୀମା ଅତିକ୍ରମ କରି ବେତନଟୀ ରେଞ୍ଜରେ ପ୍ରବେଶ କରିଛି। ଏହି ଦନ୍ତା ଏବେ ମୟୂରଭଞ୍ଜ ବନ ବିଭାଗର ଚିନ୍ତା…

ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ

ଗୋପବନ୍ଧୁ ନଗର,୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ଓ ଖୁଣ୍ଟା ବ୍ଲକ ସୀମା ତଥା ବାଲେଶ୍ୱରରୁ ବାରିପଦା-୍‌ଉଦଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଧାନଘେରା ଛକଠାରେ ନିର୍ମାଣ ହୋଇଥିବା ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ହୋଇ ପଡ଼ିଛି। ବର୍ଷ ତଳେ ନିର୍ମାଣ ହୋଇଥିବା…

ବିକାଶ ଅପେକ୍ଷାରେ ‘ସୀତାକୁଣ୍ଡ’

ବାରିପଦା ଅଫିସ,୪ା୧୧: ପ୍ରାକୃତିକ ପରିବେଶ ଭରା ମୟୂରଭଞ୍ଜ ଜିଲାର ଶିମିଳିପାଳ ଅଭୟାରଣ୍ୟ। ଏହାର ଚତୁଃପାର୍ଶ୍ୱରେ ଥିବା ଅନେକ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ସୀତାକୁଣ୍ଡ ଜଳପ୍ରପାତ ଅନ୍ୟତମ। ଶାମାଖଣ୍ଟା ବ୍ଲକ ଅଧୀନ ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ନିକଟରେ ରହିଛି ଏହି ଜଳପ୍ରପାତ। ପ୍ରାକୃତିକ ସବୁଜିମାରେ…

କାର୍‌ ଉପରେ ମାଡ଼ିଗଲା କାର୍‌, ଦୁଇ ଗୁରୁତର

ସାରସକଣା,୨ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ୧୮ ନଂ ଜାତୀୟ ରାଜପଥ ସଂକୁଚା ନିକଟରେ କାର୍‌ ଉପରେ ଅନ୍ୟ ଏକ କାର୍‌ ମାଡ଼ିଯିବାରୁ ୨ଜଣ ଗୁରୁତର ଥିବା ଜଣାଯାଇଛି। ପ୍ରକାଶ ଯେ, ଝାରପୋଖରିଆ ପଟୁ ଯାଉଥିବା ଏକ କାର୍‌ ଭାରସାମ୍ୟ…

ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ସଚିବ ବିଶାଲ ଦେବ

ବାରିପଦା ଅଫିସ,୨ା୧୧: ରାଜ୍ୟ ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବଙ୍କୁ ସ୍ବତନ୍ତ୍ର ଭାବେ ମୟୂରଭଞ୍ଜ ଜିଲା ଦାୟିତ୍ୱ ନ୍ୟସ୍ତ ପରେ ସେ ବୁଧବାର ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି। ପ୍ରଥମ ଦିନରେ ସେ ଜିଲାପରିଷଦ ସମ୍ମଳିନୀ କକ୍ଷରେ ଜିଲାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri