ମୟୂରଭଞ୍ଜ

ଓଲଟିଲା ଓଟୋ: ଜଣେ ମୃତ,୧୧ ଆହତ

ଠାକୁରମୁଣ୍ଡା,୧୭।୧(ଡି.ଏନ.ଏ.): ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ମାଛଗଡ଼- ଅସନବଣି ରାସ୍ତାର ସାରୁବିଲ ନିକଟରେ ମଙ୍ଗଳବାର ଏକ ଓଟୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ସମେତ ୧୧ ଜଣ ଆହତ…

ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ,ବଦଳିଲେ ଶିକ୍ଷୟିତ୍ରୀ

ଉଦଳା,୧୭ା୧(ଡି.ଏନ୍‌.ଏ.): ଛାତ ଉପରକୁ କାଠ ଆଣିବାକୁ ଯାଇଥିବା ବେଳେ ପାହାଚରୁ ଖସି ଜଣେ ଛାତ୍ରଙ୍କ ଗୋଡ଼ ଭାଙ୍ଗିବା ଘଟଣାରେ ଶିକ୍ଷା ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ ପ୍ରଧାନଶିକ୍ଷୟିତ୍ରୀ ମଙ୍ଗଳା ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଥିବା ବେଳେ…

ହାତୀ ଆକ୍ରମଣରେ ଜୀବନ ଗଲା

ବାରିପଦା ଅଫିସ,୧୬ା୧- ମୟୂରଭଞ୍ଜ ଜିଲା ଦେଉଳି ରେଞ୍ଜ ଅଞ୍ଚଳରେ ସୋମବାର ସାରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟ ହୋଇଛି। ମୃତକ ହେଲେ ସାଲସାହିର ରାମ ଭକ୍ତା(୫୦)। ଘର ବାରଣ୍ଡାରେ ଶୋଇଥିବା ବେଳେ ଝାଡ଼ଖଣ୍ଡୀ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ପୋଲିସ ମୃତଦେହ…

ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର

ସାରସକଣା,୧୫।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଝାରଖଣ୍ଡ ଅଞ୍ଚଳର ୪ରୁ ୫ଜଣ…

ମକର ହାଟରେ ଭିଡ଼

ବାରିପଦା ଅଫିସ/ଉଦଳା/ସାରସକଣା,୧୪ା୧(ଡି.ଏନ.ଏ.): ମକର ପର୍ବ ଲାଗି ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲା ଉତ୍ସବମୁଖର ହୋଇଉଠିଛି। ଏହି ପର୍ବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଜିଲାର ଜନ ସାଧରଣ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି। ଦୂର ଦୂରାନ୍ତରେ ରହୁଥିବା ଲୋକେ ଗାଁକୁ ଫେରି…

ଯାତ୍ରା ଦେଖିବାକୁ ଯାଇଥିଲେ ଦମ୍ପତି: ତାଲା ଭାଙ୍ଗି ଘରେ ପଶିଲେ ଚୋର

ଗୋପବନ୍ଧୁନଗର,୧୩।୧(ଡି.ଏନ୍‌.ଏ.): ଖୁଣ୍ଟା ଥାନା ଗୋପବନ୍ଧୁନଗର ବ୍ଲକ କୁଆମରା ପଞ୍ଚାୟତ ତଳକଡ଼ଦା ଗ୍ରାମର ସୁମନ୍ତ କୁମାର ଦାଶଙ୍କ ଘରୁ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ଟଙ୍କା ଓ ଗହଣା ଚୋରି କରିନେଇଛନ୍ତି। ସୁମନ୍ତ ଓ ତାଙ୍କ ସ୍ତ୍ରୀ ସ୍ଥାନୀୟ କଲେଜ ପଡ଼ିଆକୁ ଯାତ୍ରା ଦେଖିବାକୁ…

ଶ୍ୱଶୁରଙ୍କୁ ହତ୍ୟା: ଜ୍ୱାଇଁଙ୍କୁ ଆଜୀବନ ଜେଲ୍‌

ବାରିପଦା ଅଫିସ,୧୨ା୧- ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌(୧) କୋର୍ଟରେ ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁରେଶ ଚନ୍ଦ୍ର ପ୍ରଧାନ ମାମଲାର ବିଚାର କରି ଅଭିଯୁକ୍ତ ୨ ଭାଇଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ତେଜିଲା ଉପଜିଲାପାଳଙ୍କ ବଦଳି ଦାବି

ବାରିପଦା ଅଫିସ,୧୦।୧: ମୟୂରଭଞ୍ଜ ଜିଲା କପ୍ତିପଦା ଉପଜିଲାପାଳଙ୍କ ମନମୁଖି କାର୍ଯ୍ୟ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦରେ ମଙ୍ଗଳବାର କପ୍ତିପଦା ଉପଖଣ୍ଡରେ କାର୍ଯ୍ୟରତ ସମସ୍ତ ବ୍ଳକ ପ୍ରତିନିଧି ଜିଲାପାଳ ବିନୀତ ଭରଦ୍ବାଜଙ୍କୁ ଭେଟିଛନ୍ତି। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧି ଉପଜିଲାପାଳ ଭଗବାନ…

ଦେଶୀ ମାଟିରେ ହସୁଛି ବିଦେଶୀ ଫଳ

ସାରସକଣା,୧୦ା୧(ସ୍ମୃତି ଶୋଭନ ପାଲ୍‌): ଧାନଚାଷ କରି ଚଳି ଆସୁଥିଲେ। ମାତ୍ର ଏଥିରେ ବେଶୀ ଲାଭ ହେଲାନି। କିଛି ନୂଆ ଚାଷ କରି ସ୍ବାବଲମ୍ବୀ ହେବାକୁ ମନ ବଳାଇଲେ ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଭୂରୁଷାଣି ପଞ୍ଚାୟତ ଅନ୍ତର୍ଗତ ଖଡ଼ିଆଶୋଳ ଗ୍ରାମର ସୁବ୍ରତ…

ବଦଳିଲେ ୮ଥାନା ଅଧିକାରୀ

ବାରିପଦା ଅଫିସ,୮ା୧: ମୟୂରଭଞ୍ଜ ଜିଲା ପୋଲିସ ବିଭାଗରେ ସାମାନ୍ୟ ଅଦଳବଦଳ କରାଯାଇଛି। ଜିଲା ଆରକ୍ଷୀ ଅଧିକ୍ଷକ ଋଷିକେଶ ଦ୍ୟାନଦେଓ ଖିଲାରୀଙ୍କ ନିର୍ଦ୍ଦେଶକ୍ରମେ ୮ଜଣ ଥାନା ଅଧିକାରୀଙ୍କୁ ଜିଲା ମଧ୍ୟରେ ଅଦଳବଦଳ କରାଯାଇଛି। ବିଭାଗୀୟ ଚିଠି ନଂ. ୭୩/୮ା୧ା୨୦୨୩ ଅନୁସାରେ ବାରିପଦା ଟାଉନ…

ଅଟୋ-ଟାଟାଏସିଇ ମୁହାଁମୁହିଁ: ୩ ମୃତ, ୫ ଗୁରୁତର

ବାରିପଦା ଅଫିସ,୯।୧: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ଦେଉଳି ରାସ୍ତାର ବାଙ୍କିଶୋଳ ପାଖରେ ସୋମବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋ ଏବଂ ମାଲବୋଝେଇ ଏସିଇ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ…

ଦନ୍ତା ପାଇଁ ବନ ବିଭାଗ ନାକେଦମ୍‌

ଗୋପବନ୍ଧୁ ନଗର,୯।୧ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜରୁ ବଡ଼ସାହି ବ୍ଲକ ଭୀମଦା ଅଞ୍ଚଳ ଦେଇ ଏକ ଗୋଠଛଡ଼ା ଦନ୍ତା ରବିବାର ଗୋପବନ୍ଧୁନଗର ବ୍ଲକ ଧାଉଁଡିଆ ସଂରକ୍ଷିତ ଜଙ୍ଗଲକୁ ପଶିଥିଲା। ଏହି ଦନ୍ତା ପାଇଁ ବନ ବିଭାଗକୁ ଦିନତମାମ ନାକେଦମ୍‌ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?