ମୟୂରଭଞ୍ଜ

ମାଈ ବାଛୁରୀ ସଂଖ୍ୟା ବୃଦ୍ଧିରେ ମୟୂରଭଞ୍ଜକୁ ସଫଳତା

ବାରିପଦା ଅଫିସ,୧୩ା୧୦: ଓଡ଼ିଶାରେ ମାଈ ବାଛୁରୀ ସଂଖ୍ୟା ବୃଦ୍ଧି ଯୋଜନାରେ ମୟୂରଭଞ୍ଜ ଜିଲାକୁ ଶତ ପ୍ରତିଶତଠାରୁ ଅଧିକ ସଫଳତା ମିଳିଛି। ପ୍ରାଣୀଧନ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡା. ଲୋକନାଥ ବେହେରା ଓ ସଞ୍ଜୟ କୁମାର ପଣ୍ଡାଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ପ୍ରାଣୀଧନ…

ଜିଲାପାଳଙ୍କ ସମ୍ମିଳନୀ କକ୍ଷରୁ ଖସିଲା ସିଲିଂ

ବାରିପଦା ଅଫିସ,୧୨।୧୦:  ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଫେସିଲିଟେସନ ସମ୍ମିଳନୀ କକ୍ଷର ସିଲିଂ ଖସିପଡ଼ିଛି ା ସୋମବାର ସନ୍ଧ୍ୟାରେ ସିଲିଂର ଅର୍ଦ୍ଧାଧିକ ଅଂଶ ଖସି ପଡ଼ିଥିବା ବେଳେ ଦାମୀ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ଗୁଡ଼ିକ ଭାଙ୍ଗିରୁଜି ଯାଇଛି। ନିମ୍ନମାନର…

ଦନ୍ତାହାତୀର ମୃତଦେହ ଠାବ

ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଖବର ପାଇ ଠାକୁରମୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ…

ପୋଲିସ ଗାଡିକୁ ପିଟିଲା ଟ୍ରକ୍‌: ୩ ଗୁରୁତର

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ପାଲବଣୀ ମଞ୍ଚାବନ୍ଧା ମଧ୍ୟରେ ଶନିବାର ସକାଳେ ଦୁର୍ଘଟଣା ଘଟିଛି। ଏକ ପୋଲିସଗାଡି ସହ ଏକ ଘୁଷୁରୀ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଗାଡିରେ…

ଚିତ୍ରଡ଼ା ବଜାର, ଗାଁରେ ବୁଲିଲା ଦନ୍ତା

ମୋରଡା,୮।୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ତଥା ମୋରଡ଼ା ବ୍ଲକର ସଦରମହକୁମା ଚିତ୍ରଡ଼ାର ମୁଖ୍ୟ ବଜାର ଓ ଗାଁରେ ଶୁକ୍ରବାର ଭୋରରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି। ପଡ଼ୋଶୀ ପଶ୍ଚିମବଙ୍ଗରୁ ଆସିଥିବା ଉକ୍ତ ହାତୀ ତଳସାହି ଗାଁ ଦେଇ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମ୍ୟାଚ୍‌

ବାରିପଦା ଅଫିସ,୮।୧୦: ମୟୂରଭଞ୍ଜ ଜିଲାରେ ଫୁଟବଲ ଏକାଡେମୀ ପ୍ରତିଷ୍ଠା ଦାବିରେ ଭଞ୍ଜସେନା ପକ୍ଷରୁ ଅଭିନବ ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଖେଳାଳିମାନେ ଖେଳ ପୋଷାକ ପରିଧାନ କରି ଫୁଟ୍‌ବଲ ମ୍ୟାଚ୍‌ ଖେଳିଛନ୍ତି। ଫୁଟ୍‌ବଲର ଏନ୍ତୁଡ଼ିଶାଳ କୁହାଯାଉଥିବା ମୟୂରଭଞ୍ଜ…

ରାସ୍ତାକୁ କେନ୍ଦ୍ର କରି ଗଣ୍ଡଗୋଳ

କୁଆମରା,୭।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ କୁଆମରା ଗ୍ରାମର ରାସ୍ତା ଓ ପାଣି ଯାତାୟାତକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ ଆଧାରେ ପୋଲିସ ପୃଥକ ମାମଲା ରୁଜୁ କରିଛି।…

ଗଞ୍ଜେଇ ସହ ଧରାପଡ଼ିଲେ ବ୍ୟବସାୟୀ

ବାରିପଦା ଅଫିସ,୭ା୧୦: ମୟୂରଭଞ୍ଜ ଜିଲା ବାରିପଦା ସହର ଅଧୀନ ୧୫ନଂ.ୱାର୍ଡ ପୂର୍ଣ୍ଣଚନ୍ଦ୍ରପୁର ଅଞ୍ଚଳରୁ ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ଅବକାରୀ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ବିଜୟ ରାଉତ(୪୭)। ତାଙ୍କଠାରୁ ୧ କେ.ଜି.୬୫୦ ଗ୍ରାମ ଗଞ୍ଜେଇ…

ସନ୍ଦେହ କରି ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା

କପ୍ତିପଦା,୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଶରତ ଥାନା ଅଧୀନ କାଠଚୁଆ ଗ୍ରାମରେ ଏକ ଅଘଟଣ ଘଟିଛି। ଜଣେ ଯୁବକ ନିଜ ସାଙ୍ଗଙ୍କୁ ପଥରରେ ଛେଚି ହତ୍ୟା ପରେ ମୃତଦେହ ନଦୀରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ରତନା ସାମାଡ଼ଙ୍କୁ ଗିରଫ…

ଲଗାଣ ବର୍ଷାରେ ଭାଙ୍ଗିଲା ମାଛୁଆ ପୋଲ

ମୋରଡ଼ା,୭ା୯(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁଁହାସ୍ଥିତ ମାଛୁଆ ପୋଲ ଲଗାଣ ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଓ ବେତନଟୀ ବ୍ଲକକୁ ସଂଯୋଗ କରୁଥିବା ଏହି ପୋଲ ଦୀର୍ଘ ବର୍ଷ ଧରି ବିପଦସଙ୍କୁଳ ଅବସ୍ଥାରେ ଥିଲା।…

ଧରା ପଡ଼ି ଛେଚା ଖାଇଲେ ବାଇକ୍‌ ଚୋର

ବେତନଟୀ,୫।୧୦(ସ୍ବ.ପ୍ର.): ଧରାପଡି ନିର୍ଧୂମ ଛେଚା ଖାଇଲେ ବାଇକ ଚୋର। ବୈଶିଙ୍ଗା ଥାନା ଅଧୀନ ଦାହିବାଡି ସାପ୍ତାହିକ ହାଟରୁ ବାଇକ ଚୋରି କରିବାକୁ ଉଦ୍ୟମ କରୁଥିବା ବେଳେ ୨ ଜଣ ଦୁର୍ବୁତ୍ତଙ୍କ ମଧ୍ୟରୁ ଜଣେ ଛେଚା ଖାଇଛନ୍ତି। ତାଙ୍କୁ ଉପସ୍ଥିତ ଥିବା ବେପାରୀ…

ବ୍ରାଉନସୁଗାର ଜବତ: ୩ ଗିରଫ

ବେତନଟୀ,୪।୧୦(ସ୍ବ. ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୮ ନଂ. ଜାତୀୟ ରାଜପଥର କଳମା ଛକ ନିକଟରୁ ୩ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରରୁ ୨୦ ହଜାର ଟଙ୍କାର ୧୧ ଗ୍ରାମ୍‌ ବ୍ରାଉନସୁଗାର ଜବତ ହୋଇଛି। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri