ହାତ ମାରିଲେ ଉଠିଯାଉଛି ପିଚୁ
ମୋରଡ଼ା,୯ା୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ୍ ଅନ୍ତର୍ଗତ କମାରଡ଼ିହା ଗ୍ରାମ ପଞ୍ଚାୟତର ରାଣୀସରାଇ ଗ୍ରାମର କାନ୍ଥି ପିଡ୍ବ୍ଳ୍ୟୁଡି ରାସ୍ତାଠାରୁ ନାରାଙ୍ଗ ବାଜ ସଂଯୋଗ ଗ୍ରାମ୍ୟ ଉନ୍ନୟନ (ଆରଡି) ବିଭାଗର ରାସ୍ତା କାମ ନିମ୍ନମାନର ହୋଇଛି। କାମ କରିବାର ମାତ୍ର ୪ ଦିନ…
ଶିକ୍ଷା ଅବ୍ୟବସ୍ଥାକୁ ନେଇ ଉଦ୍ବେଗ
ବାରିପଦା ଅଫିସ,୮।୧: ମୟୂରଭଞ୍ଜ ଜିଲା ବାରିପଦା ମୁର୍ଗାବାଡ଼ିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ପରିଷଦର ୪ର୍ଥ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦାଙ୍କ ଅଧ୍ୟକ୍ଷତାରେ ୨୬ ବ୍ଲକ୍ରୁ ୫୬ଟି ଜିଲାପରିଷଦ ସଦସ୍ୟା ସଦସ୍ୟ, ୨୬…
ଶିମିଳିପାଳରେ ତୁଷାରପାତ
ବାରିପଦା ଅଫିସ, ୮।୧: ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବାବେଳେ ମୟୂରଭଞ୍ଜ ଜିଲାରେ ଏହାର ପ୍ରକୋପ ଅଧିକ ଅନୁଭୂତ ହେଉଛି। ଜୈବମଣ୍ଡଳ ଶିମିଳିପାଳରେ ପାରଦ ଖସୁଛି। ଜିଲାରେ ସର୍ବନିମ୍ନ ୮ଡିଗ୍ରୀ ତାପମାତ୍ରା ଥିବାବେଳେ ଶିମିଳିପାଳରେ ୫ ଡିଗ୍ରୀ ସେଲସିୟସ ରହିଛି।…
ଜମାକାରୀଙ୍କ ଅର୍ଥ ହଡ଼ପ
ବାରିପଦା ଅଫିସ,୭ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନୀରବତାକୁ ନେଇ ଅସନ୍ତୋଷ…
ଶିକ୍ଷକଙ୍କ ବଦଳିକୁ ବିରୋଧ
ମୋରଡ଼ା,୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ଅନୁଯାୟୀ,ଉକ୍ତ ବିଦ୍ୟାଳୟର…
ନିଆଁରେ ସେକି ହେଉଥିଲେ ପୋଡ଼ିଗଲେ…
ବଡ଼ସାହି,୬ା୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ସାନକେରକ ପଞ୍ଚାୟତର ଟିକାୟତ ପୁର ଗ୍ରାମରେ ନିଆଁରେ ପୋଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ପାର୍ବତୀ ସାହୁ (୭୦)। ଥଣ୍ଡାରୁ ରକ୍ଷା ପାଇବା ଲାଗି ଗୁରୁବାର ସକାଳେ ନିଆଁରେ…
ଶିକ୍ଷକଙ୍କ ବଦଳିକୁ ବିରୋଧ: ଧାରଣାରେ ବସିଲେ ଛାତ୍ରୀଛାତ୍ର
ମୋରଡ଼ା,୬ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତରେ ଥିବା ନିଚୁଆପଦା ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଜଣେ ଶିକ୍ଷକଙ୍କ ବଦଳିକୁ ବିରୋଧ କରିଛନ୍ତି। କ୍ଲାସ ବନ୍ଦ କରି ଶୁକ୍ରବାର ସମସ୍ତେ ବିଦ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ,ଉକ୍ତ…
ଜମାକାରୀଙ୍କ ଅର୍ଥ ହଡ଼ପ: ପୋଲିସର ନିରବତାକୁ ନେଇ ଅସନ୍ତୋଷ
ବାରିପଦା ଅଫିସ,୬ା୧: ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ମୁକ୍ତାପୁର ପଞ୍ଚାୟତର ଶତାଧିକ ଲୋକଙ୍କଠାରୁ କିଓସ୍କ ବ୍ୟାଙ୍କ ଜରିଆରେ ଲକ୍ଷାଧିକ ଟଙ୍କା ହଡ଼ପ ଘଟଣା ପଦାକୁ ଆସିଛି। ଏ ନେଇ ବେତନଟୀ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ପୋଲିସର ନିରବତାକୁ ନେଇ…
ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା
ଅନୁଗୋଳ ଅଫିସ/ବାରିପଦା ଅଫିସ,୬ା୧: ଶୁକ୍ରବାରଠାରୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ସାତକୋଶିଆ ବନଖଣ୍ଡର ମହାନଦୀ ଓ ଆଖପାଖ ଅଞ୍ଚଳରେ କୁମ୍ଭୀର ଗଣନା କରାଯାଉଛି। ଏହି ଗଣନା କାର୍ଯ୍ୟରେ ମୋଟ୍ ୧୨ଟି ଟିମ୍ ନିୟୋଜିତ ହୋଇଛନ୍ତି। ସେହିପରି ମୟୂରଭଞ୍ଜ ଜିଲା କରଞ୍ଜିଆରେ…
ଦୋଷୀଙ୍କୁ ସୁରକ୍ଷା ଦେଉଛି ଦିଗହରା ତଦନ୍ତ
ବାରିପଦା ଅଫିସ,୫ା୧: ଶିମିଳିପାଳ ଅଭୟାରଣ୍ୟରେ ବହୁ ଚର୍ଚ୍ଚିତ ଦନ୍ତା ହାତୀ ପୋଡ଼ି ଓ ପ୍ରମାଣ ନଷ୍ଟ ଘଟଣାର ତଦନ୍ତ ଦିଗହରା ସାଜିଛି। ଅଭିଯୁକ୍ତମାନେ ଉଚ୍ଚ ନ୍ୟାୟାଳୟରୁ ଆଗୁଆ ଜାମିନ ପାଇଁ ପ୍ରୟାସ କରୁଥିବା ବେଳେ ଅଧିକାରୀମାନେ ସେମାନଙ୍କୁ ସୁରକ୍ଷା ଯୋଗାଉଛନ୍ତି। ମାମଲାକୁ…
ଭୋଜିଭାତରେ ମାତିଲେ ଡାକ୍ତରଖାନା କର୍ମଚାରୀ
ସାରସକଣା, ୫ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଶୀର୍ଷାସ୍ଥିତ ସାରସକଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ରୋଗୀ ସେବା ଛାଡ଼ି ଭୋଜିଭାତରେ ମାତିବା ଓ ଉପଯୁକ୍ତ ଚିକିତ୍ସା ନ ପାଇ ରୋଗୀ ଛଟପଟ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତଦନ୍ତ ହେବ…
ଶିମିଳିପାଳରେ ବନାଗ୍ନି ରୋକିବା ଲାଗି ତତ୍ପରତା
ବାରିପଦା ଅଫିସ,୪।୧: ଶିମିଳିପାଳ ଅଭୟାରଣ୍ୟରେ ବନାଗ୍ନି ରୋକିବା ନିମନ୍ତେ ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ…

