ମୟୂରଭଞ୍ଜ

ବସ୍‌ ପୋଡ଼ି ଘଟଣା: ୫ ଅଭିଯୁକ୍ତ କୋର୍ଟଚାଲାଣ

ବାରିପଦା ଅଫିସ,୩।୧: ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ. ଜାତୀୟ ରାଜପଥର ଜୁବୁଲି ପେଟ୍ରୋଲ ପମ୍ପ ନିକଟରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତକ ହେଲେ ଚାନ୍ଦୁଆ ଥାନା ଅଧୀନ ବିଷୁଭଞ୍ଜ…

ଗୋଡଭଙ୍ଗା ଘାଟିରେ କାର୍‌କୁ ଧକ୍କା ଦେଲା ବସ୍‌

ଠାକୁରମୁଣ୍ଡା, ୨।୧ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥ ଗୋଡ଼ଭଙ୍ଗା ଘାଟି ବାଙ୍କ ରାସ୍ତାରେ ସୋମବାର ସକାଳେ ଏକ ବସ୍‌-କାର୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣା ପରେ ବସ୍‌ଟି ଘଟଣାସ୍ଥଳରୁ ଖସି ପଳାଇଥିବା ବେଳେ କାର୍‌ଟି ଭାଙ୍ଗିରୁଜି…

ଦାନ୍ତ ପାଇଁ ବନବିଭାଗ ନୟାନ୍ତ

ବାରିପଦା ଅଫିସ, ୧ା୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅଧୀନ ଜେନବିଲ ରେଞ୍ଜରେ ହାତୀ ଦାନ୍ତ ଉଦ୍ଧାର ନେଇ ବନବିଭାଗ ନୟାନ୍ତ ହୋଇପଡିଲାଣି। ରାତିଅଧିଆ ଚଢାଉ କରି ନିରାଶ ହେବା ପରେ ଉପରିସ୍ଥ ଅଧିକାରୀଙ୍କ ଆଖିରୁ ନିଦ…

ଶିକାରୀଙ୍କୁ ଛାଡ଼ି ବେପାରୀ ପଛରେ ଅଧିକାରୀ

ବାରିପଦା ଅଫିସ/ ଉଦଳା,୩୧ା୧୨(ଡି.ଏନ୍‌.ଏ.): ମହାବଳ, କଲରାପତରିଆ ଓ କଳା ବାଘ ପାଇଁ ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବା ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏବେ ବନ୍ୟପ୍ରାଣୀଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି। ଅଧିକାରୀ ଓ ଶିକାରୀଙ୍କ ଲୋଲୁପ ଦୃଷ୍ଟି ଯୋଗୁ ଅନେକ ଜୀବଜନ୍ତୁଙ୍କ…

ସୁରକ୍ଷା ଅର୍ଥ ଯାଉଛି କୁଆଡ଼େ

ବାରିପଦା ଅଫିସ,୩୦ା୧୨: ଏସିଆ ମହାଦେଶର ଦ୍ୱିତୀୟ ବୃହତ୍ତମ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷାକୁ ନେଇ ପରିବେଶବିତ୍‌ମାନେ ଆଶଙ୍କା ବ୍ୟକ୍ତ କଲେଣି। ବନ୍ୟଜନ୍ତୁଙ୍କ ଅବାଧ ଶିକାର ଓ କାଠମାଫିଆଙ୍କ ଦୌରାତ୍ମ୍ୟକୁ ନେଇ ଶିମଳିପାଳ ଅଭୟାରଣ୍ୟ ଏବେ ସଙ୍କଟରେ। ଅସୁରକ୍ଷିତ ଓ ଦିଗହରା…

ପିଆର୍‌ଏମ୍‌ ମେଡିକାଲରେ ରୋଗୀ ହନ୍ତସନ୍ତ

ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌ ) ମେଡିକାଲ କଲେଜ ଓ ଡାକ୍ତରଖାନାରେ ରୋଗୀଙ୍କୁ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ବାଧ୍ୟ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ବାରମ୍ବାର ଡାକ୍ତରଖାନା ଆସିବା ପରେ ମଧ୍ୟ ବିଭିନ୍ନ…

ହାତୀ ଶିକାର ଘଟଣାର ସିବିଆଇ ତଦନ୍ତ ଦାବି

ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲାର ଶୋଭା ବର୍ଦ୍ଧନ କରୁଥିବା ଜାତୀୟ ଅଭୟାରଣ୍ୟ ‘ଶିମିଳିପାଳ ବଞ୍ଚାଅ’ ଅଭିଯାନକୁ ନେଇ ଅଗ୍ରଣୀ ଅଣ ରାଜନୈତିକ ସଙ୍ଗଠନ ଭଞ୍ଜସେନା ପକ୍ଷରୁ ଗୁରୁବାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ବୁଲେଟ୍‌ରୁ ଖସି ପଡ଼ି ଯୁବକଙ୍କ ମୃତ୍ୟୁ

ରାଇରଙ୍ଗପୁର,୨୮ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅନ୍ତର୍ଗତ ଗମ୍ଭାରିଆ ଗ୍ରାମାଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ପ୍ରକାଶ ଯେ, ଆଜି ଅପରାହ୍ନରେ…

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୮।୧୨: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ହୋ, ମୁଣ୍ଡା ଏବଂ ଭୂମିଜ ସମ୍ପ୍ରଦାୟର ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ଦାବିରେ ଜିଲା ବିଜୁ ଜନତା ଦଳ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ସହ ବିକ୍ଷୋଭ ପ୍ରଦର୍ଶନ…

ସହର ଉପକଣ୍ଠରେ ଗୋଠଛଡ଼ା ଦନ୍ତା

ବାରିପଦା ଅଫିସ,୨୭ା୧୨: ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠରେ ସୋମବାର ସକାଳେ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ସୃଷ୍ଟି କରିଥିଲା। ବାରିପଦା ରେଞ୍ଜ ଅଧୀନ ଭୁଗୁଡ଼ାକଟା ଓ ଦାମୋଦରପୁର ଦେଇ ଯାଇଥିବା ୧୮ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏହି ଦନ୍ତା ବୁଲୁଥିଲା।…

ଶିମିଳିପାଳରେ ପିସିସିଏଫ୍‌

ବାରିପଦା ଅଫିସ,୨୭ା୧୨:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ଦନ୍ତା ଶିକାର ଓ ମହାବଳ ବାଘ ଚମଡ଼ା ବିକ୍ରି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି। ଭୁବନେଶ୍ୱରସ୍ଥିତ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ(ପିସିସିଏଫ୍‌) ଏସ୍‌.କେ. ପୋପଲି ସୋମବାର ଶିମିଳିପାଳକୁ ଆସି…

ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ

ବାରିପଦା ଅଫିସ,୨୬।୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ(୨) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ ଡ.ଦୀପକ ରଞ୍ଜନ ସାହୁ ଏହାର ବିଚାର କରି ଅଭିଯୁକ୍ତଙ୍କୁୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?